Posted inଜାତୀୟ

ଧର୍ମେନ୍ଦ୍ର ପ୍ରଧାନଙ୍କୁ ମିଳିଲା ଶିକ୍ଷା ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୭।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱିତୀୟ ପାଳିରେ ଏପର୍ଯ୍ୟନ୍ତ ପେଟ୍ରୋଲିୟନ ମନ୍ତ୍ରଣାଳୟ ଦାୟିତ୍ୱରେ ଥିବା ରାଜ୍ୟସଭା ଏମ୍‌ପି ଧର୍ମେନ୍ଦ୍ର ପ୍ରଧାନଙ୍କୁ ଶିକ୍ଷା ବିଭାଗ ମିଳିଛି। ତାଙ୍କ ଭଳି ରାଜ୍ୟସଭା ସଦସ୍ୟ ପିୟୁଷ ଗୋୟଲଙ୍କୁ ଦିଆଯାଇଛି ବୟନ ମନ୍ତ୍ରଣାଳୟ।

ଧର୍ମେନ୍ଦ୍ର ମଙ୍ଗଳବାର ଶିକ୍ଷା ମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିବା ରମେଶ ପୋଖରିୟାଲ ‘ନିଶାଙ୍କ’ଙ୍କ ସ୍ଥାନ ନେବେ। ଅନ୍ୟପକ୍ଷରେ ସ୍ମ୍ରିତି ଇରାନି (ମହିଳା ଓ ଶିଶୁ ମନ୍ତ୍ରୀ)ଙ୍କ ଯାଗନେବେ ଗୋୟଲ।

୫୨ ବର୍ଷୀୟ ଧର୍ମେନ୍ଦ୍ର ୨୦୧୭ ସେପ୍ଟେମ୍ବରରେ କାବିନେଟ୍‌ ମନ୍ତ୍ରୀ ପାହ୍ୟା ପାଇଥିଲେ। ସେ ଏବେ ରାଜ୍ୟସଭାରେ ମଧ୍ୟପ୍ରଦେଶର ପ୍ରତିନିଧିତ୍ୱ କରୁଛନ୍ତି। ଉଲ୍ଲେଖଯୋଗ୍ୟ, ପ୍ରଧାନମନ୍ତ୍ରୀ ମୋଦିଙ୍କ ମନ୍ତ୍ରିମଣ୍ଡଳରେ ବୁଧବାର ଯୋଡ଼ି ହୋଇଛନ୍ତି ୩୬ ନୂଆ ମନ୍ତ୍ରୀ। ଆଗୁଆ ଥିବା ୫ ରାଜ୍ୟର ବିଧାନସଭା ନିର୍ବାଚନ ପୂର୍ବରୁ ସମାଲୋଚନାକୁ ଦୂର କରିବାକୁ ଲକ୍ଷ୍ୟରେ ମନ୍ତ୍ରିମଣ୍ଡଳରେ ବଡ଼ ଧରଣର ସମ୍ପ୍ରସାରଣ କରାଯାଇଛି। ପ୍ରଧାନମନ୍ତ୍ରୀଙ୍କ ପାଖରେ ଏବେ ୭୭ ମନ୍ତ୍ରୀ ଅଛନ୍ତି। ଏମାନଙ୍କ ମଧ୍ୟରୁ ଅଧା ପ୍ରାୟ ନୂଆ ଚେହେରା।


Enter your email to get our daily news in your inbox.

All Right Reserved By Dharitri.Com

ସେପ୍ଟେମ୍ବର ଆରମ୍ଭରୁ ଏହି ୩ ରାଶିଙ୍କ ଉପରେ ବିପଦ! ଶନି-ଶୁକ୍ରଙ୍କ ଷଡ଼ାଷ୍ଟକ ଯୋଗ କରିବ ସର୍ବନାଶ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଆସନ୍ତା ୨ ସେପ୍ଟେମ୍ବରରେ ଶୁକ୍ର ଗ୍ରହ ରାଶି ପରିବର୍ତ୍ତନ କରିବେ। ଶୁକ୍ର କନ୍ୟା ରାଶିରୁ ବାହାରି ତୁଳା ରାଶିରେ ଗୋଚର କରିବେ। ଅନ୍ୟପଟେ…

ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିବାକୁ ଯାଉଥିଲେ ବୈଭବ, ହେଲେ…

ନୂଆଦିଲ୍ଲୀ,୩୧।୮: ଦୁଲୀପ ଟ୍ରଫି ସେମିଫାଇନାଲରେ ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ନିଜ ବ୍ୟାଟିଂରେ ପୁଣିଥରେ ଚର୍ଚ୍ଚା ସୃଷ୍ଟି କରିଛନ୍ତି। ଇଷ୍ଟ ଜୋନ ପକ୍ଷରୁ ସେଣ୍ଟ୍ରାଲ ଜୋନ ବିପକ୍ଷରେ…

ସରକାରୀ ବସ୍‌ରେ ଖୋଲାମେଲାରେ ଯାତାୟାତ କରୁଛନ୍ତି ଯାତ୍ରୀ: ଅଭିଯୋଗ ଆଣିଲେ ଯୁବ ସମାଜସେବୀ

ଦାରିଙ୍ଗବାଡି, ୩୧।୮(ଅରୁଣ ସାହୁ):ଗଞ୍ଜାମର ବ୍ରହ୍ମପୁରରୁ କନ୍ଧମାଳ ଜିଲା ବାଲିଗୁଡାକୁ ଦାରିଙ୍ଗବାଡି ଦେଇ ସରକାରୀ ବସ ଚଳାଚଳ କରୁଛି। ଏହି ଯାତ୍ରୀବାହୀ ବସର ଡୋର ଗ୍ଲାସଟି ଭାଙ୍ଗି ଯାଇଥିବାରୁ…

ଧୋନୀ ମାଗୁଛନ୍ତି ୨୫% ଅଂଶଧନ! ଏମିତି ଜବାବ ଦେଲା CSK

ନୂଆଦିଲ୍ଲୀ,୩୧।୮: ଏମଏସ ଧୋନୀ ଏବଂ ଚେନ୍ନାଇ ସୁପର କିଙ୍ଗ୍ସ ମଧ୍ୟରେ ଥିବା ସମ୍ପର୍କକୁ ଆଇପିଏଲର ସବୁଠାରୁ ସ୍ବତନ୍ତ୍ର ସମ୍ପର୍କ ମଧ୍ୟରୁ ଗୋଟିଏ ବୋଲି ବିବେଚନା କରାଯାଏ। ଧୋନୀଙ୍କ…

ମଙ୍ଗଳଙ୍କ ନକ୍ଷତ୍ର ପରିବର୍ତ୍ତନ: ସେପ୍ଟେମ୍ବର ପ୍ରଥମରୁ ଏହି ୩ ରାଶିଙ୍କ ସୁବର୍ଣ୍ଣ ଦିନ ଆରମ୍ଭ! ମନଚାହାଁ ଫଳ ମିଳିବ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ଗୋଚର ଏବଂ ନକ୍ଷତ୍ର ପରିବର୍ତ୍ତନକୁ ବେଶ ଗୁରୁତ୍ୱ ଦିଆଯାଏ। ଆସନ୍ତା ୨ ସେପ୍ଟେମ୍ବର ୨୦୨୬, ଦିନ ୧ଟା ୨୫ ମିନିଟରେ ମଙ୍ଗଳ ପୁନର୍ବସୁ…

ଟିଚ୍‌ କନ୍ଧମାଳ: ଲାଲ ବାହାଦୁର ବିଦ୍ୟାପୀଠରେ ପାଠ ପଢ଼ାଇଲେ ବିଡିଓ ପ୍ରୀତିରଞ୍ଜନ, ସିଆଙ୍ଗବାଲିରେ ଉପଜିଲାପାଳ

ଦାରିଙ୍ଗବାଡ଼ି, ୩୧/୮ (ଅରୁଣ ସାହୁ): କନ୍ଧମାଳ ଜିଲା ରେ ଶିକ୍ଷାର ବିକାଶ ଓ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଶିକ୍ଷା ପ୍ରତି ଆଗ୍ରହ ବୃଦ୍ଧି ଉଦ୍ଦେଶ୍ୟରେ ଜିଲାର ବିଭିନ୍ନ ବିଭାଗର…

ବୈଭବଙ୍କ ବଡ଼ କାରନାମା: ନାଁରେ କଲେ ଏମିତି ରେକର୍ଡ ଯାହା ଇତିହାସରେ କେହି କରିନଥିଲେ!

ନୂଆଦିଲ୍ଲୀ, ୩୧।୮: ମାତ୍ର ୧୫ ବର୍ଷ ବୟସରେ ଭାରତୀୟ କ୍ରିକେଟରେ ଲଗାତାର ରେକର୍ଡ କରି ଚାଲିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏବେ ଦୁଲୀପ ଟ୍ରଫି ୨୦୨୬ର ସେମିଫାଇନାଲରେ ଆଉ…

୫ ବର୍ଷ ପରେ ଟିମ୍‌ଇଣ୍ଡିଆକୁ ଫେରିପାରନ୍ତି ଏହି ୩୫ ବର୍ଷୀୟ ବୋଲର୍‌: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୯।୮: ଗତ ପାଞ୍ଚ ବର୍ଷ ଧରି ଭାରତୀୟ ଦଳରୁ ବାହାରେ ଥିବା କୃଣାଲ ପାଣ୍ଡ୍ୟା ପୁଣି ଦଳକୁ ଫେରିପାରନ୍ତି। ଦଳ ପରିଚାଳନା ନିୟମିତ ଭାବରେ ନୂତନ ଖେଳାଳିଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri