Posted inଜାତୀୟ

ସଂସଦରେ ପହଞ୍ଚିବା ପରେ ହଠାତ୍‌ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ଘଟିଲା ଏମିତି, ଯାହା କେବେ ସେ ଭାବିନଥିଲେ…

ନୂଆଦିଲ୍ଲୀ, ୨୭॥୭: ଶିକ୍ଷା ବ୍ୟବସ୍ଥାରେ ସଂସ୍କାର ଦାବି କରି ଦେଶବ୍ୟାପୀ ଚାଲିଥିବା କକ୍ରୋଚ ଜନତା ପାର୍ଟିର ଛାତ୍ର ଆନ୍ଦୋଳନ ନିକଟରେ ଶେଷ ହୋଇଛି। ଏହି ଆନ୍ଦୋଳନ NEET-UG ପେପର ଲିକ୍‌, ପରୀକ୍ଷା ବ୍ୟବସ୍ଥାରେ ଗଡ଼ବଡି ଏବଂ ଛାତ୍ରୀଛାତ୍ରଙ୍କ ଉତ୍ତରଦାୟିତ୍ୱ ଦାବିକୁ ନେଇ ଆରମ୍ଭ ହୋଇଥିଲା। ପ୍ରାୟ ୩୫ ଦିନ ଧରି ଦିଲ୍ଲୀର ଜନ୍ତରମନ୍ତରରେ ପ୍ରଦର୍ଶନ ଚାଲିଥିଲା। ଆନ୍ଦୋଳନ ସମୟରେ କେନ୍ଦ୍ରୀୟ ଶିକ୍ଷାମନ୍ତ୍ରୀ ଥିବା ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ସବୁଠାରୁ ବଡ଼ ପ୍ରସଙ୍ଗ ହୋଇ ରହିଥିଲା। କ୍ରମାଗତ ବର୍ଦ୍ଧିତ ଚାପ ପରେ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦେଇଥିଲେ, ଯାହାକୁ କେନ୍ଦ୍ର ସରକାର ଗ୍ରହଣ କରିନେଇଥିଲେ।

ଏହି ସମୟରେ ସୋମବାର ଅର୍ଥାତ୍‌ ଆଜି ସଂସଦର ମୌସୁମୀ ଅଧିବେଶନର କାର୍ଯ୍ୟକାଳରେ ଅଂଶଗ୍ରହଣ କରିବା ପାଇଁ ପୂର୍ବତନ କେନ୍ଦ୍ରୀୟ ଶିକ୍ଷାମନ୍ତ୍ରୀ ତଥା ଭାଜପା ସାଂସଦ ଧର୍ମେନ୍ଦ୍ର ପ୍ରଧାନ ସଂସଦରେ ପହଞ୍ଚିଥିଲେ। ସେତେବେଳେ ସଂସଦ ପରିସରରେ ଭାଜପା ଏବଂ ଏନଡିଏ (NDA) ର ଅନେକ ସାଂସଦ ତାଙ୍କର ଜବରଦସ୍ତ ସ୍ବାଗତ କରିଥିଲେ। ଏହି ସମୟରେ “ଧର୍ମେନ୍ଦ୍ର ପ୍ରଧାନ ଜିନ୍ଦାବାଦ୍‌” ନାରା ଦିଆଯାଇଥିଲା। ଅନେକ ସାଂସଦ ତାଙ୍କ ସମର୍ଥନରେ ତାଙ୍କ ସହିତ ନଜର ଆସିଥିଲେ।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆମକୁ ଶତ୍ରୁ ନୁହେଁ, ପଡ଼ୋଶୀ ଭାବନ୍ତୁ: ମୋଦି-ଜିନପିଙ୍ଗ୍‌ ଭେଟ ପୂର୍ବରୁ ବଦଳିଲା ଚାଇନାର ସ୍ବର, ଭାରତ ସହ…

ନୂଆଦିଲ୍ଲୀ/ବେଜିଂ,୧୧।୯: ନୂଆଦିଲ୍ଲୀରେ ଆୟୋଜିତ ହେବାକୁ ଥିବା ୧୮ଶ ବ୍ରିକ୍ସ (BRICS) ଶିଖର ସମ୍ମିଳନୀ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଦ୍ୱିପାକ୍ଷିକ ଆଲୋଚନା…

ମହିଳା ସରପଞ୍ଚଙ୍କୁ ଦୁର୍ବ୍ୟବହାର : ଜାତିଆଣ ମନ୍ତବ୍ୟ…

ଛତ୍ରପୁର, ୧୧/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଆସିକା ବ୍ଲକ ଅନ୍ତର୍ଗତ ହରିପଦପୁର ଗ୍ରାମପଞ୍ଚାୟତର ସମସ୍ୟା ନେଇ ବ୍ଲକରେ ଅନୁଷ୍ଠିତ ସମିତି ବୈଠକରେ ବିଧାୟକଙ୍କ ସମ୍ମୁଖରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ କାହିଁକି ବାହାର କରିଦେବା ଉଚିତ? କାରଣ କହିଲେ…

ନୂଆଦିଲ୍ଲୀ,୧୧।୯: ଭାରତର ଯୁବ ବିସ୍ଫୋରକ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟିଂ ଶୈଳୀର ଅନେକ ପ୍ରଶଂସକ ରହିଛନ୍ତି। ସେ ମଇଦାନକୁ ଓହ୍ଲାଇଲେ ଦର୍ଶକଙ୍କ ପ୍ରବଳ ଭିଡ଼ ଜମିଥାଏ। ତେବେ…

ଆର୍ଯ୍ୟପଲ୍ଲୀ ଫିସିଂ ହାର୍ବର କାର୍ଯ୍ୟକ୍ଷମ କରିବାକୁ ନିର୍ଦ୍ଦେଶ ଦେଲେ ମନ୍ତ୍ରୀ

ଛତ୍ରପୁର, ୧୧ା୯ (ଦ୍ୱାରକା ପଟ୍ଟନାୟକ/ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଶୁକ୍ରବାର ଦିନିକିଆ ଗଞ୍ଜାମ ଗସ୍ତରେ ଆସି…

ଶାଗୁଆନ କାଠ ବୋଝେଇ ପିକ୍ଅପ ଭ୍ୟାନ ଜବତ: ମାମଲା ରୁଜୁ କଲା ବନ ବିଭାଗ               

ଦିଗପହଣ୍ଡି/ମୋହନା,୧୧|୯(ଅଶେଷ ନାଥ ମିଶ୍ର/ ମନ୍ମଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ଗ୍ରାମ ସ୍ଥିତ ବନ ବିଭାଗ ଚନ୍ଦ୍ରଗିରି ରେଞ୍ଜ କାର୍ଯ୍ୟାଳୟ କର୍ମଚାରୀ ବୃନ୍ଦ ଗଜପତି…

ଉପଅଧିନାୟକ ହୋଇଗଲେ ସିନା ଏବେ ଖେଳିବେ କେଉଁଠି? ତିଳକ ବର୍ମାଙ୍କ ବ୍ୟାଟିଂ ଅର୍ଡରଙ୍କୁ ନେଇ ପ୍ରଶ୍ନ

ନୂଆଦିଲ୍ଲୀ,୧୧।୯: ସେପ୍ଟେମ୍ବର ୧୩ରୁ ନୂଆଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମ୍‌ରେ ଆଫଗାନିସ୍ତାନ ବିପକ୍ଷରେ ଆରମ୍ଭ ହେବାକୁ ଯାଉଛି ୩ ମ୍ୟାଚ୍‌ ବିଶିଷ୍ଟ ଟି-୨୦ ସିରିଜ୍‌। ଏହି ସିରିଜ୍‌ ପାଇଁ…

ଚଳିତ ବର୍ଷର ଅଧିକ ପାଣି ବଂଶଧାରାରେ

ଗୁଡ଼ାରି, ୧୧।୯ (ପ୍ରମୋଦ କୁମାର ପତି): ଗୁଡ଼ାରି ବଂଶଧାରା ନଦୀରେ ଶୁକ୍ରବାର ଚଳିତ ବର୍ଷର ସର୍ବାଧିକ ଜଳ ପ୍ରବାହ ଦେଖିବାକୁ ମିଳିଛି। ନଦୀର ଉପରମୁଣ୍ଡରେ ଲଘୁଚାପଜନିତ ବର୍ଷା…

ପୋଡ଼ାମାରି ସ୍ଥିତ ବନାଞ୍ଚଳ କାର୍ଯ୍ୟାଳୟରେ ୧୪ ତମ  ବନ ସହିଦ୍ ଦିବସ ପାଳିତ: ବଳିଦାନ ଦେଇଥିବା ବନ କର୍ମଚାରୀ ମାନଙ୍କ ଉଦ୍ଦେଶ୍ୟରେ …

ପୋଡ଼ାମାରି ସ୍ଥିତ ବନାଞ୍ଚଳ କାର୍ଯ୍ୟାଳୟ ରେ ୧୪ ତମ ବନ ସହିଦ୍ ଦିବସ ପାଳିତ ; * ବଳିଦାନ କରିଥିବା ବନ କର୍ମଚାରୀ ମାନଙ୍କ ଉଦ୍ଦେଶ୍ୟରେ କରାଗଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?