ଏକତା ପଦଯାତ୍ରାରେ ବାହାରିଲେ ଧର୍ମେନ୍ଦ୍ର ପ୍ରଧାନ: ପ୍ରବଳ ଜନସମାଗମ

ଧାମନଗର,୨୨/୧୧(ଦେବେନ୍ଦ୍ର ଆନ୍ଦିଆ): କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ସକାଳେ ୧୬ ନଂ ଜାତୀୟ ରାଜପଥର ଧାମନଗର ଛକଠାରେ ପହଞ୍ଚିବା ପରେ ଦଳ ପକ୍ଷରୁ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା। ପରେ ହଜାର ହଜାର ବାଇକ ଶୋଭାଯାତ୍ରାରେ ଦଳୀୟ କର୍ମୀ ମାନେ ଧାମନଗର ବଜାର, ଦୋବଲ ହୋଇ ଗୋହିରାଟିକିରି ପର୍ଯ୍ୟନ୍ତ ପାଛୋଟି ନେଇଥିଲେ। ଗୋହିରା ଟିକିରିଠାରେ ଓଡ଼ିଶାର ଶେଷ ରାଜା ମୁକୁନ୍ଦଦେବଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ମାଲ୍ୟ ଅର୍ପଣ କରି ଗୋହୀରାଟିକିରୀ ମଠ ପରିଦର୍ଶନ କରି ମଠ ବାବାଙ୍କ ସହ ଭାବବିନିମୟ କରିଥିଲେ।
ଦୋବଲ ବସ ଷ୍ଟାଣ୍ଡଠାରୁ ହଜାର ହଜାର କଲେଜ,ସ୍କୁଲ ଛାତ୍ରୀଛାତ୍ର, ଦଳୀୟ କର୍ମୀ, ବୁଦ୍ଧିଜୀବୀଙ୍କ ସହ ଏକତା ପଦଯାତ୍ରାରେ ସାମିଲ ହୋଇ ଦୋବାଲ କାଳି ପଡ଼ିଆଠାରେ ଏକ ସାଧାରଣ ସଭାରେ ଯୋଗ ଦେଇଥିଲେ। କେନ୍ଦ୍ର ମନ୍ତ୍ରୀଙ୍କ ସହ ରାଜ୍ୟ ଉଚ୍ଚ ଶିକ୍ଷା ଏବଂ କ୍ରୀଡା-ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ, ଭଦ୍ରକ ଏମପି ଅଭିମନ୍ୟୁ ସେଠୀ, ଭଦ୍ରକ ବିଧାୟକ ସିତାଂସୁ ମହାପାତ୍ର, ବାଲେଶର ବିଧାୟକ ମାନସ ଦତ୍ତ,ଲଲାଟେନ୍ଦୁ ମହାପାତ୍ର ,ଭଦ୍ରକ ଜିଲାପାଳ ଦିଲ୍ଲୀପ ରାଉତରାଏ ପ୍ରମୁଖ ସାମିଲ ହୋଇଥିଲେ। ପରେ ସାଧାରଣ ସଭାରେ ଯୋଗଦେଇଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ସଂଘବଦ୍ଧ ଆକ୍ରମଣ: ପୁଅଙ୍କୁ ବଞ୍ଚାଇବାକୁ ଯାଇ ବାପା-ମା’ ଆହତ, ଗୁରୁତର… 

ଦିଗପହଣ୍ଡି,୨୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗ୍ରାମରେ ବ୍ୟବସାୟିକ ଶତ୍ରୁତାକୁ ନେଇ ଗୋଟିଏ ପରିବାରର ବାପ,ମା ଓ ପୁଅଙ୍କୁ...

ଆଗକୁ ପଞ୍ଚାୟତ ନିର୍ବାଚନ: ସାଙ୍ଗଠନିକ ବୈଠକରେ ବାଜିଲା ଭାଜପାର ବିଗୁଲ… 

କୋରାପୁଟ,୨୦।୧(ଅମିତାଭ ବେହେରା): ଆସନ୍ତା ପଞ୍ଚାୟତ ନିର୍ବାଚନ ନେଇ କୋରାପୁଟରେ ଭାଜପାର ସାଙ୍ଗଠନିକ  ଭିତ୍ତିଭୂମିକୁ  ଅଧିକ ସୁଦୃଢ କରିବା ଲକ୍ଷ୍ୟରେ ମଙ୍ଗଳବାର ସ୍ଥାନୀୟ ଦକ୍ଷତା ବୃଦ୍ଧି ତାଲିମ...

ଦକ୍ଷିଣାଞ୍ଚଳ ରାଜସ୍ବ ଆୟୁକ୍ତ, ଜ଼ିଲାପାଳମାନଙ୍କ ସମ୍ମିଳନୀ:ପଞ୍ଚାୟତ, ପୌର ନିର୍ବାଚନ ସଫଳତାର ସହ…

ଛତ୍ରପୁର,୨୦ା୧(ଦିଲୀପ ସାମଲ): ଆଗାମୀ ପଞ୍ଚାୟତ, ପୌର ନିର୍ବାଚନ ଏବଂ ଭୋଟର ତାଲିକା ସଂଶୋଧନକୁ ସ୍ବଚ୍ଛ, ନିରପେକ୍ଷ ଓ ସଫଳତାର ସହ ସମ୍ପାଦନ କରିବା ପାଇଁ ଛତ୍ରପୁରସ୍ଥିତ...

ପିଏମଶ୍ରୀ ଉତ୍ସବରେ ୩ ବିଧାୟକ: ଛାତ୍ରଛାତ୍ରୀଙ୍କ ପ୍ରତିଭା ଦେଖି କଲେ ପ୍ରଶଂସା

ବରଗଡ଼,୨୦।୧(ପ୍ରେମାନନ୍ଦ ଖମାରୀ) – ବରଗଡ଼ ରାଣା ପ୍ରତାପ ସ୍କୁଲ ପରିସରରେ ଚାଲିଥିବା ବରଗଡ଼ ଜିଲାସ୍ତରୀୟ ପିଏମଶ୍ରୀ ଉତ୍ସବ ମଙ୍ଗଳବାର ଉଦଯାପିତ ହୋଇଯାଇଛି । ଅତିରିକ୍ତ ଜିଲାପାଳ...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri