ଏକତା ପଦଯାତ୍ରାରେ ବାହାରିଲେ ଧର୍ମେନ୍ଦ୍ର ପ୍ରଧାନ: ପ୍ରବଳ ଜନସମାଗମ

ଧାମନଗର,୨୨/୧୧(ଦେବେନ୍ଦ୍ର ଆନ୍ଦିଆ): କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ସକାଳେ ୧୬ ନଂ ଜାତୀୟ ରାଜପଥର ଧାମନଗର ଛକଠାରେ ପହଞ୍ଚିବା ପରେ ଦଳ ପକ୍ଷରୁ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା। ପରେ ହଜାର ହଜାର ବାଇକ ଶୋଭାଯାତ୍ରାରେ ଦଳୀୟ କର୍ମୀ ମାନେ ଧାମନଗର ବଜାର, ଦୋବଲ ହୋଇ ଗୋହିରାଟିକିରି ପର୍ଯ୍ୟନ୍ତ ପାଛୋଟି ନେଇଥିଲେ। ଗୋହିରା ଟିକିରିଠାରେ ଓଡ଼ିଶାର ଶେଷ ରାଜା ମୁକୁନ୍ଦଦେବଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ମାଲ୍ୟ ଅର୍ପଣ କରି ଗୋହୀରାଟିକିରୀ ମଠ ପରିଦର୍ଶନ କରି ମଠ ବାବାଙ୍କ ସହ ଭାବବିନିମୟ କରିଥିଲେ।
ଦୋବଲ ବସ ଷ୍ଟାଣ୍ଡଠାରୁ ହଜାର ହଜାର କଲେଜ,ସ୍କୁଲ ଛାତ୍ରୀଛାତ୍ର, ଦଳୀୟ କର୍ମୀ, ବୁଦ୍ଧିଜୀବୀଙ୍କ ସହ ଏକତା ପଦଯାତ୍ରାରେ ସାମିଲ ହୋଇ ଦୋବାଲ କାଳି ପଡ଼ିଆଠାରେ ଏକ ସାଧାରଣ ସଭାରେ ଯୋଗ ଦେଇଥିଲେ। କେନ୍ଦ୍ର ମନ୍ତ୍ରୀଙ୍କ ସହ ରାଜ୍ୟ ଉଚ୍ଚ ଶିକ୍ଷା ଏବଂ କ୍ରୀଡା-ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ, ଭଦ୍ରକ ଏମପି ଅଭିମନ୍ୟୁ ସେଠୀ, ଭଦ୍ରକ ବିଧାୟକ ସିତାଂସୁ ମହାପାତ୍ର, ବାଲେଶର ବିଧାୟକ ମାନସ ଦତ୍ତ,ଲଲାଟେନ୍ଦୁ ମହାପାତ୍ର ,ଭଦ୍ରକ ଜିଲାପାଳ ଦିଲ୍ଲୀପ ରାଉତରାଏ ପ୍ରମୁଖ ସାମିଲ ହୋଇଥିଲେ। ପରେ ସାଧାରଣ ସଭାରେ ଯୋଗଦେଇଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

୬ ବର୍ଷରେ ନିବେଶକଙ୍କ ସବୁଠୁ ଲାଭଦାୟକ ସପ୍ତାହ

ମୁମ୍ବାଇ,୭ା୧୧: ବୈଶ୍ୱିକ ସ୍ତରରେ ପୁଞ୍ଜିବଜାରର ମାନ୍ଦାବସ୍ଥା ସତ୍ତ୍ୱେ ଭାରତୀୟ ଶେୟାର ବଜାରର ସାମ୍ପ୍ରତିକ ସ୍ଥିତି ଉତ୍ତମ ରହିଛି। ଚଳିତ ସପ୍ତାହରେ ଉଭୟ ବିଏସ୍‌ଇ ସେନ୍‌ସେକ୍ସ ଏବଂ ନ୍ୟାଶନାଲ…

ନ୍ୟୁଜିଲାଣ୍ଡରେ ଧମାକା କଲେ ଯଶସ୍ବୀ ଜୟସ୍ବାଲ: ଲଗାତାର ଦ୍ୱିତୀୟ ଶତକ ମାରି ଫର୍ମକୁ ଫେରିଲେ ଷ୍ଟାର ଓପନର୍‌

ନୂଆଦିଲ୍ଲୀ,୭।୧୧:ନ୍ୟୁଜିଲାଣ୍ଡ ଗସ୍ତରେ ଭାରତୀୟ କ୍ରିକେଟ ଦଳର ଷ୍ଟାର ଓପନର ଯଶସ୍ବୀ ଜୟସ୍ବାଲଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଦମ୍‌ଦାର ଶତକ। ଲଗାତାର ଦ୍ୱିତୀୟ ଅନଅଫିସିଆଲ ଟେଷ୍ଟ ମ୍ୟାଚ୍‌ରେ ଶତକ…

ନଭେମ୍ବର ୬ରେ କାହିଁକି ଟେଷ୍ଟକୁ ଅଲବିଦା କହିଲେ ଶାମି? ରହିଛି ବଡ଼ କନେକ୍ସନ, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ,୭।୧୧: ଟିମ ଇଣ୍ଡିଆକୁ ପ୍ରତ୍ୟାବର୍ତ୍ତନ କରିବାକୁ ଉଦ୍ୟମ କରୁଥିବା ମହମ୍ମଦ ଶାମି ୬ ନଭେମ୍ବର ୨୦୨୬ରେ ଟେଷ୍ଟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ଏହା ସହ ତାଙ୍କର…

ଟେଷ୍ଟ କ୍ରିକେଟକୁ ଅଲବିଦା କହିଲେ ଶାମି, ଏବେ ଆଇପିଏଲ ଖେଳିବେ ନା ନାହିଁ , କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୭।୧୧: ୬ ନଭେମ୍ବର ୨୦୨୬ରେ ମହମ୍ମଦ ଶାମି ଟେଷ୍ଟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ସୋସିଆଲ ମିଡିଆରେ ଏକ ଭାବପ୍ରବଣ ପୋଷ୍ଟ ଶେୟାର କରି ସେ ନିଜ…

ଏଥର ଦୀପାବଳି ପାଳିବେନି ମୁଖ୍ୟମନ୍ତ୍ରୀ, ନେବେନି ଉପହାର: ଜାଣନ୍ତୁ କାହିଁକି ନେଲେ ଏମିତି ନିଷ୍ପତ୍ତି

ଭୁବନେଶ୍ୱର,୭।୧୧:ଭୁବନେଶ୍ୱର,୭।୧୧: ଚଳିତ ବର୍ଷ ଦୀପାବଳି ପାଳନ କରିବେ ନାହିଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବାତ୍ୟା ‘ଅର୍ଣ୍ଣବ’ ପରବର୍ତ୍ତୀ ବନ୍ୟା ବିପର୍ଯ୍ୟୟରେ ଦକ୍ଷିଣ ଓଡ଼ିଶାର ଅନେକ ଅଞ୍ଚଳ…

ଶୌଚ ପାଇଁ ନାଳକୁ ଯାଇଥିଲେ ଖଗେଶ୍ୱର, ହଠାତ୍‌ ଆକ୍ରମଣ କଲା ଦନ୍ତା ହାତୀ: ଆଉ ତା’ପରେ…

ସମ୍ବଲପୁର,୭।୧୧(ପ୍ରମୋଦ ବହିଦାର): ସମ୍ବଲପୁର ଜିଲି ଯୁଯୋମୁରା ଥାନା ଅନ୍ତର୍ଗତ କଂସର ପଞ୍ଚାୟତର ବୁଢ଼ିଆକଟା ଗ୍ରାମରେ ସକାଳୁ ସକାଳୁ ଏକ ହାତୀ ଆକ୍ରମଣରେ ଜଣେ ଯୁବକଙ୍କର ମୃତ୍ୟୁ ଘଟିଛି।…

କଳିଙ୍ଗା ଘାଟି ରାସ୍ତା ଖୋଲିଲା: ଯାନବାହନ ଚଳାଚଳ ସ୍ବାଭାବିକ

ଭଞ୍ଜନଗର,୭।୧୧(ବାବୁଲା ପ୍ରଧାନ): ଗଞ୍ଜାମ ଓ କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟିରେ ବାରମ୍ବାର ଭୂସ୍ଖଳନ ଯୋଗୁ ରାସ୍ତା ବନ୍ଦ ରହିଥିବାରୁ ଏହା କେବେ ଖୋଲିବ, ସେନେଇ…

ଦାରିଙ୍ଗବାଡ଼ି-ଗାଜଲବାଡ଼ି ରାସ୍ତାରେ ଗଡ଼ିଲା ୪ ଚକିଆ ଗାଡ଼ି: ଭାରୀଯାନ ଉପରେ କଟକଣା ଜାରି

ଦାରିଙ୍ଗବାଡ଼ି, ୭।୧୧ (ଅରୁଣ ସାହୁ): ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୂସ୍ଖଳନ ଓ ବନ୍ୟା ଯୋଗୁ କ୍ଷତିଗ୍ରସ୍ତ ହୋଇଥିବା ଦାରିଙ୍ଗବାଡ଼ି-ଗାଜଲବାଡ଼ି ରାସ୍ତାରେ ଯାତାୟାତ ପୁଣି ସୱାଭାବିକ ହେବାକୁ ଯାଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?