ଶୁକ୍ରବାର ପ୍ରଚାର ମଇଦାନକୁ ଓହ୍ଲାଇବେ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର,୨୭।୧୦(ବ୍ୟୁରୋ): ଆସନ୍ତା ୩ରେ ଧାମନଗର ଉପନିର୍ବାଚନ ଅନୁଷ୍ଠିତ ହେବ। ଏନେଇ ପ୍ରାର୍ଥୀମାନେ ନିଜର ଦଳୀୟକର୍ମୀଙ୍କ ସହ ଜୋରଦାର ପ୍ରଚାର କରିବାରେ ଲାଗିପଡିଛନ୍ତି। ଶୁକ୍ରବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭାଜପା ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜଙ୍କ ପାଇଁ ପ୍ରଚାର ମଇଦାନକୁ ଓହ୍ଲାଇବେ। ଅନ୍ୟପଟେ, ଆସନ୍ତା ୩୧ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେଡି ପ୍ରାର୍ଥୀ ଅବନ୍ତୀ ଦାସଙ୍କ ପାଇଁ ଭର୍ଚୁଆଲ ମାଧ୍ୟମରେ ପ୍ରଚାର କରିବେ ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୩ରୁ ୨୨ ଯାଏ ୧୦ ଟ୍ରେନ୍‌ ବାତିଲ, କେଉଁ କେଉଁ ଟ୍ରେନ୍‌ ହେଲା ବାତିଲ୍‌ ଜାଣନ୍ତୁ…

ଜୟପୁର,୧୨ା୧୦(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ମାଳିଗୁଡ଼ା ଓ ଛତ୍ରୀପୁଟ ରେଳ ଷ୍ଟେଶନ ମଧ୍ୟରେ ଭୂସ୍ଖଳନ ଯୋଗୁ ଚାଲିଥିବା ପୁନରୁଦ୍ଧାର କାର୍ଯ୍ୟ ପାଇଁ ପୂର୍ବତଟ ରେଲଓ୍ବେ ରାୟଗଡ଼ା…

ଅସନ୍ତୋଷ ଘେରରେ ଜିଲାପାଳଙ୍କ ଜନଶୁଣାଣି:ଘଣ୍ଟା ଘଣ୍ଟା ଅପେକ୍ଷା ପରେ ବି ସମସ୍ୟା ସମାଧାନ ନେଇ…

କୁନ୍ଦୁରା,୧୨।୧୦ ସନ୍ତୋଷ ପ୍ରହରାଜ: କୋରାପୁଟ ଜିଲାର କୁନ୍ଦୁରା ବ୍ଲକରେ ଅନୁଷ୍ଠିତ ଜିଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରକୁ ନେଇ ଅସନ୍ତୋଷ ଦେଖାଦେଇଛି। ନିର୍ଦ୍ଧାରିତ ସମୟରେ ଶିବିର…

ସେବା ସେତୁରେ ଲୋକଙ୍କ ଗୁହାରି ଶୁଣିଲା ପ୍ରଶାସନ, ସମାଧାନର ଭରସା ଦେଲେ ଅଧିକାରୀ

ପାଟଣା, ୧୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ପାଟଣା ବ୍ଲକ ଅନ୍ତର୍ଗତ ଖିରେଇଟାଙ୍ଗିରୀ ପଞ୍ଚାୟତ ପରିସରରେ ସୋମବାର ‘ସେବା ସେତୁ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ…

ଗାଁକୁ ସମ୍ପୂର୍ଣ୍ଣ ମଦମୁକ୍ତ କରିବା ପାଇଁ ଜିଲାପାଳଙ୍କଠାରେ ପହଞ୍ଚିଲେ ଶତାଧିକ ମହିଳା

ବଲାଙ୍ଗୀର,୧୨ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ବ୍ଲକ ବେଲପଡ଼ା ପଞ୍ଚାୟତ ଦେଓଗାଁ ଗ୍ରାମରେ ସମ୍ପୂର୍ଣ୍ଣ ମଦ ବିକ୍ରିକୁ ବନ୍ଦ କରିବା ନେଇ ସୋମବାର ଜିଲାପାଳ ଅଫିସରେ…

୧୩ରେ ଲଘୁଚାପ: ପାଣିପାଗ ବିଭାଗ କହିଲା ଏହାର ଗତିବିଧି…

ଭୁବନେଶ୍ୱର,୧୨।୧୦ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଆସନ୍ତା ୧୩ ଅକ୍ଟୋବର ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ତେବେ ଅନୁକୂଳ ପାଣିପାଗ ଓ ସାମୁଦ୍ରିକ ପରିସ୍ଥିତି…

କରାଟେରେ ଗଞ୍ଜାମର ୫ ଜଣଙ୍କୁ ଗୋଲ୍ଡ ମେଡାଲ, କମାଲ କଲେ ଯାଆଁଳା ଭାଇ

ଗଞ୍ଜାମ,୧୨ା୧୦(ବିଦ୍ୟାଧର ସାହୁ): ଗୁଜରାଟରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ପ୍ରଥମ ଓପନ ନ୍ୟାଶନାଲ କଣ୍ଟ୍ରାକ୍ଟ କରାଟେ ଚାମ୍ପିଅନଶିପ୍‌-୨୬ରେ ଗଞ୍ଜାମର ୫ ଜଣ ପ୍ରତିଭାବାନ ଗୋଲ୍ଡ ମେଡାଲ ଜିତି ରାଜ୍ୟ ଓ…

ଦୁଇ ବାଇକ୍‌ଆରୋହୀଙ୍କୁ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଜୀବନ, କ୍ଷତିପୂରଣ ଦାବି କରି…

ହେମଗିର,୧୨ା୧୦(ଚୈତନ୍ୟ ପଟେଲ): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅନ୍ତର୍ଗତ ଡୁରୁବଗା ବାଇପାସ ରାସ୍ତାରେ ଅଜଣା ଗାଡ଼ି ଧକ୍କାରେ ଦୁଇ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକ…

ମହାକାଳପଡ଼ାରେ ବିଜେଡି-ଭାଜପା ଛାତ୍ର ଗୋଷ୍ଠୀ ମୁହାଁମୁହିଁ, ପୋଲିସ ପହଞ୍ଚି…

ମହାକାଳପଡ଼ା,୧୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ାସ୍ଥିତ ପ୍ରମୁଖ ଶିକ୍ଷାନୁଷ୍ଠାନ ବାୟାବାବା କଲେଜରେ ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ରକରି ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ହୋଇପଡ଼ିଛି। ସୋମବାର ମଧ୍ୟାହ୍ନରେ କଲେଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?