ଟିକା ପ୍ରସ୍ତୁତ ନ ହେବା ଯାଏ ମାନନ୍ତୁ କଟକଣା

ଭୁବନେଶ୍ୱର,୧୮।୭(ବ୍ୟୁରୋ): କରୋନା ସ୍ଥିତି ନେଇ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପରାମର୍ଶ ଦେଇଛନ୍ତି। ଏହି ସମୟରେ ଆମ ସମସ୍ତଙ୍କୁ ସଚେତନ ରହିବାକୁ ପଡ଼ିବ। କରୋନା ଟିକା ତିଆରି ନ ହେବା ପର୍ଯ୍ୟନ୍ତ ଆମକୁ କଟକଣା ମାନିବାକୁ ପଡ଼ିବ। ମାସ୍କ ପିନ୍ଧିବାକୁ ପଡ଼ିବ। ଏଥିସହ ସାମାଜିକ ଦୂରତା ରକ୍ଷା କରିବାକୁ ପଡ଼ିବ ବୋଲି ଧର୍ମେନ୍ଦ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ୟାନରେ ଝୁଲି ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣା: କଲେଜ କର୍ତ୍ତୃପକ୍ଷଙ୍କୁ ଦାୟୀ କଲେ ପରିବାର ଲୋକେ

ଭୁବନେଶ୍ୱର, ୪ା୧(ବ୍ୟୁରୋ): ଇନ୍‌ଫୋସିଟି ଥାନା ଅନ୍ତର୍ଗତ ପଟିଆ ଛକସ୍ଥିତ ଏକ ଘରୋଇ ହଷ୍ଟେଲରେ ଜଣେ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣା ଭିନ୍ନ ମୋଡ ନେଇଛି। ପରିବାର ଲୋକେ...

ଆଜି ଦୀପାବଳି: ପୟା ଶ୍ରାଦ୍ଧ ଲାଗି ପୁରୀରେ ଶ୍ରଦ୍ଧାଳୁଙ୍କ ଭିଡ଼

ପୁରୀ ଅଫିସ,୨୭।୧୦: ପବିତ୍ର ଦୀପାବଳି ଅବସରରେ ରବିବାର ଶ୍ରୀକ୍ଷେତ୍ରରେ ପୟା ଶ୍ରାଦ୍ଧ ଦେବା ଲାଗି ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗି ରହିଛି । ବାଇଶି ପାହାଚରେ ଶ୍ରାଦ୍ଧ...

ସୁରକ୍ଷାକର୍ମୀଙ୍କ ବନ୍ଧୁକରୁ ଗୁଳି ଫୁଟି ଗ୍ରାହକ ଆହତ, ବାମ ପାଦରେ ବାଜିଛି ଗୁଳି

ପୁରୀ ଅଫିସ,୨୯।୧୧: ପୁରୀ ଜିଲା କୁମ୍ଭାରପଡ଼ା ଥାନା ଅଧୀନ ପୁରୁଣା ସଦର ଥାନାସ୍ଥିତ ବ୍ୟାଙ୍କ ଅଫ୍‌ ଇଣ୍ଡିଆରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ସେଠାରେ...

ନିଶା ନିବାରଣ କେନ୍ଦ୍ରରେ ଯୁବକଙ୍କୁ ପିଟିପିଟି ହତ୍ୟା: ମାମଲା ଚାପି ଦେବାକୁ ପୋଲିସର ଉଦ୍ୟମ

ଭୁବନେଶ୍ୱର,୨୪।୮(ବ୍ୟୁରୋ): ତମାଣ୍ଡୋ ଥାନା କଳିଙ୍ଗବିହାରସ୍ଥିତ ଏକ ନିଶା ନିବାରଣ କେନ୍ଦ୍ରରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକ ଜଣକ ହେଲେ ନୟାପଲ୍ଲୀ...

୭ବର୍ଷର କନ୍ୟାକୁ ନିର୍ଯାତନା

ଭୁବନେଶ୍ୱର,(ବ୍ୟୁରୋ)/ ପିପିଲି,(ସ୍ବ.ପ୍ର.) ୮।୭: ମାତ୍ର ୭ବର୍ଷର ଶିଶୁଟିଏ। କିଏ ପର କିଏ ଆପଣାର ଜାଣେନାହିଁ। ହେଲେ ତା’ ପ୍ରତି ବାପା ଓ ସାବତ ମା’ ପାତରଅନ୍ତର...

୧ରୁ ଶ୍ରେଷ୍ଠ ଓଡ଼ିଆଣୀ ପ୍ରତିଯୋଗିତା

ଭୁବନେଶ୍ୱର, ୨୧।୩ (ବ୍ୟୁରୋ): ଓଡ଼ିଆ ପ୍ରଥା, ପରମ୍ପରା, ଭାଷା, ସଂସ୍କୃତି ତଥା ଓଡ଼ିଆ ଅସ୍ମିତାର ସୁରକ୍ଷା ଓ ସମ୍ପ୍ରସାରଣ ଉଦ୍ଦେଶ୍ୟରେ ସଂଭାବନା ପକ୍ଷରୁ ‘ଶ୍ରେଷ୍ଠ ଓଡ଼ିଆଣୀ...

ଗାନ୍ଧିଜୀଙ୍କ ଆଦର୍ଶରେ ଅନୁପ୍ରାଣିତ ହୁଅନ୍ତୁ ଯୁବବର୍ଗ

କଟକ ଅଫିସ, ୩ା୧୦: କଟକ ସ୍ବରାଜ ଆଶ୍ରମରେ ଜିଲାପାଳ ଭବାନୀ ଶଙ୍କର ଚୟନୀଙ୍କ ଅଧ୍ୟକ୍ଷତାରେ ମହାତ୍ମା ଗାନ୍ଧୀ ଜୟନ୍ତୀ ପାଳିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ ଖାଦ୍ୟ...

ସ୍ବାସ୍ଥ୍ୟସେବାରେ ଉନ୍ନତି ଆଣିଲେ ପୁରସ୍କାର: ଡାକ୍ତର, ଅନ୍ୟ କର୍ମଚାରୀଙ୍କୁ ମିଳିବ ଆର୍ଥିକ ପୁରସ୍କାର

ଭୁବନେଶ୍ୱର, ୨୯ା୧୦(ବ୍ୟୁରୋ): ସ୍ବାସ୍ଥ୍ୟସେବାରେ ସ୍ବଚ୍ଛତା ଆଣିବାକୁ ୫ଟି କାର୍ଯ୍ୟକ୍ରମ ମାଧ୍ୟମରେ କିଛିଦିନ ତଳେ ସଚିବମାନେ ବିଭିନ୍ନ ଡାକ୍ତରଖାନା ଗସ୍ତ କରି ଦୃଢ଼ କାର୍ଯ୍ୟାନୁଷ୍ଠାନ ନେଉଥିଲେ। ସରକାରଙ୍କ...

Advertisement
Archives

Model This Week