ବାତ୍ୟାଞ୍ଚଳ ପରିଦର୍ଶନ କରିବେ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର,୩୦।୫(ବ୍ୟୁରୋ): କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରବିବାର ବାତ୍ୟା ‘ୟାସ’ରେ ପ୍ରଭାବିତ ଓଡ଼ିଶାର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରିବେ। ଏହି ସର୍ଭେ ଆକାଶ ମାର୍ଗରୁ କରାଯିବ।
ସୂଚନା ଅନୁଯାୟୀ, କେନ୍ଦ୍ର ମନ୍ତ୍ରୀ ଜଗତସିଂହପୁର, କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲାରେ ସ୍ଥିତି ସମୀକ୍ଷା କରିବେ। ଏନେଇ ସେ ଟୁଇଟ୍‌ କରିଛନ୍ତି।

ଏହାପୂର୍ବରୁ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ପଶ୍ଚିମବଙ୍ଗ ଏବଂ ଓଡ଼ିଶାରେ ହୋଇଥିବା ବିମାନ ସର୍ଭେରେ ଯୋଗ ଦେଇଥିଲେ। ଗତ ମେ ୨୮ରେ ମୋଦି ‘ୟାସ’ ପାଇଁ ଓଡିଶାକୁ ୫୦୦ କୋଟି ଟଙ୍କା ସହାୟତା ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସନ୍ଧ୍ୟା ୬ ପରେ ନନ୍ଦନକାନନକୁ ପ୍ରବେଶ ମନା

ବାରଙ୍ଗ,୨୬।୧୧(ଡି.ଏନ୍‌.ଏ.): ସପ୍ତାହକୁ ଗୋଟେ ଦିନ ପ୍ରତି ସୋମବାର ନନ୍ଦନକାନନ ବନ୍ଦ ରହୁଛି। ଏହିଦିନ ପଶୁପକ୍ଷୀ କୋଳାହଳରୁ ଦୂରେଇ ରହିବା ସହ ପରିସରର ଆନୁଷଙ୍ଗିକ କାର୍ଯ୍ୟ କରିବା...

ମେ’ ୨୧ରୁ ମାଟ୍ରିକ ଖାତା ଦେଖା, ୫୮ କେନ୍ଦ୍ରରେ ଦେଖାଯିବ ଖାତା

କଟକ ଅଫିସ,୧୩।୫ : ସଂସ୍କୃତ ମଧ୍ୟମା ଓ ଷ୍ଟେଟ ଓପନ ସ୍କୁଲ ମାଟ୍ରିକ ପରୀକ୍ଷା ଖାତା ଦେଖା ମେ ୨୧ ତାରିଖରୁ ଆରମ୍ଭ ହେବ ।...

ନକଲି ଡାକ୍ତରଙ୍କ ବ୍ୟାଙ୍କ ଆକାଉଣ୍ଟ ଯାଞ୍ଚ

ଭୁବନେଶ୍ୱର,୫।୩(ବ୍ୟୁରୋ): ଓଡ଼ିଶା ସମେତ ବାହାର ରାଜ୍ୟରେ ୧୭ରୁ ଅଧିକ ମହିଳାଙ୍କୁ ବିବାହ କରି ପ୍ରତାରଣା ପରେ ଲୁଟିବା ସହ ବିଭିନ୍ନ ଠକେଇ ମାମଲାରେ ଜେଲ ଯାଇଥିବା...

ବିବୃତି ରଖିଲେ ମନ୍ତ୍ରୀ ଅରୁଣ

ଭୁବନେଶ୍ୱର, ୨୭।୧୧(ବ୍ୟୁରୋ): ପରୀ ହତ୍ୟା ମାମଲାରେ ଶେଷରେ ମୁହଁ ଖୋଲିଛନ୍ତି ମନ୍ତ୍ରୀ ଅରୁଣ ସାହୁ। ଏନେଇ ଗୁରୁବାର ବିଧାନସଭାରେ ମନ୍ତ୍ରୀ ସାହୁ ବିବୃତି ରଖି ଏହା...

୧୦୦ କୋଟି ଖର୍ଚ୍ଚ, ଲାଭ ନାହିଁ

ଗୁଣପୁର,୨୭ା୬(ଡି.ଏନ୍‌.ଏ.): ଆନ୍ଧ୍ର ପ୍ରଦେଶର ନେରେଡିଠାରେ ବ୍ୟାରେଜ ନିର୍ମାଣକୁ ଟ୍ରିବ୍ୟୁନାଲ ନିକଟରେ ଆନ୍ଧ୍ରକୁ ସବୁଜ ସଙ୍କେତ ଦେଇଛନ୍ତି। ଏହାକୁ ନେଇ ରାୟଗଡ଼ା ଜିଲା ଗୁଣପୁର ଅଞ୍ଚଳବାସୀଙ୍କ ମଧ୍ୟରେ...

ରାଜଦରବାରରେ ପୁରୁଷ ହକି ବିଶ୍ୱକପ୍‌ ଟ୍ରଫିକୁ ସ୍ବାଗତ

ମଥୁରାନଗରୀ,୩।୧ :ପୁରୁଷ ହକି ବିଶ୍ୱକପ୍‌ ଟ୍ରଫି ମଙ୍ଗଳବାର ସନ୍ଧ୍ୟାରେ ମଥୁରାନଗରୀ (ବରଗଡ଼)ରେ ପହଞ୍ଚିବା ପରେ ଟ୍ରଫିକୁ ନିଆରା ଭାବେ ସ୍ବାଗତ କରାଯାଇଛି। ଧନୁଯାତ୍ରା ଚାଲିଥିବାବେଳେ ଟ୍ରଫିକୁ...

ସ୍ଥାନାନ୍ତର ହେବ ୧ ନମ୍ବର ପରିବା ହାଟ

ଭୁବନେଶ୍ୱର,୧୦ା୨(ବ୍ୟୁରୋ): ଭୁବନେଶ୍ୱରସ୍ଥିତ ୧ ନମ୍ବର ପରିବା ହାଟ ସ୍ଥାନାନ୍ତର ହେବ। ସହର ଉପକଣ୍ଠ ଭଗବାନପୁରକୁ ଏହା ସ୍ଥାନାନ୍ତରିତ ହେବ। ଏଥିପାଇଁ ସେଠାରେ ୧୦ ଏକର ଜମି...

ବାତ୍ୟା ମୁକାବିଲା ନେଇ ସରକାର ପ୍ରସ୍ତୁତ: ପ୍ରମିଳା ମଲ୍ଲିକ

ଭୁବନେଶ୍ୱର,୨୦।୧୦(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ରାଜ୍ୟ ସରକାର ପ୍ରସ୍ତୁତ ଅଛନ୍ତି। ଏନେଇ ରାଜସ୍ୟ ଏବଂ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକ ସୂଚନା ଦେଇଛନ୍ତି।...

Advertisement
Archives

Model This Week