ସମ୍ବଲପୁର ଲୋକସଭା ଆସନରୁ ଧର୍ମେନ୍ଦ୍ର ପ୍ରଧାନ ବିଜୟୀ

ସମ୍ବଲପୁର,୩।୬: ଓଡ଼ିଶାର ପ୍ରାୟ ୧୯ ଲୋକ ସଭା ଆସନରେ ଆଗରେ ଥିବା ବେଳେ ସମ୍ବଲପୁର ଆସନରୁ ବିଜୟୀ ହୋଇଛନ୍ତି ଭାଜପା ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନ। ଧର୍ମେନ୍ଦ୍ର ପ୍ରଧାନଙ୍କୁ ମୋଟ ୫ ଲକ୍ଷ ୫୩ ହଜାର ୭୭୭ ଭୋଟ ମିଳିଥିବା ବେଳେ ତାଙ୍କର ନିକଟତମ ପ୍ରତିଦ୍ବନ୍ଦୀ ପ୍ରଣବ ପ୍ରକାଶ ଦାସଙ୍କୁ ୪ ଲକ୍ଷ ୪୦ ହଜାର ୭୯୩ ଭୋଟ୍‌ ମିଳିଛି। ମୋଟ ଭୋଟ ବ୍ୟବଧାନ ୧ ଲକ୍ଷ ୧୨ ହଜାର ୯୮୪ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ବଡ଼ ଘୋଷଣା କରି…..

ଭୁବନେଶ୍ବର,୨୨।୩: ରାଜ୍ୟ ସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକସେବା ଭବନ କନଭେନଶନ ସେଣ୍ଟର ଠାରେ…

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି…

ଛାତିଥରା କାହାଣୀ, ପ୍ରେମିକ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ୪୪ ବର୍ଷୀୟ ବୋହୂ

ଲକ୍ଷ୍ନୌ,୨୨।୩: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ, ଜଣେ ୬୫ବର୍ଷୀୟା ମହିଳାଙ୍କୁ ତାଙ୍କ ନିଜ ଘର ଭିତରେ ଗଳାକାଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଲକ୍ଷ୍ନୌ…

ଯାତ୍ରୀବହୀ ବସ୍‌ ଦୁର୍ଘଟଣାଗ୍ରସ୍ତ: ୪ ଆହତ

ବାଲେଶ୍ୱର୨୨।୩(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥର ବସ୍ତା ଥାନା ଭେଲୋରା ଛକ ନିକଟରେ ରବିବାର ଏକ ଯାତ୍ରୀବାହି ବସ ଦୁର୍ଘଟଣାଗ୍ରସ୍ତ ହୋଇଛି l ଫଳରେ…

Israel US Iran War: କାତାରରେ କ୍ରାଶ ହେଲା ହେଲିକପ୍ଟର, ୬ ମୃତ

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ଏକ କାତାରର ମିଲିଟ୍ରି ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ରବିବାର ଦିନ କାତାର ସରକାର ନିଶ୍ଚିତ…

ଚମଡା ଡିଲ ବେଳେ ମାଡ଼ିବସିଲା ବନବିଭାଗ: ୨ ଅଟକ …

ବାରିପଦା, ୨୨।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଞ୍ଚଳରେ କଳାବାଘ (ମିଲେନିଷ୍ଟିକ) ଛାଲ ଡିଲ ବେଳେ ବନବଭାଗ ଚଢାଉ କରିଛି । ଘଟଣାରେ ୨…

ଇଣ୍ଡୋ-ପ୍ରଶାନ୍ତ ମହାସାଗରରେ ଧମକ ଦେଲା ଭାରତ, ଦମ୍‌ ଦେଖାଇଲା INS ନୀଳଗିରି

ନୂଆଦିଲ୍ଲୀ,୨୨।୩: ଭାରତ-ପ୍ରଶାନ୍ତ (ଇଣ୍ଡୋ-ପ୍ୟାସିଫିକ)ମହାସାଗରୀୟ କ୍ଷେତ୍ରରେ ଭାରତର ବଢୁଥିବା ଶକ୍ତି ଏବେ ସ୍ପଷ୍ଟ ଭାବରେ ଦେଖା ଗଲାଣି। ଭାରତୀୟ ନୌସେନାର ଉଚ୍ଚ-ପ୍ରଯୁକ୍ତି ଯୁଦ୍ଧଜାହାଜ, INS ନୀଳଗିରି, ଅଷ୍ଟ୍ରେଲିଆରେ ଚାଲିଥିବା…

ଏପ୍ରିଲ ୨୬ରୁ ଭଞ୍ଜନଗର ଠାକୁରାଣୀ ଯାତ୍ରା: କମିଟିରେ ଯୋଡ଼ିହେଲେ ନୂତନ କର୍ମକର୍ତ୍ତା, ସ୍ବଚ୍ଛତା ପାଇଁ ୩୦ ଦିନରେ…

ଭଞ୍ଜନଗର,୨୨।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଐତିହାସିକ ଭଞ୍ଜନଗର ଠାକୁରାଣୀ ଯାତ୍ରା ପାଇଁ ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ସଭାପତି ରାଜେନ୍ଦ୍ର ବିଷୋୟୀଙ୍କ ଅଧ୍ୟକ୍ଷତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri