ରାଜନୀତିରେ ହଲଚଲ: ଓଡ଼ିଶାର ସାଂସଦଙ୍କ ସହ ଧର୍ମେନ୍ଦ୍ର ପ୍ରଧାନଙ୍କ ବଡ଼ ବୈଠକ, ସାମିଲ ହେଲେ…

ନୂଆଦିଲ୍ଲୀ,୨୩।୭: କକ୍ରୋଚ ଜନତା ପାର୍ଟି (CJP) ର ଜନ୍ତର-ମନ୍ତରରେ ବିରୋଧ ପ୍ରଦର୍ଶନ ଜାରି ରହିଛି। ପ୍ରଦର୍ଶନକାରୀମାନେ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଲଗାତାର ଧାରଣାରେ ଅଟଳ ଅଛନ୍ତି। ଏହି ସମୟରେ ଧର୍ମେନ୍ଦ୍ର ପ୍ରଧାନ ସଂସଦ ଅଧିବେଶନ ଅବସରରେ ଓଡ଼ିଶାର ସାଂସଦମାନଙ୍କ ଏକ ବୈଠକ କରିଛନ୍ତି।ଯାହା ରାଜ୍ୟ ରାଜନୀତିରେ ହଇଚଇ ସୃଷ୍ଟି କରିଛି। ବୈଠକରେ ରାଜ୍ୟର ବିଭିନ୍ନ ବିକାଶମୂଳକ ବିଷୟ ସହ ଲର୍ଣ୍ଣିଂ ଡିଜାବିଲିଟି ଦ୍ୱାରା ଶୀକାର ହୋଇଥିବା ପିଲାମାନଙ୍କ ପାଠପଢାରେ ସ୍ବତନ୍ତ୍ର ସହାୟତାର ଆବଶ୍ୟକତା ଉପରେ ଆଲୋଚନା କରିଥିବା ଜଣାପଡିଛି।

ଟୁଇଟ୍‌ କରି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, ଜାତୀୟ ଶିକ୍ଷା ନୀତି ଅଧୀନରେ ପାଠପଢା ଶିଖିବାରେ ଅସୁବିଧାର ସମ୍ମୁଖୀନ ହେଉଥିବା ପିଲାମାନଙ୍କୁ ପ୍ରାରମ୍ଭିକ ପର୍ଯ୍ୟାୟରୁ ଚିହ୍ନଟ କରିବା, ସେମାନଙ୍କୁ ସଠିକ ଉପାୟରେ ପଢ଼ାଇବା ଏବଂ ସେମାନଙ୍କ ଶିକ୍ଷାଗତ ଫଳାଫଳରେ ଉନ୍ନତି ଆଣିବା ଆମର ମୁଖ୍ୟ ଲକ୍ଷ୍ୟ ।

ଶିକ୍ଷା ମନ୍ତ୍ରଣାଳୟ ଦ୍ୱାରା ପ୍ରସ୍ତୁତ ‘ପ୍ରଶସ୍ତ’ ଆପ ମାଧ୍ୟମରେ ସ୍କୁଲଗୁଡ଼ିକରେ ଭିନ୍ନକ୍ଷମ ଓ ପାଠପଢ଼ାରେ ଅସୁବିଧା ଭୋଗ କରୁଥିବା ପିଲାମାନଙ୍କୁ ସହଜରେ ଚିହ୍ନଟ କରାଯାଇପାରିବ। ସାଂସଦମାନେ ନିଜ ନିଜ ସଂସଦୀୟ କ୍ଷେତ୍ରରେ ଏହି ବିଷୟକୁ କିପରି ପ୍ରାଧାନ୍ୟ ଦେବେ, ସ୍କୁଲ ସ୍ତରରେ ସଚେତନତା ସୃଷ୍ଟି କରିବେ ଏବଂ ପ୍ରତ୍ୟେକ ପ୍ରତିଭାକୁ ମୁଖ୍ୟସ୍ରୋତରେ ଯୋଡ଼ିବେ ସେସବୁକୁ ତଦାରଖ କରିବେ।

Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…

ବିଶ୍ୱର ୪ ନମ୍ବର ଯୋଡ଼ିକୁ ହରାଇ ସାତ୍ତ୍ୱିକ-ଚିରାଗ ଜିତିଲେ ଚାଇନା ମାଷ୍ଟର୍ସ ଟାଇଟଲ

ଶେନ୍‌ଝେନ୍‌,୬ା୯:ଭାରତର ଷ୍ଟାର ପୁରୁଷ ଡବଲ୍ସ ଖେଳାଳି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ୩ ଗେମ୍‌ ବିଶିଷ୍ଟ ଏକ ରୋମାଞ୍ଚକ ଫାଇନାଲରେ ଚାଇନାର ହି ଜି ତିଙ୍ଗ୍‌…

ବାହାରିଲା ମା’ ମାଣିକେଶ୍ୱରୀଙ୍କ ନବାନ୍ନ ଲଗ୍ନ, ଏହିଦିନ ନୂଆଁ ଖାଇବେ ଗଡ଼ଜାତବାସୀ

ଭବାନୀପାଟଣା,୬ା୯(ଉତ୍ତମ କୁମାର ଦାଶ): ନୂଆଁଖାଇ ପାଇଁ ସଜବାଜ ହେଉଛି କଳାହାଣ୍ଡି ଜିଲା । ପଶ୍ଚିମ ଓଡ଼ିଶାର ଏହା ଏକ ମୁଖ୍ୟ ପର୍ବ ହୋଇଥିଲେ ହେଁ କଳାହାଣ୍ଡିରେ ଟିକେ…

ପାକ୍‌ ଖେଳାଳିଙ୍କ ଫୋନ୍‌ ଜବତ କଲା ପିସିବି, କାହିଁକି ଜାଣନ୍ତୁ…

ଲଣ୍ଡନ,୬ା୯: ପାକିସ୍ତାନର ସମସ୍ୟାପୂର୍ଣ୍ଣ ଇଂଲଣ୍ଡ ଟୁର ଏକ ଅପ୍ରତ୍ୟାଶିତ ମୋଡ଼ ନେଇଛି। ଏଜବାଷ୍ଟନଠାରେ ଇଂଲଣ୍ଡ ବିପକ୍ଷ ଅନ୍ତିମ ତଥା ତୃତୀୟ ଟେଷ୍ଟ ପୂର୍ବରୁ ଜାତୀୟ ଦଳର କିଛି…

ଟିମ୍‌ରୁ ବାଦ ପଡ଼ିବାର ରହସ୍ୟ ଖୋଲିଲେ ରାଇନା, କୋହଲିଙ୍କ ଅଧିନାୟକତ୍ୱକୁ ନେଇ କହିଲେ ବଡ଼ କଥା

ନୂଆଦିଲ୍ଲୀ,୬।୯: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଷ୍ଟାର୍ ବ୍ୟାଟର ସୁରେଶ ରାଇନା ଟିମ୍ ଇଣ୍ଡିଆରୁ ବାଦ ପଡ଼ିବାକୁ ନେଇ ବଡ଼ ବୟାନ ଦେଇଛନ୍ତି। ବିରାଟ କୋହଲି ଭାରତୀୟ…

ଯନ୍ତ୍ରୀ ଅନୁପମା ସାହୁ ଗିରଫ, ଗାଡ଼ିରୁ ବାହାରିଥିଲା ବିଡ଼ାବିଡ଼ା ଟଙ୍କା, ଭୁବନେଶ୍ୱରରେ ଫ୍ଲାଟ୍‌ ସହ ଅନେକ ସହରରେ ରହିଛି…

କଟକ,୬ା୯(ପ୍ରଭୁକଲ୍ୟାଣ ପାଲ): ଲାଞ୍ଚ ଟଙ୍କାରେ ଫସିଲେ ଲେଡି ଅଫିସର। ଗିରଫ ହୋଇ କୋର୍ଟ ଚାଲାଣ ହୋଇଛନ୍ତି କେନ୍ଦ୍ରାପଡ଼ା ଡ୍ରେନେଜ ଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ଅନୁପମା ସାହୁ।…

ଜଳି ଶଙ୍ଖ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା, ଟ୍ରକ ଧକ୍କାରେ ଓଲଟି ପଡ଼ିଲା ଅଟୋ

ଖଲ୍ଲିକୋଟ,୬।୯(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ବ୍ଳକ ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ଜଳି ଶଙ୍ଖ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ରବିବାର ଅପରାହ୍ନରେ ଟ୍ରକ୍…

ଫୁଟବଲ ଖେଳ ଚାଲିଥିବା ବେଳେ ଆକାଶରୁ ଖସିଲା ମୃତ୍ୟୁ

କୁଆଁରମୁଣ୍ଡା,୬।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ କାଲୋଷିହିରିଆ ଗେଲ୍‌ଇଣ୍ଡିଆ ଖଡିଆବସ୍ତି ଫୁଟବଲ ପଡ଼ିଆରେ ରବିବାର ଏକ ଅଘଟଣ ଘଟିଛି। ପଡ଼ିଆରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri