ଧର୍ମେନ୍ଦ୍ରଙ୍କ ବିସ୍ଫୋରକ ବୟାନ, କହିଲେ ମଉଜ ପାଇ ନବୀନ-ପାଣ୍ଡିଆନ…

ସମ୍ବଲପୁର,୮।୯: ସମ୍ବଲପୁରରେ ସିଏମ୍‌ କିଷାନ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ତେବେ ଏ ଅବସରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। ତେବେ ଏଥିରେ ସେ ସମ୍ବୋଧନ କରି କହିଛନ୍ତି, ଓଡ଼ିଆ ଅସ୍ମିତାର ବିଜୟ ହୋଇଛି। ସରକାର ଯାହା ପ୍ରତିଶ୍ରୁତି ଦେଇଥିଲେ ପୂରଣ କରିଛନ୍ତି। ରାଜ୍ୟରେ ସନ୍ତୁଳିତ ବିକାଶ ପାଇଁ ପଦକ୍ଷେପ ନିଆଯାଉଛି। ମାଆ ଭଉଣୀଙ୍କ ସମ୍ମାନ ବଢ଼ାଇବା ଡବଲ ଇଞ୍ଜିନ ସରକାରର ପ୍ରତିବଦ୍ଧତା ରହିଛି। ଏଥିସହ ଚାଷୀଙ୍କ ସମ୍ମାନ ବଢ଼ାଇବା ଡବଲ ଇଞ୍ଜିନ ସରକାରର ପ୍ରତିବଦ୍ଧତା। ଆଜି ସିଏମ କିଷାନ ଯୋଜନାର ଶୁଭାରମ୍ଭ ହୋଇଛି। ୨ଟି କିସ୍ତିରେ କୃଷକଙ୍କୁ ୪ହଜାର ଟଙ୍କା ମିଳିବାକୁ ଯାଉଛି।

ତେବେ ଆମ ସରକାର ଧାନ କୁଇଣ୍ଟାଲ ପିଛା ୩୧୦୦ ଟଙ୍କା କରିବୁ। କେନ୍ଦ୍ର ସରକାର ୨୩୦୦, ରାଜ୍ୟ ସରକାର ୮୦୦ ଦେବେ। ପୂର୍ବ ସରକାର ୧୦୦ ଟଙ୍କା ଦେବାକୁ କହି ମୁହଁ ଲୁଚାଇଥିଲେ। ହେଲିକପଟର ବୁଲାରେ ଓ ମଉଜ ମସ୍ତି ଓ ପ୍ରଚାର ପାଇଁ ଟଙ୍କା ଖର୍ଚ୍ଚ କରିଥିଲେ। କିନ୍ତୁ ଆମେ ରାଜସ୍ବରୁ ଭଉଣୀମାନଙ୍କ ପାଇଁ ଚାଷୀଙ୍କ ପାଇଁ ଟଙ୍କା ଖର୍ଚ୍ଚ କରିବୁ।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପ ଚଳଚଞ୍ଚଳ: ଆଜିଠାରୁ ୨୩ ପର୍ଯ୍ୟନ୍ତ ପୂଜା ପାଇବେ ପ୍ରଭୁ ବିଶ୍ୱକର୍ମା

ପାରାଦୀପ,୧୭।୯(ଶରତ ରାଉତ): ପାରାଦୀପର ପ୍ରସିଦ୍ଧ ବିଶ୍ୱକର୍ମା ପୂଜା ମହୋତ୍ସବ ଗୁରୁବାରଠାରୁ ଆରମ୍ଭ ହେଉଛି। ଏହା ସେପ୍ଟେମ୍ବର ୨୩ ପର୍ଯ୍ୟନ୍ତ ଚାଲିବ। ଏଥିପାଇଁ ଆୟୋଜକମାନଙ୍କ ପ୍ରସ୍ତୁତି କାର୍ଯ୍ୟ ଚୂଡ଼ାନ୍ତ…

ଅଜବ ପ୍ରେମ…୧୯ ବର୍ଷୀୟ ଜ୍ୱାଇଁ ପ୍ରେମରେ ୫ ସନ୍ତାନର ମା’! ଝିଅର ସ୍ୱାମୀଙ୍କୁ ନେଇ ଶାଶୁ ଫେରାର

ଲକ୍ଷ୍ନୌ,୧୭।୯: ଉତ୍ତରପ୍ରଦେଶର ମୈନପୁରୀରୁ ଶାଶୁ-ଜ୍ବାଇଁଙ୍କ ସମ୍ପର୍କକୁ ନେଇ ଏକ ଅଜବ ଘଟଣା ସାମ୍ନାକୁ ଆସିଛି । ଅଭିଯୋଗ ଅନୁସାରେ, ଜଣେ ମହିଳା ନିଜ ଜ୍ବାଇଁଙ୍କ ସହ ଫେରାର…

ସ୍ବାମୀଙ୍କୁ ପିଟିଦେଲା ବାଇକ୍‌, ରକ୍ତାକ୍ତ ଅବସ୍ଥାରେ ରାସ୍ତା ଉପରେ ପଡ଼ିଥିବା ଖବର ଶୁଣି ସ୍ତ୍ରୀଙ୍କୁ ହେଲା…

କଲ୍ୟାଣସିଂହପୁର,୧୭ା୯(ଦୀପକ କୁମାର ପରିଡ଼ା): ଦ୍ରୁତଗତିରେ ଆସୁଥିବା ଏକ ବାଇକ୍‌ ଧକ୍କାରେ ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ଗୁରୁତର ଜଣକ ହେଲେ ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ବୁଡ଼ାଗୁଡ଼ା…

ଓରାଙ୍ଗ୍‌ଉଟାନଙ୍କ ସ୍ବାସ୍ଥ୍ୟକୁ ନେଇ ବଡ଼ ଅପଡେଟ୍; ୩ ରକ୍ତହୀନତାରେ ପୀଡ଼ିତ

ଭୁବନେଶ୍ୱର/ବାରଙ୍ଗ,୧୭।୯(ବନ୍ଦନା ସେଠୀ/ଲିଙ୍ଗରାଜ ରାଉତ): ଓଡ଼ିଶାରୁ ଉଦ୍ଧାର କରାଯାଇଥିବା ୫ଟି ଶାବକ ଓରାଙ୍ଗ୍‌ଉଟାନଙ୍କ ମଧ୍ୟରୁ ୩ ଜଣ ରକ୍ତହୀନତା (ଆନେମିଆ) ରୋଗରେ ପୀଡ଼ିତ ଥିବା ବୁଧବାର ନନ୍ଦନକାନନ ପ୍ରାଣୀଉଦ୍ୟାନ…

ପ୍ରଶଂସା ସାଉଁଟିଛନ୍ତି ପୁରୁଷୋତ୍ତମପୁର ସବ୍‌ଇନ୍ସପେକ୍ଟର , ତାଙ୍କର କାର୍ଯ୍ୟଦକ୍ଷତାକୁ ନେଇ ଆଜି…

ପୁରୁଷୋତ୍ତମପୁର,୧୭ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ପକ୍ଷରୁ ସିନିୟର ସବଇନ୍ସପେକ୍ଟର ସୁଶାନ୍ତ କୁମାର ମିଶ୍ରଙ୍କ ବଦଳି ଅବସରରେ ଏକ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏସ୍‌ଆଇ…

ପୁରୀର ଖଜା ଦୋକାନରେ ଚଢ଼ାଉ, ଗୁଣବତ୍ତା ସହ ଲାଇସେନ୍ସ ଯାଞ୍ଚ

ପୁରୀ, ୧୭।୯( ଅଜିତ୍ କୁମାର ମହାନ୍ତି ): ନିମ୍ନମାନର ଓ ଭେଜାଲ ଖଜା ବିକ୍ରି ନେଇ ଆସୁଥିବା ଅଭିଯୋଗକୁ ଆଧାର କରି ପୁରୀ ସହରର ବିଭିନ୍ନ ଖଜା…

ପୂଜା ମଣ୍ଡପରେ ପୂର୍ବତନ ବିଧାୟକ, ଯୁବଗୋଷ୍ଠୀଙ୍କୁ ଭେଟି…

ଗଞ୍ଜାମ,୧୭ା୯(ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବିଭିନ୍ନ ସାହିରେ ଧୂମ୍‌ଧାମରେ ଚାଲିଛି ଅଗ୍ର୍ୟ ପୂଜ୍ୟ ଗଜାନନଙ୍କ ପୂଜା। ଆକର୍ଷଣୀୟ ମେଢ଼ ଅତ୍ୟାଧୁନିକ ଆଲୋକ ମାଳାରେ ସହର ଝଲସି ଉଠୁଛି।…

ହୃଦ୍‌ଘାତରେ ଚାଲିଗଲା ପୂର୍ବତନ ସରପଞ୍ଚଙ୍କ ଜୀବନ

ଭବାନୀପାଟଣା,୧୭ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ରାଜପୁର ପଞ୍ଚାୟତର ପୂର୍ବତନ ସରପଞ୍ଚ ଶିବ ପ୍ରସାଦ ଭୋଇ (୬୩)ଙ୍କ ବୁଧବାର ବିଳମ୍ବିତ ରାତିରେ ହୃଦ୍‌ଘାତରେ ନିଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?