କହିଦେଲେ ଧର୍ମେନ୍ଦ୍ର, କାହାକୁ ଦେଲେ ଭୋଟ୍‌

ଭୁବନେଶ୍ୱର,୨୬।୫: ଓଡିଶା ସମେତ ସାରା ଦେଶରେ ଗଣତନ୍ତ୍ରର ବଡ଼ ପର୍ବ ନିର୍ବାଚନ ଚାଲିଛି। ରାଜ୍ୟରେ ଶନିବାର ତୃତୀୟ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ଏହି ପର୍ଯ୍ୟାୟରେ ପୁରୀ, ଭୁବନେଶ୍ୱର, କଟକ ଓ ସମ୍ବଲପୁର ସମେତ କେତକ ଜିଲାରେ ଭୋଟ ପଡିଛି। ଏଥିରେ ଜନତା ବହୁ ହେଭିଓ୍ବେଟଙ୍କ ଭାଗ୍ୟ ନିର୍ଦ୍ଧାରଣ କରିଛନ୍ତି। ଏହାରି ଭିତରେ ସମ୍ବଲପୁର ଏମପି ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନ ଭୋଟ ଦେଇଛନ୍ତି। ସେ ମତଦାନ କେନ୍ଦ୍ରକୁ ସସ୍ତ୍ରୀକ ଆସି ମତଦାନ କରିଛନ୍ତି।

ଏହି ସମୟରେ ସେ ‘କାହାକୁ ଭୋଟ ଦେଲେ’ ଗଣମାଧ୍ୟମର ଏକ ପ୍ରଶ୍ନରେ ଉତ୍ତର ରଖି କହିଛନ୍ତି, ନିଜକୁ ସୌଭାଗ୍ୟଶାଳୀ ମନେ କରୁଛି ମୁଁ ଗଣତନ୍ତ୍ରର ମହାପର୍ବରେ ଭାଗ ନେଇଛି। ଏଥିପାଇଁ ମୁଁ ନିଜକୁ ଗର୍ବିତ ଅନୁଭବ କରୁଛି। ମୁଁ ଉତ୍ତର ଭୁବନେଶ୍ୱର ଅଞ୍ଚଳରେ ରହୁଛି। ମୋ ନିର୍ବାଚନମଣ୍ଡଳୀର ତଥା ଆମ ଦଳର ଭୁବନେଶ୍ୱର ଲୋକ ସଭା ପ୍ରାର୍ଥୀନୀ ଅପରାଜିତା ଷଡଙ୍ଗୀ ଏବଂ ବିଧାୟକ ପ୍ରାର୍ଥୀ ପ୍ରିୟଦର୍ଶୀ ମିଶ୍ରଙ୍କ ସପକ୍ଷରେ ଭୋଟ ଦେଇଛି। ଏଥର ପରିବର୍ତ୍ତନର ହାଓ୍ବା ବୋହୁଛି। ଜନତା ନିଶ୍ଚୟ ନିର୍ଣ୍ଣାୟକ ନିଷ୍ପତ୍ତି ନେବେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri