କହିଦେଲେ ଧର୍ମେନ୍ଦ୍ର, କାହାକୁ ଦେଲେ ଭୋଟ୍‌

ଭୁବନେଶ୍ୱର,୨୬।୫: ଓଡିଶା ସମେତ ସାରା ଦେଶରେ ଗଣତନ୍ତ୍ରର ବଡ଼ ପର୍ବ ନିର୍ବାଚନ ଚାଲିଛି। ରାଜ୍ୟରେ ଶନିବାର ତୃତୀୟ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ଏହି ପର୍ଯ୍ୟାୟରେ ପୁରୀ, ଭୁବନେଶ୍ୱର, କଟକ ଓ ସମ୍ବଲପୁର ସମେତ କେତକ ଜିଲାରେ ଭୋଟ ପଡିଛି। ଏଥିରେ ଜନତା ବହୁ ହେଭିଓ୍ବେଟଙ୍କ ଭାଗ୍ୟ ନିର୍ଦ୍ଧାରଣ କରିଛନ୍ତି। ଏହାରି ଭିତରେ ସମ୍ବଲପୁର ଏମପି ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନ ଭୋଟ ଦେଇଛନ୍ତି। ସେ ମତଦାନ କେନ୍ଦ୍ରକୁ ସସ୍ତ୍ରୀକ ଆସି ମତଦାନ କରିଛନ୍ତି।

ଏହି ସମୟରେ ସେ ‘କାହାକୁ ଭୋଟ ଦେଲେ’ ଗଣମାଧ୍ୟମର ଏକ ପ୍ରଶ୍ନରେ ଉତ୍ତର ରଖି କହିଛନ୍ତି, ନିଜକୁ ସୌଭାଗ୍ୟଶାଳୀ ମନେ କରୁଛି ମୁଁ ଗଣତନ୍ତ୍ରର ମହାପର୍ବରେ ଭାଗ ନେଇଛି। ଏଥିପାଇଁ ମୁଁ ନିଜକୁ ଗର୍ବିତ ଅନୁଭବ କରୁଛି। ମୁଁ ଉତ୍ତର ଭୁବନେଶ୍ୱର ଅଞ୍ଚଳରେ ରହୁଛି। ମୋ ନିର୍ବାଚନମଣ୍ଡଳୀର ତଥା ଆମ ଦଳର ଭୁବନେଶ୍ୱର ଲୋକ ସଭା ପ୍ରାର୍ଥୀନୀ ଅପରାଜିତା ଷଡଙ୍ଗୀ ଏବଂ ବିଧାୟକ ପ୍ରାର୍ଥୀ ପ୍ରିୟଦର୍ଶୀ ମିଶ୍ରଙ୍କ ସପକ୍ଷରେ ଭୋଟ ଦେଇଛି। ଏଥର ପରିବର୍ତ୍ତନର ହାଓ୍ବା ବୋହୁଛି। ଜନତା ନିଶ୍ଚୟ ନିର୍ଣ୍ଣାୟକ ନିଷ୍ପତ୍ତି ନେବେ।


Enter your email to get our daily news in your inbox.

All Right Reserved By Dharitri.Com

ଦେଶି କନ୍ୟାଙ୍କୁ ବିଦେଶୀ ବର: କେରଳ ଝିଅଙ୍କ ସହ ବିବାହ ବନ୍ଧନରେ ଆବଦ୍ଧ ହେଲେ ସ୍କଟିସ ସାଂସଦ ମାର୍ଟିନ ଡେ

ଥିରୁଭାନନ୍ତପୁରମ,୨୦।୮: ପୂର୍ବତନ ସ୍କଟିସ ସାଂସଦ ମାର୍ଟିନ ଡେ, କେରଳର ତ୍ରିସୁରରେ ପାରମ୍ପରିକ ହିନ୍ଦୁ ପ୍ରଥା ଅନୁସରଣ କରି ପିରାଭୋମର ଜଣେ ମାଲାୟାଲୀ ମହିଳା ନିଧିନ ଚାନ୍ଦଙ୍କୁ ବିବାହ…

‘IPL ଖେଳ ନାହିଁ, ନଚେତ୍‌…’ ଭାରତୀୟ ଖେଳାଳିଙ୍କୁ ମିଳିଲା ବଡ଼ ଚେତାବନୀ

ନୂଆଦିଲ୍ଲୀ, ୨୦।୮: ମାନବ ସୁତାର ଟିମ ଇଣ୍ଡିଆର ନୂଆ ଷ୍ଟାର ପାଲଟିଛନ୍ତି। ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚରେ ସେ ମୋଟ ୧୦ଟି ଉଇକେଟ୍‌ ନେଇ ଐତିହାସିକ…

ଡିଭିଲିୟର୍ସଙ୍କ ବଡ଼ ବୟାନ; ସଚିନ-ବିରାଟଙ୍କୁ ନେଇ କହିଦେଲେ ଏମିତି, ସବୁଠି ଚର୍ଚ୍ଚା

ନୂଆଦିଲ୍ଲୀ,୨୦।୮: ଦକ୍ଷିଣ ଆଫ୍ରିକାର ‘ମିଷ୍ଟର ୩୬୦ ଡିଗ୍ରୀ’ ଭାବେ ପରିଚିତ ଏବି ଡିଭିଲିୟର୍ସ ଭାରତୀୟ କ୍ରିକେଟର ଦୁଇ ମହାନ ବ୍ୟାଟର ସଚିନ ତେନ୍ଦୁଲକର ଓ ବିରାଟ କୋହଲିଙ୍କୁ…

ବନ୍ୟାପାଣିରେ ଫସିଲେ ହାତୀପଲ

ପାଟଣା,୨୦ା୮(ବୀରକିଶୋର ଦାଶ): ବୈତରଣୀ ନଦୀ ପାର୍‌ ହେବା ସମୟରେ ବନ୍ୟାପାଣି ଯୋଗୁ ଫସିଛନ୍ତି ହାତୀପଲ। ପାଟଣା ରେଞ୍ଜ ତଣ୍ଡ ବିଟ୍‌ ତଣ୍ଡ ବୈତରଣୀ ନଦୀକୂଳର ଏକ ପଥର…

୨୦ ବର୍ଷ ପରେ କ୍ରିକେଟ୍‌ ଜଗତରେ ଘଟିଲା ଏମିତି: ପରାଜିତ ହେବ ପାକିସ୍ତାନ!

ହେଡିଂଲି,୨୦।୮: ଇଂଲଣ୍ଡ ଏବଂ ପାକିସ୍ତାନ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ ବର୍ତ୍ତମାନ ହେଡିଂଲିରେ ଚାଲିଛି। ପ୍ରଥମ ଦିନରେ ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଥିଲା, ଯାହା ଦୁଇ…

ଛାତ୍ରୀଙ୍କୁ ପକେଟ ମନି ଦେବେ ସରକାର! ମିଳିବ ୨,୦୦୦ ଟଙ୍କା, ଜାଣନ୍ତୁ କିଏ ପାଇବେ ଲାଭ

ମୁମ୍ବାଇ , ୨୦।୮: ମହାରାଷ୍ଟ୍ରରେ ଉଚ୍ଚଶିକ୍ଷା ହାସଲ କରୁଥିବା ଛାତ୍ରୀମାନଙ୍କ ପାଇଁ ସରକାର ଏକ ନୂଆ ପଦକ୍ଷେପ ଆରମ୍ଭ କରିବାକୁ ପ୍ରସ୍ତୁତ ହେଉଛନ୍ତି। ଛାତ୍ରୀମାନଙ୍କୁ ଆର୍ଥିକ ସହାୟତା…

ମଣ୍ଡପରେ ବରଙ୍କ ମୁହଁ ଦେଖି ଚମକିଗଲେ କନ୍ୟା, ଶିଶୁପାଳ ହୋଇ ଫେରିଲେ ବର

ଚଣ୍ଡିଗଡ଼,୨୦ା୮: ପଞ୍ଜାବର ଫିରୋଜପୁରରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି । ବିବାହ ସମୟରେ ବରକୁ ଦେଖିବା ପରେ କନ୍ୟା ସ୍ପଷ୍ଟ ଭାବେ ବିବାହ କରିବାକୁ ମନା…

‘ତୁମ ବାପା ମଧ୍ୟ ଅଟକାଇ ପାରିବେ ନାହିଁ…’ – ମୁଖ୍ୟମନ୍ତ୍ରୀଙ୍କୁ କାହିଁକି ଖୋଲା ଚ୍ୟାଲେଞ୍ଜ କଲେ ମନ୍ତ୍ରୀଙ୍କ ଝିଅ? ଉଠିଲାଣି ଝଡ଼

ହାଇଦ୍ରାବାଦ,୨୦।୮: ତେଲଙ୍ଗାନା କଂଗ୍ରେସ ଭିତରେ ଚାଲିଥିବା ବିଦ୍ରୋହ ଏବେ ଖୋଲା ଖୋଲି ଦେଖାଯାଇଛି। ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡିଙ୍କ କ୍ୟାବିନେଟର ଜଣେ ବରିଷ୍ଠ ମନ୍ତ୍ରୀଙ୍କ ଝିଅ ସାର୍ବଜନୀନ ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri