ଭୋଟ ହାର ବଢ଼ିବା ଯୋଗୁ ଧନ୍ୟବାଦ ଦେଲେ ଧର୍ମେନ୍ଦ୍ର

ଭୁବନେଶ୍ବର,୧୬।୫(ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନର ଫଳାଫଳକୁ ସ୍ବୀକାର କରିବା ସହ ଭାଜପାର ଭୋଟ ହାର ବୃଦ୍ଧି ପାଇଁ ଝାରସୁଗୁଡ଼ାବାସୀ ଓ ଦଳୀୟ କାର୍ଯ୍ୟକର୍ତ୍ତାଙ୍କୁ ଟୁଇଟ୍‌ ଯୋଗେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଧନ୍ୟବାଦ ଜଣାଇଛନ୍ତି। ସେ ତାଙ୍କ ଟୁଇଟ୍‌ରେ ଉଲ୍ଲେଖ କରିଛନ୍ତି, ଝାରସୁଗୁଡ଼ା ଉପନିର୍ବାଚନର ଫଳାଫଳକୁ ତାଙ୍କ ଦଳ ସ୍ବୀକାର କରୁଛି। ପୂର୍ବ ନିର୍ବାଚନ ଅପେକ୍ଷା ଚଳିତ ଉପନିର୍ବାଚନରେ ଭାଜପାର ଭୋଟ ହାର ବୃଦ୍ଧି ପାଇଥିବାରୁ ଝାରସୁଗୁଡ଼ାବାସୀଙ୍କୁ ଧନ୍ୟବାଦ। ଏହି ନିର୍ବାଚନରେ ଭାଜପାର କାର୍ଯ୍ୟକର୍ତ୍ତାମାନେ ଅକ୍ଳାନ୍ତ ପରିଶ୍ରମ କରି ଭୋଟ ହାର ବଢ଼ାଇ ଥିବାରୁ ସମସ୍ତଙ୍କୁ ଧନ୍ୟବାଦ। ଯୁବନେତା ଟଙ୍କଧର ତ୍ରିପାଠୀଙ୍କ ଉପରେ ଭରସା ରଖି ଝାରସୁଗୁଡ଼ାବାସୀ ଆଶୀର୍ବାଦ କରିଛନ୍ତି। ଆଗାମୀ ଦିନରେ ଟଙ୍କଧର ଜନସାଧାରଣଙ୍କ ଆଶା ଆକାଂକ୍ଷା ପୂରଣ କରିବେ। ଦଳର ସଙ୍ଗଠନକୁ ଅଧିକ ସୁଦୃଢ଼ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନକଲ୍ୟାଣକାରୀ ଯୋଜନା ସମେତ ଲୋକ ସମ୍ପର୍କ ମାଧ୍ୟମରେ ଜନସାଧାରଣଙ୍କ ବିଶ୍ୱାସ ହାସଲ କରିବା ପାଇଁ ଚେଷ୍ଟା କରିବୁ। ବିଜୟୀ ହୋଇଥିବା ଦୀପାଳି ଦାସଙ୍କୁ ଧର୍ମେନ୍ଦ୍ର ଅଭିନନ୍ଦନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଧାରଣା: ପ୍ରଶାସନର ଏଭଳି ପ୍ରତିଶ୍ରୁତି ପରେ ହଟିଲା…

ଦେବଗଡ଼, ୩୦।୩ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଅଙ୍ଗନୱାଡି କର୍ମୀ ବ୍ଲକ ସମ୍ମୁଖରେ ଦେଉଥିବା ଧାରଣାସ୍ଥଳରେ ସୋମବାର…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ହଠାତ୍‌ ଭାରସାମ୍ୟ ହରାଇ ଷ୍ଟ୍ରିଟଲାଇଟ ଖୁଣ୍ଟକୁ ଧକ୍କା ଦେଲା କାର୍‌: ଘଟଣାସ୍ଥଳରେ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ସୋମବାର ଅପରାହ୍ନରେ ଦେବଗଡ ପୌରାଞ୍ଚଳ ମୋହିନୀପୁର ଛକ ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜପଥରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି ।…

ଅପସାରିତ ପୌରାଧ୍ୟକ୍ଷାଙ୍କୁ ପୁନଃ ଅବସ୍ଥାପିତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ତୁରନ୍ତ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ୨୦୨୫ ଜାନୁଆରୀ ୨୮ ତାରିଖରେ ରାଜ୍ୟ ସରକାରଙ୍କ ଦ୍ୱାରା ଗାଦିଚ୍ୟୁତ ହୋଇଥିବା ଦେବଗଡ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଈଙ୍କୁ ଏହି…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri