କୋଟିଆବାସୀଙ୍କ ସହ ଓଡ଼ିଶା ଦିବସ ପାଳିବେ ଧର୍ମେନ୍ଦ୍ର

ଭୁବନେଶ୍ବର,୩୦ା୩(ବ୍ୟୁରୋ):କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗୁରୁବାରଠାରୁ ୩ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଗସ୍ତକାଳରେ ସେ ଭୁବନେଶ୍ୱର, କଟକ ଏବଂ କୋରାପୁଟ ଗସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ। କୋଟିଆରେ ଆୟୋଜିତ ‘ଓଡ଼ିଶା ଦିବସ’ ସମାରୋହରେ ସାମିଲ ହେବେ।
ଧର୍ମେନ୍ଦ୍ର ଗୁରୁବାର କଟକ ଷ୍ଟେଶନରେ ଭଦ୍ରକ-ନୟାଗଡ଼ ମେମୁ ଟ୍ରେନର ଶୁଭାରମ୍ଭ କାର୍ଯ୍ୟକ୍ରମରେ ଯୋଗଦେବେ। ଏହାପରେ ରେଭେନ୍‌ଶା ବିଶ୍ୱବିଦ୍ୟାଳୟରେ ଭାରତୀୟ ଡାକ ବିଭାଗ ପକ୍ଷରୁ ଆୟୋଜିତ ‘ଓଡ଼ିଶାର କିମ୍ବଦନ୍ତୀଙ୍କ ଡାକ ଟିକଟ୍‌’ ଉନ୍ମୋଚନ ସମାରୋହରେ ସାମିଲ ହେବେ। ୩୧ ତାରିଖରେ ସାମାଜିକ ସଙ୍ଗଠନ ‘ଆମେ ଓଡ଼ିଆ’ ପକ୍ଷରୁ ଆୟୋଜିତ ‘ଓଡ଼ିଶା @୧୦୦ ବଡ଼ ଭାବିବା, ବଡ଼ ସ୍ବପ୍ନ ଦେଖିବା’କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ। ଶୁକ୍ରବାର ସାରେ ଭୁବନେଶ୍ୱରରୁ ଟ୍ରେନ୍‌ ଯୋଗେ କୋରାପୁଟ ଜିଲା ଦାମନଯୋଡ଼ି ଗସ୍ତ କରିବେ। ସେଠାରୁ କୋଟିଆରେ ପହଞ୍ଚତ୍ ସ୍ଥାନୀୟ ବାସିନ୍ଦାଙ୍କୁ ଭେଟିବେ। କୋଟିଆ ଗ୍ରାମ ସମିତି ଦ୍ୱାରା ଆୟୋଜିତ ‘ଓଡ଼ିଶା ଦିବସ’ କାର୍ଯ୍ୟକ୍ରମରେ ଯୋଗଦେବେ। ପରେ କୋରାପୁଟ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ପରିଦର୍ଶନ ସହ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଲୋକାର୍ପଣ କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୂଚନା ଅଧିକାର କର୍ମୀଙ୍କୁ ଗୁଳି ମାରି ହତ୍ୟା

ଫୁଲବାଣୀ ଅଫିସ୍‌, ୧୦।୧୨:କନ୍ଧମାଳ ଜିଲା ବାଲିଗୁଡାରେ ମଙ୍ଗଳବାର ସକାଳୁ ଏକ ଅଭାବନୀୟ ଘଟଣା ଘଟିଛି। ସୂଚନା ଅଧିକାର(ଆରଟିଆଇ) କର୍ମୀଙ୍କୁ ଗୁଳିମାଡ଼ କରାଯାଇଛି। ମୃତକ ଜଣଙ୍କ ହେଲେ...

ଆସୁଛି ବାତ୍ୟା ‘ବୁଲ୍‌ବୁଲ୍‌’

ଭୁବନେଶ୍ୱର,୫ା୧୧(ବ୍ୟୁରୋ): ଆଣ୍ଡାମାନ ନିକଟସ୍ଥ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ସମୁଦ୍ର ପତ୍ତନରୁ ୫.୮ କିଲୋମିଟର ବ୍ୟାପି ରହିଛି। ଧୀରେ ଧୀରେ ଏହା...

ଶିଶୁଙ୍କୁ ମିଳିଲା ପୋକ ସାଲୁବାଲୁ ଛତୁଆ

ଆଳି,୧୩।୭(ଡି.ଏନ.ଏ.): ରାଜ୍ୟ ସରକାର ୬ ମାସରୁ ୩ ବର୍ଷ ପର୍ଯ୍ୟନ୍ତ ଶିଶୁମାନଙ୍କ ସ୍ବାସ୍ଥ୍ୟ ଗଠନରେ ସହାୟକ ହେବା ନିମନ୍ତେ ପୁଷ୍ଟିକର ଛତୁଆ ଯୋଗାଇ ଦେଉଛନ୍ତି। ଏହି...

କରୋନାକୁ ହରାଇଲେ ୮୭ ବର୍ଷୀୟ କୃପାସିନ୍ଧୁ

ଭୁବନେଶ୍ୱର, ୧୩।୯ (ବ୍ୟୁରୋ): କରୋନା ମହାମାରୀକୁ ହରାଇଛନ୍ତି ୮୭ ବର୍ଷୀୟ କୃପାସିନ୍ଧୁ ସାହୁ। ସେ ଭୁବନେଶ୍ୱରସ୍ଥିତ ସମ୍‌ କୋଭିଡ ହସ୍ପିଟାଲ୍‌ ଓ ସମ୍‌ ଅଲ୍ଟିମେଟ୍‌ ମେଡିକେୟାରରେ...

ଦିନକରେ କରୋନା ନେଲା ୬୯ ଜୀବନ

ଭୁବନେଶ୍ୱର,୨୫।୮(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୬୯ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୭,୫୬୨ ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ...

ବଢୁଛି ମହିଳା ବିରୋଧୀ ହିଂସା

ଜ୍ଞାନକୌଶଳ ବଳରେ ରାଜ୍ୟ ତଥା ଦେଶରେ ଯେତେ ପ୍ରଗତି ହେଲେ ମଧ୍ୟ ଅପରାଧ କମିପାରୁନାହିଁ। ବିଶେଷକରି ମହିଳା ବିରୋଧୀ ହିଂସା ଉପରେ ଲଗାମ ଲାଗିପାରୁନାହିଁ। ଜନସଂଖ୍ୟା...

ରାଜଧାନୀରେ କୁକୁର ବନ୍ଧ୍ୟାକରଣ ଆରମ୍ଭ

ଭୁବନେଶ୍ୱର, ୧୯।୯(ବ୍ୟୁରୋ): ଭୁବନେଶ୍ୱରରେ ବୁଲା କୁକୁରଙ୍କ ଉତ୍ପାତ ବଢ଼ି ଚାଲିଛି। ଏଥିଯୋଗୁ ଦୁର୍ଘଟଣା ଘଟୁଥିବାବେଳେ ବହୁ ଲୋକ କୁକୁର କାମୁଡ଼ାର ଶିକାର ହେଉଛନ୍ତି। ସେମାନଙ୍କ ବଂଶବୃଦ୍ଧି...

ଆଜି କ୍ୟାବିନେଟ୍‌ ବୈଠକ

ଭୁବନେଶ୍ବର, ୨୯ା୫(ବ୍ୟୁରୋ): ରାଜ୍ୟ କ୍ୟାବିନେଟ୍‌ ବୈଠକ ସୋମବାର ପୂର୍ବାହ୍ନ ୧୦ଟା ୪୫ ମିନିଟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ହେବ। କ୍ୟାବିନେଟ୍‌ରେ...

Advertisement
Archives

Model This Week