ଲିଙ୍ଗରାଜ ଭଳି ଆଉ ୪ ମନ୍ଦିର ପାଇଁ ଅଧ୍ୟାଦେଶ ଅଣାଯାଉ

ଭୁବନେଶ୍ୱର,୧୫।୧୨(ବ୍ୟୁରୋ): ଲିଙ୍ଗରାଜ ମନ୍ଦିର ଭଳି ଅନ୍ୟ ୪ ମନ୍ଦିର ପାଇଁ ଅଧ୍ୟାଦେଶ ଆଣିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଙ୍ଗଳବାର ଚିଠି ଲେଖିଛନ୍ତି। ଚିଠିରେ ସମଲେଶ୍ୱରୀ, ବିରଜା, ତାରାତାରିଣୀ ଓ ନୀଳମାଧବ ମନ୍ଦିର ପାଇଁ ଅଧ୍ୟାଦେଶ ଆଣିବାକୁ ଅନୁରୋଧ କରାଯାଇଛି। ଏଥିସହ ମନ୍ଦିରଗୁଡ଼ିକର ପରିଚାଳନା ପାଇଁ ସଶକ୍ତ କମିଟି ଗଠନ କରିବାକୁ ଧର୍ମେନ୍ଦ୍ର କହିଥିବା ସୂଚନା ମିଳିଛି।

ପ୍ରକାଶ ଯେ, ପୁରୀ ଶ୍ରୀମନ୍ଦିର ଭଳି ଭୁବନେଶ୍ୱରରେ ଥିବା ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ମନ୍ଦିର ପରିଚାଳନା ପାଇଁ ରାଜ୍ୟ ସରକାର ଏକ ସ୍ବତନ୍ତ୍ର ଆଇନ୍‌ ଆଣିଛନ୍ତି। ଏହାକୁ କାର୍ଯ୍ୟକାରୀ କରିବା ପାଇଁ ଅଧ୍ୟାଦେଶ ଆଣିଛନ୍ତି। ଏହାଦ୍ୱାରା ମନ୍ଦିର କାର୍ଯ୍ୟଗୁଡ଼ିକର ଉତ୍ତମ ଏବଂ ସୁପରିଚାଳନା ହେବା ସହ ତୀର୍ଥଯାତ୍ରୀ ଭକ୍ତ ଓ ଉପାସକଙ୍କୁ ଉନ୍ନତ ମାନର ସୁବିଧା ସୁଯୋଗ ଯୋଗାଇ ଦିଆଯାଇପାରିବ। ସୋମବାର ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍‌ ବୈଠକରେ ଅନୁମୋଦନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହାରିଗଲେ ୨ ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷା

ବରଗଡ଼ ଅଫିସ୍‌,୨୭।୨: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ୨ ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷା ମୁକ୍ତା ସାହୁ (ଭାଜପା) ଏବଂ ଗୀତାଞ୍ଜଳୀ ପୁଟା(ବିଜେଡ଼ି)ଙ୍କୁ ପରାଜୟର ସ୍ବାଦ ଚାଖିବାକୁ...

ବିଷାକ୍ତ ଗ୍ୟାସ୍‌ ଲିକ୍‌ ଘଟଣା: ୨ ଡିଜିଏମ୍‌ ଅଧିକାରୀ ନିଲମ୍ବିତ, ମୁଖ୍ୟମନ୍ତ୍ରୀଙ୍କ ଶୋକ

ରାଉରକେଲା/ ସୁନ୍ଦରଗଡ଼, ୬।୧: ରାଉରକେଲା ଇସ୍ପାତ କାରଖାନା(ଆର୍‌ଏସ୍‌ପି)ରେ ବିଷାକ୍ତ ଗ୍ୟାସ୍‌ ଲିକ୍‌ରେ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୬ଜଣ ଗୁରୁତର ଆହତ ହୋଇଛନ୍ତି। ଏହି...

ମଷ୍ଟର ରୋଲ୍‌ରେ ଦାଦନଙ୍କ ନାଁ

କାମାକ୍ଷାନଗର, ୧୪।୫ (ଡି.ଏନ୍‌.ଏ.) ତେଲଙ୍ଗାନାରେ ଖଟୁଛନ୍ତି ଦାଦନ। ଦୀର୍ଘଦିନ ହେଲା ଗଁାରେ ନାହାନ୍ତି। ଅଥଚ ଗ୍ରାମରେ ଚାଲିଥିବା ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି...

କରୋନା ପ୍ରଭାବିତ ସହରାଞ୍ଚଳ ନିରାଶ୍ରୟଙ୍କୁ ରନ୍ଧାଖାଦ୍ୟ : ୨୦୪୮୩୫ ଜଣ ଉପକୃତ

ଭୁବନେଶ୍ୱର , ୪ା୪(ବ୍ୟୁରୋ)- କରୋନା ଯୋଗୁଁ ପ୍ରଭାବିତ ସହରାଞ୍ଚଳ ନିରାଶ୍ରୟ ଲୋକଙ୍କୁ ରନ୍ଧାଖାଦ୍ୟ ଯୋଗାଇ ଦିଆଯାଉଛି। ଗତ ୨୭ ତାରିଖରୁ ପୌରାଞ୍ଚଳମାନଙ୍କରେ ଏହି ମାଗଣା ରନ୍ଧା...

ଶାଳଗାଁରେ ରେଳ ଦୁର୍ଘଟଣା ନେଇ ବଦଳିଲା କିଛି ଟ୍ରେନ୍‌ର ଗତିପଥ, କଟକ ପରିବର୍ତ୍ତେ ନରାଜ ହୋଇ ଯିବ

କଟକ ଅଫିସ,୧୬।୧: କଟକ ନିର୍ଗୁଣ୍ଡି ଷ୍ଟେଶନ ନିକଟ ଶାଳଗାଁଠାରେ ରେଳ ଦୁର୍ଘଟଣା ପରେ କିଛି ଟ୍ରେନ୍‌ର ଗତିପଥରେ ପରିବର୍ତ୍ତନ କରାଯାଇଛି। କଟକ ପରିବର୍ତ୍ତେ ନରାଜ ଦେଇ...

ରାସ୍ତାରେ ଦଳିଦେଲା ହାତୀ

ବାରିପଦା ଅଫିସ,୩୦ା୪: ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ ଅଧୀନ ଛଚିନାପଦାରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଖବର ପାଇ ବନ କର୍ମଚାରୀ...

କଣାସ : ୧୨ ଗାଁ ଜଳମଗ୍ନ

କଣାସ,୧୨।୯(ସ୍ବ.ପ୍ର./ ଡି.ଏନ୍‌.ଏ.): ଉପରମୁଣ୍ଡରେ ବନ୍ୟାଜଳ ନିଷ୍କାସନ ପରେ ତଳମୁଣ୍ଡର ଅଧିକାଂଶ ଗ୍ରାମ ଜଳମଗ୍ନ ହୋଇଯାଇଛି। ପୁରୀ ଜିଲା କଣାସ ବ୍ଲକରେ ଗତ ଦୁଇଦିନ ଧରି ବନ୍ୟାଜଳର...

କର୍ତ୍ତବ୍ୟରେ ଅବହେଳା: ୨ ଶିକ୍ଷକଙ୍କ ଦରମା ବନ୍ଦ ଲାଗି ଗଣଶିକ୍ଷା ମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୨୨।୨(ବ୍ୟୁରୋ): ଦାୟିତ୍ୱ ଗ୍ରହଣ କରିବା ପରଠାରୁ ଆକ୍ସନ ମୁଡ୍‌ରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ରହିଆସୁଛନ୍ତି। କେତେବେଳେ ଅଚାନକ ସ୍କୁଲ ଗସ୍ତ...

Advertisement
Archives

Model This Week