ଧଉଳି ଗଣବଳାତ୍କାର: ଧରାପଡ଼ିଲେ ଆଉ ଜଣେ ଅଭିଯୁକ୍ତ

ଭୁବନେଶ୍ୱର,୧୬।୧: ବହୁ ଚର୍ଚ୍ଚିତ ଧଉଳି ଗଣବଳାତ୍କାର ମାମଲାରେ ସମ୍ପୃକ୍ତ ଅନ୍ୟଜଣେ ଅଭିଯୁକ୍ତଙ୍କୁ କମିଶନରେଟ୍‌ ପୋଲିସର ସ୍ପେଶାଲ ସ୍କ୍ବାଡ୍‌ ଶୁକ୍ରବାର ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ସାଗର ଜେନା। ସ୍ପେଶାଲ ସ୍କ୍ବାଡ୍‌ ତାଙ୍କୁ ବଡ଼ଗଡ଼ ଅଞ୍ଚଳରୁ ଗିରଫ କରିଛି। ସାଗରଙ୍କୁ ମିଶାଇ ମୋଟ ୪ଜଣ ଅଭିଯୁକ୍ତ ଗିରଫ କରାଯାଇଥିବା ପୋଲିସ ପକ୍ଷରୁ କୁହାଯାଇଛି।

ଅନ୍ୟପକ୍ଷେ ଘଟଣାରେ ସମ୍ପୃକ୍ତ ଅନ୍ୟଜଣେ ଅଭିଯୁକ୍ତ ଏବେବି ଫେରାର୍‌ ଥିବା ସୂଚନା ମିଳିଛି। ସୂଚନା ଯୋଗ୍ୟ, ଡିସେମ୍ବର ୧୦ ତାରିଖରେ ଧଉଳି ଅଞ୍ଚଳରେ ନାବାଳିକା ଜଣକ ଗଣବଳାତ୍କାରର ଶିକାର ହୋଇଥିଲେ। ଏହି ଘଟଣା ରାଜଧାନୀରେ ଚାଞ୍ଚଲ୍ୟ ସୃଷ୍ଟି କରିଥିଲା। ଫେରାର ଅଭିଯୁକ୍ତଙ୍କୁ ଧରିବା ନେଇ ପୋଲିସ ତନାଘନା ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

୭୦ ପ୍ୟାକେଟ୍‌ ବ୍ରାଉନସୁଗାର ଜବତ: ଶୁଭମଙ୍କୁ ବାନ୍ଧିଲା ପୋଲିସ

ଅତାବିରା,୪।୩(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ପୋଲିସକୁ ମିଳିଛି ଏକ ସଫଳତା l ବୁଧବାର ସକାଳେ ପାଟ୍ରୋଲିଂ ସମୟରେ ଏକ ସ୍କୁଟିକୁ ଯାଞ୍ଚ ସମୟରେ ବ୍ରାଉନସୁଗାର…

ପାକିସ୍ତାନ ଟିମ୍‌ରୁ ବିଦା ହେଲେ ବାବର ଆଜମ, ଟି-୨୦ରେ…

ଇସଲାମବାଦ,୪।୩: ୨୦୨୬ ଟି-୨୦ ବିଶ୍ୱକପରେ ଖରାପ ପ୍ରଦର୍ଶନ କରିଥିବା ବାବର ଆଜମଙ୍କୁ ପାକିସ୍ତାନ ଦଳରୁ ବାଦ ଦିଆଯାଇଛି। ଟୁର୍ନାମେଣ୍ଟର ଛଅଟି ମ୍ୟାଚରେ ମାତ୍ର ୯୧ ରନ କରିଥିବା…

ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତ ପାଇଁ ଖୁସି ଖବର! ଭାରତକୁ ତେଲ ଦେବ ଏହି ଦେଶ

ନୂଆଦିଲ୍ଲୀ,୪।୩: ଇରାନ ହୋର୍ମୁଜ୍ ଷ୍ଟ୍ରେଟକୁ ନିଜ ନିୟନ୍ତ୍ରଣରେ ନେଇଛି, ଯାହା ଦ୍ୱାରା ଅନ୍ତର୍ଜାତୀୟ ବଜାରକୁ ତୈଳ ଯୋଗାଣ ବନ୍ଦ ହୋଇଯାଇଛି । ଏହା ଫଳରେ ଅଶୋଧିତ ତୈଳ…

ହୋଲିରେ ଅଘଟଣ: ରଙ୍ଗ ଖେଳ ପରେ ଗାଧୋଇବାକୁ ଯାଇ ଯୁବକ…

ବରୀ,୪ା୩(ମହେନ୍ଦ୍ର ସ୍ବାଇଁ): ଯାଜପୁର ଜିଲା ବରୀ ବ୍ଲକ ସ୍ବାଇଁଖଣ୍ଡ ପଞ୍ଚାୟତ ଯଅଁପଡ଼ା ଗ୍ରାମର ହିରଣ୍ୟ ବେଉରିଆ ନଦୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ସୂଚନାଯୋଗ୍ୟ, ରଙ୍ଗ ଖେଳ ପରେ…

ହୋଲିରେ ଡିଜେ ବଜାଇବାକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ, ୧୨ ଆହତ

ତିହିଡ଼ି,୪ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ଥାନା ବୋଡ଼କ ପଞ୍ଚାୟତ ଅଧୀନ ଖରିଦାପାଟଣା ଗ୍ରାମରେ ବୁଧବାର ସକାଳେ ଗୋଷ୍ଠୀ ସଂଘର୍ଷ ଉପୁଜିଛି। ଡିଜେ ବଜାକୁ କେନ୍ଦ୍ର କରି…

ପୋଖରୀକୁ ଖସିପଡିଲା ଟ୍ରାକ୍ଟର: ଡ୍ରାଇଭର୍‌ଙ୍କ ସହ ଘଟିଲା…

ବାହାନଗା, ୪। ୩(ଅରୂପ କୁମାର ଦାସ): ହୋଲିରେ ଅଘଟଣ। ବୁଧବାର ବାଲେଶ୍ୱର ଜିଲା ଗୋପାଳପୁର ପଞ୍ଚାୟତ ଆପିତିର ଗ୍ରାମର ଏକ ଟ୍ରାକ୍ଟର ପୋଖରୀକୁ ଖସି ପଡିବାରୁ ପଙ୍କରେ…

କୃତଜ୍ଞତା ଜଣାଇଲେ ଦିଲ୍ଲୀପ ରାୟ, ପ୍ରଧାନମନ୍ତ୍ରୀ-ମୁଖ୍ୟମନ୍ତ୍ରୀଙ୍କ ସମେତ…

ଭୁବନେଶ୍ୱର,୪ା୩: ରାଜ୍ୟ ସଭା ନିର୍ବାଚନ ପାଇଁ ଓଡ଼ିଶା ରାଜନୀତି ସରଗରମ ରହିଛି। ଆସନ୍ତା ୧୬ରେ ଅନୁଷ୍ଠିତ ହେବ ରାଜ୍ୟ ସଭା ନିର୍ବାଚନ। କହିବାକୁ ଗଲେ ୩ଟି ଆସନ…

ହୋଲିରେ ରାଜ୍ୟ କର୍ମଚାରୀଙ୍କୁ ବଡ଼ ଉପହାର, ୩% ବଢିଲା DA, ପେନଶନଭୋଗୀଙ୍କୁ…

ନୂଆଦିଲ୍‌ଲୀ,୪।୩: ହୋଲି ଅବସରରେ, ମଧ୍ୟପ୍ରଦେଶ ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଖୁସି ଖବର ମିଳିଛି। ମୋହନ ଯାଦବଙ୍କ ନେତୃତ୍ୱାଧୀନ ରାଜ୍ୟ ସରକାର ମହଙ୍ଗା ଭତ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri