Posted inଖେଳ

୩୫ ବର୍ଷରେ ଧାଓ୍ବନ

ନୂଆଦିଲୀ,୬।୧୨: ଭାରତୀୟ ଅଭିଜ୍ଞ ଓପନର ଶିଖର ଧାଓ୍ବନ ୩୫ ବର୍ଷରେ ପଦାର୍ପଣ କରିଛନ୍ତି। ଶନିବାର ସେ ତାଙ୍କ ଜନ୍ମଦିନ ପାଳନ କରିଛନ୍ତି। ଏହି ଅବସରରେ ଯୁବରାଜ ସିଂଙ୍କଠାରୁ ଆରମ୍ଭ କରି ବୀରେନ୍ଦ୍ର ସେହ୍ବାଗଙ୍କ ପର୍ଯ୍ୟନ୍ତ କ୍ରିକେଟ ଜଗତର ତାରକାମାନେ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଲୋକେଶ ରାହୁଲ, ଭିଭିଏସ୍‌ ଲକ୍ଷ୍ମଣ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ଟୁଇଟ୍‌ କରି ତାଙ୍କୁ ଶୁଭକାମନା ଜଣାଇଛି। ଧାଓ୍ବନ ଏପର୍ଯ୍ୟନ୍ତ ୩୪ଟି ଟେଷ୍ଟ, ୧୩୯ଟି ଦିନିକିଆ ଓ ୬୧ଟି ଟି୨୦ ମ୍ୟାଚ୍‌ ଖେଳିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଓ୍ବେଷ୍ଟଇଣ୍ଡିଜ୍‌ର ବିପଜ୍ଜନକ ଖେଳ ନେଇ ଫିଞ୍ଚ୍‌ ଚିନ୍ତିତ

ନଟିଂହାମ, ୬।୬ (ଏଏଫ୍‌ପି)- ଚଳିତ ବିଶ୍ୱକପ୍‌ରେ ଗୁରୁବାର ଅଷ୍ଟ୍ରେଲିଆ ଓ ଓ୍ବେଷ୍ଟଇଣ୍ଡିଜ ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ସ୍ଥାନୀୟ ଟ୍ରେଣ୍ଟ ବ୍ରିଜ୍‌ରେ ଖେଳାଯିବାକୁ ଥିବା ଏହି ମ୍ୟାଚ୍‌...

ପାଟନା ପାଇରେଟ୍ସର ରୋମାଞ୍ଚକ ବିଜୟ

ମୁମ୍ବାଇ, ୩୦।୭ (ପି.ଟି.)- ପ୍ରୋ-କବାଡ଼ି ଲିଗ୍‌ ୭ମ ସଂସ୍କରଣର ଏକ ରୋମାଞ୍ଚକ ମ୍ୟାଚରେ ପାଟନା ପାଇରେଟ୍ସ ୨୪-୨୩ରେ ତାମିଲ ଥଲାଇଭାସକୁ ପରାସ୍ତ କରିଛି। ସୋମବାର ଖେଳାଯାଇଥିବା...

ପନ୍ତଙ୍କୁ ସମାଲୋଚନା କଲେ ପୂର୍ବତନ ଖେଳାଳି

ନୂଆଦିଲ୍ଲୀ,୨୪।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲର ରିଜର୍ଭ ଡେ’ରେ ସେଟ୍‌ ହୋଇସାରିଥିବା ରିଷଭ ପନ୍ତ ନ୍ୟୁଜିଲାଣ୍ଡ ପେସର ଟ୍ରେଣ୍ଟ ବୋଲ୍ଟଙ୍କୁ ଷ୍ଟେପ ଆଉଟ୍‌ କରି ବଡ଼...

ଇଂଲଣ୍ଡ ଦଳର ଘା’ରେ ଚୂନ ଲଗାଇଲେ ନିଜ ଦେଶର କ୍ରିକେଟର୍‌, କହିଲେ ଏମିତି

ଲଣ୍ଡନ,୨୨।୮: ଭାରତ ବିପକ୍ଷରେ ଇଂଲଣ୍ଡ କ୍ରିକେଟ ଦଳ ଲର୍ଡସ ଟେଷ୍ଟ ହାରିବା ପରେ ଘରୋଇ ଦଳକୁ ପ୍ରଦର୍ଶନ ନେଇ କ୍ରମାଗତ ସମାଲୋଚନାର ସମ୍ମୁଖୀନ ହେଉଛି। ଇଂଲଣ୍ଡର...

ଦ୍ୱିତୀୟ ଅନ୍‌ଅଫିସିଆଲ ଟେଷ୍ଟ: ଭାରତ-ଏ’ର ସହଜ ବିଜୟ

ପୋର୍ଟ ଅଫ୍‌ ସ୍ପେନ୍‌,୪।୮(ପି.ଟି.)- ଅଫ୍‌ ସ୍ପିନର କ୍ରିଷ୍ଣାପ୍ପା ଗୋଥାମଙ୍କ ୫ ଉଇକେଟ ସଫଳତା ଏବଂ ମୟଙ୍କ ଅଗ୍ରଓ୍ବାଲ, ପ୍ରିୟଙ୍କ ପଞ୍ଜଲ, ଅଭିମନ୍ୟୁ ଈଶ୍ୱରନ ଓ ଅନମୋଲପ୍ରୀତ୍‌...

ଗାଙ୍ଗୁଲିଙ୍କୁ ଘୃଣା କରୁଥିଲେ ଇଂଲଣ୍ଡର ପୂର୍ବ ଅଧିନାୟକ; କାରଣ ଜାଣିଲେ ହେବେ…

ନୂଆଦିଲ୍ଲୀ,୬।୭: ଇଂଲଣ୍ଡ କ୍ରିକେଟ ଟିମ୍‌ର ପୂର୍ବତନ ଅଧିନାୟକ ନାସିର ହୁସେନ ଭାରତୀୟ ଟିମ୍‌ର ପୂର୍ବ ଅଧିନାୟକ ସୌରଭ ଗାଙ୍ଗୁଲିଙ୍କୁ ଘୃଣା କରୁଥିଲେ। ଏହା ପଛରେ ଭିନ୍ନ...

୩୮ ବର୍ଷରେ ଯୁବରାଜ: ୬ ବଲରେ ୬ଟି ଛକ୍କା ମାରି ଇଂଲଣ୍ଡ ଟିମ୍‌କୁ ଦେଇଥିଲେ କନ୍ଦାଇ

ନୂଆଦିଲ୍ଲୀ, ୧୨।୧୨: ଭାରତୀୟ କ୍ରିକେଟର ଯୁବରାଜ ସିଂ ଗୁରୁବାର ୩୮ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୮୧ ଡିସେମ୍ବର ୧୨ରେ ଚଣ୍ଡିଗଡ଼ଠାରେ ଜନ୍ମଗ୍ରହଣ କରିଥିଲେ। ଯୁବରାଜଙ୍କୁ...

ପ୍ଲେ- ଅଫ୍‌ ଆଶା ଉଜ୍ଜୀବିତ ଲକ୍ଷ୍ୟରେ ଚେନ୍ନାଇ

ଶାରଜା,୨୩।୧୦ (ପି.ଟି.): ପ୍ଲେ- ଅଫ୍‌ ପାଇଁ ସଂଘର୍ଷ କରୁଥିବା ମହେନ୍ଦ୍ର ସିଂ ଧୋନୀଙ୍କ ଚେନ୍ନାଇ ସୁପର କିଙ୍ଗ୍ସ ତା’ର ପରବର୍ତ୍ତୀ ମ୍ୟାଚ୍‌ରେ ଶକ୍ତିଶାଳୀ ମୁମ୍ବାଇ ଇଣ୍ଡିଆନ୍ସକୁ...

Advertisement
Archives

Model This Week