Posted inଖେଳ

ସୁରେଶ ରାଇନାଙ୍କ ପରେ ଇଡି କାର୍ଯ୍ୟାଳୟରେ ହାଜର ହେଲେ ଧାଓ୍ବନ: ଜାଣନ୍ତୁ କ’ଣ ରହିଛି ମାମଲା…

ନୂଆଦିଲ୍ଲୀ,୫ା୯: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାଓ୍ବନ ବେଆଇନ ବେଟିଂ ଆପ୍‌ ସହ ସମ୍ପୃକ୍ତ ଥିବା ଟଙ୍କା ହେରଫେର ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଆଗରେ ହାଜର ହୋଇଛନ୍ତି। ସେ ସେଣ୍ଟ୍ରାଲ ଦିଲ୍ଲୀସ୍ଥିତ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥାର କାର୍ଯ୍ୟାଳୟରେ ହାଜର ହୋଇଥିଲେ। ବେଆଇନ ବେଟିଂ ଆପ୍‌ ୧Xବେଟ୍‌ ସହ ଜଡ଼ିତ ମାମଲାର ତଦନ୍ତ ପାଇଁ ପ୍ରିଭେନଶନ ଅଫ୍‌ ମନି ଲଣ୍ଡରିଂ ଆଇନ (ପିଏମ୍‌ଏଲ୍‌ଏ) ଅଧୀନରେ ତାଙ୍କ ବୟାନ ରେକର୍ଡ କରାଯାଇଛି।

କିଛି ନିର୍ଦ୍ଦିଷ୍ଟ ବିଜ୍ଞାପନ ଜରିଆରେ ୩୯ ବର୍ଷୀୟ ପୂର୍ବତନ ଓପନର ଆପ୍‌ ସହିତ ଯୋଡ଼ି ହୋଇଥିଲେ। ଇଡି ତାଙ୍କ ସମ୍ପୃକ୍ତିକୁ ବୁଝିବା ପାଇଁ ଉଦ୍ୟମ ଜାରି ରାଖିଛି। ଗତ ମାସରେ ପୂର୍ବତନ କ୍ରିକେଟର ସୁରେଶ ରାଇନାଙ୍କୁ ପଚରାଉଚୁରା କରାଯାଇଥିଲା। କେନ୍ଦ୍ର ସରକାର ଏକ ନୂଆ ଆଇନ ଜରିଆରେ ରିୟଲ ମନି ଅନଲାଇନ୍‌ ଗେମିଂକୁ ବ୍ୟାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗରିବଙ୍କୁ ଦିଆଯିବ ଫ୍ଲାଟ୍‌: ରାଜସ୍ବମନ୍ତ୍ରୀ

ଭୁବନେଶ୍ୱର,୨୨।୪ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ଗରିବ ତଥା ନିମ୍ନମଧ୍ୟବିତ୍ତ ଶ୍ରେଣୀର ଲୋକ ଯେପରି ଜମି ଓ ଘର ଖଣ୍ଡିଏ ପାଇବେ ସେଥିପ୍ରତି ସରକାର ଯତ୍ନବାନ ଅଛନ୍ତି।…

ସରକାରୀ ନିର୍ଦ୍ଦେଶକୁ ଉଲ୍ଲଂଘନ କରି ଉନ୍ନୟନ କାମ ଅଭିଯୋଗ

ଲୋଇସିଂହା,୨୨।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଯୋଗୀସର୍ଡା ଗ୍ରାମର ପ୍ରାଥମିକ କୃଷି ସମବାୟ ସମିତିର ଗୋଦାମ ଗୃହର ପୁନରୁଦ୍ଧାର ଓ ପାଚେରି କାମ ଗତ କିଛି ଦିନ…

କାଲିଠୁ ୨୫ ଯାଏ ସ୍କୁଲ ଛୁଟି: ହିଟ୍‌ ଓ୍ବେଭ୍‌କୁ ନେଇ ଏହି ଜିଲାରେ…

ଭୁବନେଶ୍ୱର,୨୧।୪: ରାଜ୍ୟରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ହିଟ ୱେଭ (Heat Wave) କୁ ଦୃଷ୍ଟିରେ ରଖି ଯାଜପୁର ଜିଲାପାଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି…

ପ୍ରସ୍ତାବ ଦେବା ବାହାନାରେ ବର୍ବରତାର ସୀମା ପାର୍, ପ୍ରେମିକଙ୍କୁ ବାନ୍ଧି ନିଆଁ ଲଗାଇଦେଲେ ପ୍ରେମିକା

ବେଙ୍ଗାଲୁରୁ୨୧।୪: ପ୍ରେମ ସମ୍ପର୍କ ସହିତ ଜଡିତ ଏକ ପ୍ରକୃତ ଭୟଙ୍କର ଏବଂ ହୃଦୟ ବିଦାରକ ଘଟଣା ବେଙ୍ଗାଲୁରୁରୁ ସାମ୍ନାକୁ ଆସିଛି। ଏହି ଘଟଣାରେ ଜଣେ ଯୁବତୀ ପ୍ରେମକୁ…

ଅମିନ ଚାକିରି କରାଇଦେବା ନାଁରେ ୭ ଲକ୍ଷ ଠକେଇ: ଟଙ୍କା ମାଗିବାରୁ ହତ୍ୟା ଉଦ୍ୟମ, ଅଭିଯୁକ୍ତ…

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର): ଚାକିରି କରାଇଦେବା ନାଁରେ ଲକ୍ଷ ଲକ୍ଷ ଟଙ୍କା ଠକେଇ ଏବଂ ପରବର୍ତ୍ତୀ ସମୟରେ ଅର୍ଥ ଫେରସ୍ତ ମାଗିବାରୁ ହତ୍ୟା ଉଦ୍ୟମ ଭଳି ଏକ…

ମଧ୍ୟାହ୍ନ ଭୋଜନରେ ବିଦ୍ୟାର୍ଥୀଙ୍କୁ ପରସା ଗଲା ଶୁଖିଲା ଭାତ-ଲୁଣ; ଶିକ୍ଷା ବିଭାଗର କଠୋର କାର୍ଯ୍ୟାନୁଷ୍ଠାନ, ଶିକ୍ଷକ…

ତୁମୁଡିବନ୍ଧ,୨୧।୪ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକର ଏକ ପ୍ରାଥମିକ ବିଦ୍ୟାଳୟରେ ଅଭାବନୀୟ ଘଟଣା ଏବେ ସାମ୍ନାକୁ ଆସିଛି। ମଧ୍ୟାହ୍ନ ଭୋଜନରେ ପିଲାଙ୍କୁ କେବଳ…

ସମ୍ପର୍କୀୟଙ୍କ ବିବାହ ଉତ୍ସବକୁ ଯାଉଥିଲେ ଦମ୍ପତି, ବାଇକ ଧକ୍କାରେ ଚାଲିଗଲା ଜୀବନ

ଆନନ୍ଦପୁର,୨୧।୪(ସୁଶାନ୍ତ କୁମାର ସାହୁ ): ସମ୍ପର୍କୀୟଙ୍କ ବିବାହ ଉତ୍ସବକୁ ଯାଉଥିବା ବେଳେ ବାଟରେ ଭୟଙ୍କର ଦୁର୍ଘଟଣା । ସ୍ବାମୀ, ସ୍ତ୍ରୀଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଆହତ…

୫ ବର୍ଷ ତଳେ ହୋଇଥିଲା ବିବାହ, ଭଡ଼ା ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର; ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ଆଣିଲେ…

କୋକସରା,୨୧।୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଲଡୁଗାଁ ଗ୍ରାମର ଏକ ଭଡ଼ା ଘରୁ ମଙ୍ଗଳବାର ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri