ନୂଆ ଇନିଂସ ଆରମ୍ଭ କରିବାକୁ ଯାଉଛନ୍ତି ଧାଓ୍ବନ

ଭାରତୀୟ କ୍ରିକେଟ ଦଳର ଓପନର୍‌ ଶିଖର ଧାୱନ ତାଙ୍କ ବଲିଉଡରେ ଡେବ୍ୟୁ କରିବାକୁ ପ୍ରସ୍ତୁତ ଅଛନ୍ତି। ତାଙ୍କୁ ଅଭିନେତ୍ରୀ ହୁମା କୁରେଶି ଏବଂ ସୋନାକ୍ଷୀ ସିହ୍ନାଙ୍କ ସହ ଫିଲ୍ମ ‘ଡବଲ ଏକ୍ସଏଲ’ରେ ଦେଖିବାକୁ ମିଳିବ। ଇନଷ୍ଟାଗ୍ରାମରେ ଏକ ପୋଷ୍ଟ କରି ହୁମା କୁରେଶି ଏହା ପ୍ରକାଶ କରିଛନ୍ତି। ‘ଡବଲ ଏକ୍ସଏଲ’ ଫିଲ୍ମ ହେଉଛି ଦୁଇଟି ପ୍ଲସ ସାଇଜ ମହିଳାଙ୍କ କାହାଣୀ। ସେ କିପରି ନିଜ ସ୍ବପ୍ନକୁ ପୂରଣ କରିବାକୁ ଚେଷ୍ଟା କରନ୍ତି, ଏହି ଫିଲ୍ମରେ ମଧ୍ୟ ଦର୍ଶାଯାଇଛି। ‘ଡବଲ ଏକ୍ସଏଲ’ ନିର୍ଦ୍ଦେଶନା ଦେଇଛନ୍ତି ସତରାମ ରମଣି। ଏଥିରେ ମୁଖ୍ୟ ଅଭିନେତା ଭାବରେ ଶିଖର ଧାୱନଙ୍କୁ ଦେଖିବାକୁ ମିଳିବ ନାହିଁ।
ଧାୱନଙ୍କ ଅଧିନାୟିକତ୍ୱରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଭାରତ ଦିନିକିଆ ସିରିଜ ବିଜୟୀ ହୋଇଛି। ଧାୱନ ଭାରତ ପାଇଁ ୩୪ଟି ଟେଷ୍ଟ ମ୍ୟାଚରେ ୨୩୧୫ ରନ ସଂଗ୍ରହ କରିଛନ୍ତି। ତାଙ୍କର ହାରାହାରି ୪୦.୬୧ ହୋଇଛି। ଟେଷ୍ଟରେ ତାଙ୍କ ନାମରେ ୭ ଶତକ ଏବଂ ପାଞ୍ଚ ଅର୍ଦ୍ଧଶତକ ଅଛି। ସେ ଦିନିକିଆରେ ୧୬୧ଟି ମ୍ୟାଚ ଖେଳିଛନ୍ତି। ଏହି ସମୟ ମଧ୍ୟରେ ହାରାହାରି ୪୫.୩୩ରେ ୬୬୬୪ ରନ ସ୍କୋର କରିଛନ୍ତି। ତାଙ୍କ ନାମରେ ୧୭ ଶତକ ଏବଂ ୩୮ ଅର୍ଦ୍ଧଶତକ ଅଛି। ୬୮ଟି ଟି-୨୦ରେ ଶିଖର ହାରାହାରି ୨୭.୨୯ରେ ୧୭୫୯ ରନ ସ୍କୋର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri