ବାପା ହେଲେ ଟେଲିପରଦାର ଏହି ହ୍ୟାଣ୍ଡସମ୍‌ ଅଭିନେତା

ବମ୍ବେ: ବାପା ହେଲେ ଟେଲି ପରଦାର ଲୋକପ୍ରିୟ ଧାରାବାହିକ ‘କୁଣ୍ଡଲୀ ଭାଗ୍ୟ’ ଫେମ୍‌ ଧୀରଜ ଧୁପର। ତାଙ୍କ ପତ୍ନୀ ବିନ୍ନି ଅରୋରା ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି। ଅଭିନେତା ଇନ୍‌ଷ୍ଟାଗ୍ରାମ ଜରିଆରେ ପ୍ରଶଂସକଙ୍କ ସହ ଖୁସିଖବର ବାଣ୍ଟିଛନ୍ତି। ଏହାପରଠାରୁ ସାଥୀ କଳାକାର ସାଙ୍ଗଙ୍କୁ ସମସ୍ତେ ତାଙ୍କୁ ଶୁଭେଚ୍ଛା ଜଣାଉଛନ୍ତି।

ତେବେ ଧୀରଜ ଏବଂ ବିନ୍ନି ପରସ୍ପରକୁ ୨୦୦୯ରେ ଏକ ଶୋ’ର ଶୁଟିଂ ସେଟ୍‌ରେ ଭେଟିଥିଲେ। ଏହାପରେ ସେମାନେ ବନ୍ଧୁ ପାଲଟିଥିଲେ। ଦୀର୍ଘ ୬ ବର୍ଷ ଧରି ପରସ୍ପରକୁ ଡେଟ୍‌ କରିବା ପରେ ୨୦୧୬ରେ ବିବାହ କରିଥିଲେ। ଚଳିତ ବର୍ଷ ଏପ୍ରିଲରେ ମାତାପିତା ହେବାକୁ ଯାଉଥିବା ନେଇ ଜଣାଇଥିଲେ। ସେବେଠାରୁ ବେବି ସାଓ୍ବାରରୁ ଆରମ୍ଭ କରି ମାର୍ଟରନିଟି ଫଟୋଶୁଟ୍‌ କରି ଅନେକ ଫଟୋ ପ୍ରଶଂସକଙ୍କ ସହ ଶେୟାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟୁଡ୍‌ ଫଟୋର ଫୋରେନ୍ସିକ ଯାଞ୍ଚ ହେବ

ମୁମ୍ବାଇ: ନ୍ୟୁଡ୍‌ ଫଟୋ ଶୁଟ୍‌ ବିବାଦ ବଲିଉଡ୍‌ ଅଭିନେତା ରଣବୀର ସିଂଙ୍କ ପିଛା ଛାଡ଼ୁନି। ରଣବୀରଙ୍କ ଫଟୋ ଭାଇରାଲ ହେବା ପରେ ପ୍ରଶଂସକ ଓ ଅନ୍ୟମାନେ...

ପ୍ରେମିକାଙ୍କ ସହ ବୁଲୁଥିଲେ ଟାଇଗର୍‌: ଗାଡି ରୋକିଲା ପୋଲିସ

ବଲିଉଡ ଅଭିନେତା ଟାଇଗର ଶ୍ରଫ୍‌ ନିକଟରେ ନିଜ ଗର୍ଲଫ୍ରେଣ୍ଡ ଦିଶା ପଟାନୀଙ୍କ ସହ ମୁମ୍ବାଇ ରାସ୍ତାରେ କାର୍‌ରେ ବୁଲୁଥିବାର ନଜର ଆସିଥିଲେ। ଏହି ସମୟରେ ପୋଲିସ...

୩ ଥର ବିବାହ କରିଛନ୍ତି ଏସବୁ ଅଭିନେତା

ବିବାହ ବନ୍ଧନରେ ଆବଦ୍ଧ ଏବଂ ବ୍ରେକ୍‌ କରିବା ବଲିଉଡ ଦୁନିଆରେ ବଡ କଥା ନୁହେଁ। ଇଣ୍ଡଷ୍ଟ୍ରିରେ ପ୍ରତିଦିନ ଏପରି ଖବର ଶୁଣିବାକୁ ମିଳେ। କିନ୍ତୁ ବଲିଉଡ୍‌ରେ...

ନୂଆ ଲୁକରେ ନଜର ଆସିଲେ କାର୍ତ୍ତିକ ଆର୍ଯ୍ୟନ

ମୁମ୍ବାଇ,୨୧।୧୨-ବଲିଉଡ ଅଭିନେତା କାର୍ତ୍ତିକ ଆର୍ଯ୍ୟନ ନୂଆ ଲୁକରେ ନଜର ଆସିଛନ୍ତି। ଏହି ଫଟୋ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଫଟୋରେ କାର୍ତ୍ତିକ ଲମ୍ବା...

ପ୍ରେମ ସପ୍ତାହରେ ଭାଙ୍ଗିଲା ସନାଙ୍କ ମନ: ମେଲଭିନ୍‌ଙ୍କଠାରୁ ଅଲଗା ହେଲେ

ବମ୍ବେ: ଚାରିଆଡ଼େ ପ୍ରେମ ସପ୍ତାହକୁ ନେଇ କ୍ରେଜ୍‌ ଥିବା ବେଳେ ପସନ୍ଦର ସାଥୀଙ୍କୁ ମନକଥା କହୁଛନ୍ତି ପ୍ରେମୀଯୁଗଳ। ହେଲେ ପ୍ରେମଦିବସ ଆସିବା ପୂର୍ବରୁ ଅଭିନେତ୍ରୀ ସନା...

ମାତ୍ର ୧୭ ବର୍ଷରେ ମିସ୍‌ ୟୁନିଭର୍ସ ଇଣ୍ଡିଆ ହୋଇଥିଲେ ଏହି ଅଭିନେତ୍ରୀ

ବଲିଉଡ୍‌ ଅଭିନେତ୍ରୀ ଉର୍ବଶୀ ରୌତେଲା ଆଜି ୨୭ତମ ଜନ୍ମଦିନ ପାଳନ କରୁଛନ୍ତି। ୧୯୯୪, ଫେବୃୟାରୀ ୨୫ରେ ଉତ୍ତରାଖଣ୍ଡର କୋଟଦ୍ୱାରରେ ସେ ଜନ୍ମଗହଣ କରିଥିଲେ। ଉର୍ବଶୀ ନିଜର...

ପ୍ରଥମ ଚଳଚ୍ଚିତ୍ର ପାଇଁ ଜାତୀୟ ପୁରସ୍କାର ଜିତିଥିଲେ ଏହି ଅଭିନେତା

ବଲିଉଡ୍‌ ଡିସ୍କୋ ଡ୍ୟାନ୍ସର ମିଥୁନ ଚକ୍ରବର୍ତ୍ତୀ ଆଜି ୬୮ ବର୍ଷରେ ପଦାର୍ପଣ କରିଛନ୍ତି। କୋଲକତାରୁ ମୁମ୍ବାଇ ଆସି ନିଜର ପରିଚୟ ସୃଷ୍ଟି କରିବା ପାଇଁ ତାଙ୍କୁ...

ଦେଡ଼ଶାଶୁଙ୍କ ସହ ରୋମାନ୍ସ କରିଛନ୍ତି ଏହି ଅଭିନେତା: ଆଜି ବି ମନେ ଅଛି ଏହି ହିଟ୍‌ ସିନ୍‌

ବଲିଉଡ ଫିଲ୍ମରେ ଅନେକ ଅଭିନେତା ଅଭିନେତ୍ରୀଙ୍କ ମଧ୍ୟରେ ଭଲ ସମ୍ପର୍କ ଥାଏ। କାମ ସମୟରେ ଅଭିନେତା ଏବଂ ଅଭିନେତ୍ରୀମାନଙ୍କ ମଧ୍ୟରେ ପ୍ରାୟତଃ ରୋମାଣ୍ଟିକ୍‌ ସିନ୍‌ ଦେଖିବାକୁ...

Advertisement
Archives

Model This Week