ବାପା ହେବାକୁ ଯାଉଛନ୍ତି ଟେଲି ପରଦାର ଏହି ହ୍ୟାଣ୍ଡସମ୍‌ ଅଭିନେତା

ବମ୍ବେ: ବାପା ହେବାକୁ ଯାଉଛନ୍ତି ଟେଲି ପରଦାର ଲୋକପ୍ରିୟ ଷ୍ଟାର ଧୀରଜ ଧୁପର। ପତ୍ନୀ ବିନ୍ନି ଅରୋରା ଏବଂ ସେ ଏହି ଖୁସିଖବରକୁ ପ୍ରଶଂସକଙ୍କ ସହ ବାଣ୍ଟିଛନ୍ତି। ସୋସିଆଲ ମିଡିଆରେ ଉଭୟ ପ୍ରଥମ ସନ୍ତାନକୁ ସ୍ବାଗତ କରିବାକୁ ବେଶ ଉତ୍ସାହିତ ଥିବା ନେଇ ପୋଷ୍ଟ ଲେଖିଛନ୍ତି। ହାତରେ ବିନ୍ନି ସୋନୋଗ୍ରାଫିର ଫଟୋ ଧରିଥିବା ଦେଖାଯାଉଛି। ଆସନ୍ତା ଅଗଷ୍ଟରେ ଏକ ଛୋଟ ଚମତ୍କାର ହେବାକୁ ଯାଉଛି ବୋଲି ସେମାନେ କ୍ୟାପଶନରେ ଲେଖିଛନ୍ତି।

ବିନ୍ନି ମଧ୍ୟ ପେସାରେ ଜଣେ ଅଭିନେତ୍ରୀ । ସେ ଅନେକ ଧାରାବାହିକ ରେ କାମ କରିଛନ୍ତି। ଧୀରଜଙ୍କ ସହ କାମ କରୁଥିବା ବେଳେ ତାଙ୍କ ପ୍ରେମରେ ପଡ଼ିଥିଲେ ବିନ୍ନି। ଦୀର୍ଘ ୭ ବର୍ଷ ଧରି ଡେଟିଂ କରିବା ପରେ ସେମାନେ ୨୦୧୬ରେ ବିବାହ କରିଥିଲେ। ନିକଟରେ ସେମାନେ ବିବାହର ପାଞ୍ଚ ବର୍ଷ ପୂର୍ତ୍ତିକୁ ସେଲିବ୍ରେଟ୍‌ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆସାମ ବନ୍ୟା ପୀଡିତଙ୍କୁ ୨ କୋଟି ଟଙ୍କା ଦେଲେ ଅକ୍ଷୟ

ମୁମ୍ବାଇ,୧୮।୭: ବଲିଉଡ୍‌ ଖିଲାଡି ବୟେ ଅକ୍ଷୟ କୁମାରଙ୍କ ବଦାନ୍ୟତା ପୁଣି ଥରେ ଦେଖିବାକୁ ମିଳିଛି। ଆସାମ ବନ୍ୟା ପୀଡିତ ଓ କାଜିରଙ୍ଗା ନ୍ୟାସନାଲ ପାର୍କର ପୁନରୁଦ୍ଧାର...

ସାଉଥ୍‌ରେ ଧମାଲ ମଚେଇବେ କିଙ୍ଗ ଖାନ୍‌

ମୁମ୍ବାଇ: ବଲିଉଡ୍ କିଙ୍ଗ ଖାନ୍ ଶାହାରୁଖଙ୍କ ହାତରେ ଏବେ କେତେ ଗୁଡିଏ ଅଫର ରହିଛି । ସେଥିମଧ୍ୟରୁ ସାଉଥ୍ ମୁଭିରେ ତାଙ୍କର ଅଭିନୟକୁ ନେଇ ଏବେ...

ବିଗ୍‌ବସ୍‌ ମଞ୍ଚରେ ଗୁତ୍ଥିଙ୍କୁ ବିବାହ କଲେ ସଲମାନ !

ବମ୍ବେ: ଦବଙ୍ଗ ଖାନ୍‌ ସଲମାନ କେବେ ବିବାହ କରିବେ ତାହା ଏବେ ବି ପ୍ରଶ୍ନ ହୋଇ ରହିଛି। ତାଙ୍କୁ ଏନେଇ ଅନେକ ଥର ପଚରା ଯାଇଥିଲେ...

ଏହି ଫିଲ୍ମ ଦେଖିବାକୁ ଅପେକ୍ଷା କରିଛନ୍ତି ସଚିନ ତେନ୍ଦୁଲକର

ଭାରତୀୟ ମହିଳା କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମିତାଲି ରାଜଙ୍କ ଜୀବନୀ ଉପରେ ଆଧାରିତ ‘ଶାବାସ ମିଠୁ’ ଫିଲ୍ମର ଟ୍ରେଲର ମୁକ୍ତିଲାଭ କରିଛି। ଟ୍ରେଲରକୁ ସୋସିଆଲ...

ଜୀବନ ଯୁଦ୍ଧରେ ହାରିଗଲେ ଏହି ଅଭିନେତା: ମୃତ୍ୟୁର କିଛି ଘଣ୍ଟା ପୂର୍ବରୁ କରିଥିଲେ ହୃଦୟ ବିଦାରକ ପୋଷ୍ଟ

ଅଭିନେତା ରାହୁଲ ବୋହରା ଜୀବନ ଯୁଦ୍ଧରେ ହାରି ଯାଇଛନ୍ତି। ସେ ଦୀର୍ଘ ଦିନ ଧରି କରୋନା ସହିତ ଲଢୁଥିଲେ। ମୃତ୍ୟୁର କିଛି ଘଣ୍ଟା ପୂର୍ବରୁ ରାହୁଲ...

ଅଗଷ୍ଟ ୧୧ରେ ଅକ୍ଷୟଙ୍କ ‘ଓଏମ୍‌ଜି ୨’

ମୁମ୍ବାଇ: ବଲିଉଡ୍‌ ଅଭିନେତା ଅକ୍ଷୟ କୁମାରଙ୍କୁ କିଛି ବର୍ଷର ଅନ୍ତର ପରେ ପୁଣିଥରେ ବଡ଼ ପରଦାରେ ଦେଖିବାକୁ ମିଳିବ। ଏନେଇ ଅକ୍ଷୟ ନିକଟରେ ତାଙ୍କ ଆଗାମୀ...

ଦେଶର ଅପମାନ କରିନାହିଁ, ଭାରତୀୟ ବୋଲି ମୁଁ ଗର୍ବ କରେ: ବୀର୍‌ ଦାସ

ବମ୍ବେ: ବିବାଦରେ ଅଭିନେତା ତଥା ଷ୍ଟାଣ୍ଡ ଅପ୍‌ କମେଡିଆନ୍‌ ବୀର ଦାସ। ଓ୍ବାଶିଂଟନ ଡିସିରେ ‘ଜନ୍‌ ଏଫ୍‌ କୈନେଡି ସେଣ୍ଟର ଫର୍‌ ଦ ପରଫର୍ମିଂ ଆଟ୍ସ’ରେ...

ବୈବାହିକ ଜୀବନରେ ସଫଳ ହୋଇ ନଥିଲେ ହିମେଶ: ପୁଅ ଥାଇବି ପ୍ରଥମ ସ୍ତ୍ରୀଙ୍କୁ ଦେଇଥିଲେ ଛାଡ଼ପତ୍ର

ବଲିଉଡ୍‌ ଗାୟକ ହିମେଶ ରେଶ୍‌ମିଆ ଅନେକ ହିଟ୍‌ ଗୀତ ଗାଇଛନ୍ତି। ତାଙ୍କ ଗୀତ ପ୍ରାୟ ହିଟ୍‌ ହୋଇଥାଏ। ତେବେ ସେ କେବେ ଗାୟକ ହେବାକୁ ଚାହୁଁ...

Advertisement
Archives

Model This Week