ଢେଙ୍କାନାଳ: ଝିଅକୁ ଅସଦାଚରଣ କରିବାରୁ ଯୁବକକୁ ହତ୍ୟା କଲେ ବାପା

କାମାକ୍ଷାନଗର,୧୯ା୧: ଢେଙ୍କାନାଳ ଜିଲା କାମାକ୍ଷାନଗରରେ ଝିଅକୁ ଅସଦାଚରଣ ଅଭିଯୋଗରୁ ଜଣେ ଯୁବକଙ୍କୁ ପିଟି ହତ୍ୟା କରାଯାଇଛି। ଅଭିଯୁକ୍ତ ବାପା ପରଜଙ୍ଗ ଥାନା ଅନ୍ତର୍ଗତ ଦଦରାଘାଟି ଫାଣ୍ଡିରେ ଆତ୍ମସମର୍ପଣ କରିଛନ୍ତି। ମୃତ ଯୁବକ ଦଦରାଘାଟି ଫାଣ୍ଡି ଅନ୍ତର୍ଗତ ଆଖୁଆପାଳ ପଞ୍ଚାୟତ ୧ ନଂ କଲୋନୀର ବାସିନ୍ଦା ଥିବା ବେଳେ ଅଭିଯୁକ୍ତ ହତ୍ୟାକାରୀ ଆଖୁଆପାଳ ପଞ୍ଚାୟତ ମୋହନପଶି ଗାଁରେ ରୁହନ୍ତି। ମୃତକଙ୍କ ବାପା ଅଭିଯୋଗ କରିଛନ୍ତି ଯେ, ୧୦ ଜଣଙ୍କ ଏକ ଦଳ ମିଶି ସଂଘବଦ୍ଧ ଭାବେ ଏହି ହତ୍ୟାକାଣ୍ଡକୁ ସଂଘଟିତ କରିଛନ୍ତି। ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନଦୀରେ ଭାସିଗଲେ ଗୋପାଳକ, ଅଗ୍ନିଶମ ବିଭାଗ ପକ୍ଷରୁ ଚାଲିଛି ଖୋଜାଖୋଜି

ପଦ୍ମପୁର,୨୨।୭ (ପ୍ରଦୀପ୍ତ ଦାଶ) : ପଦ୍ମପୁର ଉପଖଣ୍ଡ ଜଗଦଳପୁର ଥାନା ଅନ୍ତର୍ଗତ ସମ୍ବଲପୁରୀ ଗ୍ରାମ ନିକଟରେ ଥିବା ଅଙ୍ଗନଦୀରେ ଭାସିଯାଇ ଜଣେ ଗୋପାଳକ ନିଖୋଜ ହୋଇଥିବା ଘଟଣା…

ଭଟାପଲାକୁ ନୂତନ ଗ୍ରାମ ପଞ୍ଚାୟତ ମାନ୍ୟତା ଦାବି ଜୋରଦାର: ଲିଖିତ ଦାବିପତ୍ର ଦାଖଲ

କର୍ଲାମୁଣ୍ଡା,୨୨।୭(ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଭଟାପଲାକୁ ସୱତନ୍ତ୍ର ଗ୍ରାମ ପଞ୍ଚାୟତର ମାନ୍ୟତା ପ୍ରଦାନ କରିବା ଦାବିରେ ଅଞ୍ଚଳବାସୀଙ୍କ ସୱର ଦିନକୁ ଦିନ ଜୋରଦାର ହେଉଛି। ଦୀର୍ଘଦିନ…

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

ରୋଷେଇ ଘରେ ଇଥାନଲ

ମଣିଷ ଆଦିମ ଯୁଗରେ ପଥରକୁ ପଥରରେ ଘସି ନିଅଁା ବାହାର କରିଥିଲା। ସେବେଠାରୁ ତାହାର ଅନୁସନ୍ଧିତ୍ସୁ ମନ ବିକଳ୍ପ ବାହାର କରିବାରେ ଲାଗିରହିଛି। ବର୍ତ୍ତମାନର ସ୍ଥିତିକୁ ଦେଖିଲେ…

ଆନ୍ଦୋଳନ, ଇସ୍ତଫା ଦାବି ଉପରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରଥମ ବଡ଼ ବୟାନ, କହିଲେ ଏମିତି… ରାଜନୀତି ହଲଚଲ

ନୂଆଦିଲ୍ଲୀ,୨୨।୭: କଂଗ୍ରେସ ସାଂସଦ ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ପ୍ରଧାନମନ୍ତ୍ରୀ ବାସଭବନ ବାହାରେ ଧାରଣା ପ୍ରଦର୍ଶନକୁ ନେଇ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ…

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ରାହୁଲଙ୍କ ନାକରୁ ବାହାରିଲା ରକ୍ତ: ଅଟକରୁ ମୁକ୍ତ ହେବା ପରେ ପିଏମ ମୋଦିଙ୍କୁ ଏମିତି ମେସେଜ୍‌ ଦେଲେ ରାହୁଲ

ନୂଆଦିଲ୍ଲୀ,୨୨।୭: ପ୍ରଧାନମନ୍ତ୍ରୀ ବାସବଭନ ବାହାରେ ଛାତ୍ରୀଛାତ୍ରଙ୍କ ବିଭିନ୍ନ ପ୍ରସଙ୍ଗକୁ ନେଇ ହୋଇଥିବା ପ୍ରତିବାଦ ପ୍ରଦର୍ଶନ ପରେ ହାଜତକୁ ନିଆଯାଇଥିବା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri