ଆଜି ଢେଙ୍କାନାଳ ବନ୍ଦ: ଟିପିସିଓଡିଏଲ୍‌ର ଶୋଷଣକୁ ନେଇ ପ୍ରତିବାଦ

ଢେଙ୍କାନାଳ,୧୭ା୧୧(ରତନ ନାୟାର):ଟିପିସିଓଡିଏଲ୍‌ର ଶୋଷଣ ପ୍ରତିବାଦରେ ବିଦ୍ୟୁତ୍‌ ଉପଭୋକ୍ତା କ୍ରିୟାନୁଷ୍ଠାନ କମିଟି ଢେଙ୍କାନାଳ ପକ୍ଷରୁ ଜିଲା ଓକିଲ ସଂଘ ଆବାହକତ୍ୱରେ ସୋମବାର ଢେଙ୍କାନାଳ ବନ୍ଦ ଡାକରା ଦିଆଯାଇଛି। ସକାଳ ୬ରୁ ସନ୍ଧ୍ୟା ୬ ପର୍ଯ୍ୟନ୍ତ ଏହି ବନ୍ଦ ପାଳନ ହେବ। ଏଥିପାଇଁ ସହର ମଧ୍ୟରେ ବିଦ୍ୟୁତ ଉପଭୋକ୍ତା କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ମାଇକ୍‌ ପ୍ରଚାର, ଲିଫ୍‌ଲେଟ ବଣ୍ଟନ ଓ ପଥପ୍ରାନ୍ତ ସଭା ଆଦି ଅନୁଷ୍ଠିତ ହୋଇଛି ା ମିଟର ଖରାପ ଆଳରେ ଅତ୍ୟଧିକ ଫାଇନ ଆଦାୟ ଏବଂ ସ୍ମାର୍ଟ ମିଟର ବାଧ୍ୟତାମୂଳକ କରିବା ଏବଂ କୌଣସି କାରଣ ନ ଥାଇ ଅଘୋଷିତ ବିଦ୍ୟୁତ୍‌ କାଟ ଓ ଉପଭୋକ୍ତାଙ୍କୁ ଦୁର୍ବ୍ୟବହାର ପ୍ରଦର୍ଶନ ଆଦି ପ୍ରତିବାଦରେ ଏହି ବନ୍ଦ ପାଳନ କରାଯିବ ବୋଲି କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ସୂଚନା ଦିଆଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ଟ୍ରମ୍ପଙ୍କୁ ଜୋରଦାର ଝଟ୍‌କା, ବଡ଼ ଘୋଷଣା କରି ବିଶ୍ୱରେ ପକାଇଲେ ଚହଳ

ଓ଼୍ବାଶିଂଟନ,୧୭।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ପ୍ରଶାସନକୁ ଏକ ବଡ଼ ଝଟକା ଲାଗିଛି। ଆମେରିକାର ଜାତୀୟ ଆତଙ୍କବାଦ ବିରୋଧୀ କେନ୍ଦ୍ରର ନିର୍ଦ୍ଦେଶକ ଜୋ…

PSL 2026: ହାଇଦ୍ରାବାଦ ଅଧିନାୟକ ହେଲେ ମାର୍ନସ ଲାବୁସେନ, ଚମକାଇଲା ନିଷ୍ପତ୍ତି

କରାଚୀ,୧୭।୩: ଅଷ୍ଟ୍ରେଲିଆର ଷ୍ଟାର୍‌ ବ୍ୟାଟର ମାର୍ନସ ଲାବୁସେନ ପ୍ରଥମ ଥର ପାଇଁ ପାକିସ୍ତାନ ସୁପର ଲିଗ (PSL) ଖେଳିବାକୁ ଯାଉଛନ୍ତି। ତେବେ ଆଶ୍ଚର୍ଯ୍ୟର କଥା ହେଉଛି, ପଦାର୍ପଣ…

ଭେଲିଡେସନ ଆକ୍ଟକୁ ବିରୋଧ, ମାର୍ଚ୍ଚ ୨୫କୁ କଳା ଦିବସ ଭାବେ ପାଳିବେ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର

ଭଞ୍ଜନଗର,୧୭ା୩(ବାବୁଲା ପ୍ରଧାନ): ଭଞ୍ଜନଗର ଓଡିଶା ସେବା ନିବୃତ୍ତ କର୍ମଚାରୀ ଓ ଶିକ୍ଷକ ବିକାଶ ମଞ୍ଚ ଆନୁକୂଲ୍ୟରେ ଭଞ୍ଜନଗରଠାରେ ସଂଘ ସଭାପତି ବିଭୂତି ଭୂଷଣ ଜେନାଙ୍କ ଅଧ୍ୟକ୍ଷତାରେ ସୋମବାର…

ଗଙ୍ଗାରେ ଇଫତାର୍‌ ପାର୍ଟିକୁ ନେଇ ତେଜିଲା ବିବାଦ, ଡ଼ଙ୍ଗାରେ ବସି ଚିକେନ ବିରିୟାନୀ ଖାଇବା ଅଭିଯୋଗ ପରେ…

ବାରାଣସୀ,୧୭।୩: ପବିତ୍ର ଗଙ୍ଗା ନଦୀରେ ଡ଼ଙ୍ଗା ଉପରେ ଇଫତାର୍‌ ପାର୍ଟି ଏବଂ ଆମିଷ ସେବନକୁ ନେଇ ଉତ୍ତର ପ୍ରଦେଶର ବାରାଣସୀରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ସୋସିଆଲ…

ରାସ୍ତା, ଷ୍ଟ୍ରିଟ୍‌ ଲାଇଟ୍‌ ସମସ୍ୟା ସମାଧାନ ଦାବି

ନନ୍ଦପୁର,୧୭ା୩(ତୁଷାର କାନ୍ତ ମହାନ୍ତି)-ନନ୍ଦପୁର ବ୍ଲକ ପ୍ରଶାସନ ପକ୍ଷରୁ ବ୍ଲକ ସଦର ମହକୁମା ପଞ୍ଚାୟତରେ ଜନଶୁଣାଣି ଶିବିର ସୋମବାର ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଦୁର୍ଗାପ୍ରସାଦ ଦୋରା, ସରପଞ୍ଚ…

ବଟେଶ୍ୱରକୁ ସଂଯୋଗ ରାସ୍ତା ନିର୍ମାଣ କାର୍ଯ୍ୟ ବିଳମ୍ବ

ଗଞ୍ଜାମ,୧୭ା୩(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ କଣ୍ଟିଆଗଡ଼ ନିକଟରେ ଅବସ୍ଥିତ ପ୍ରସିଦ୍ଧ ବଟେଶ୍ୱର ପୀଠରୁ ୧୬ନଂ. ଜାତୀୟ ରାଜପଥକୁ ସଂଯୋଗ ନିମନ୍ତେ ନିର୍ମାଣଧୀନ ରାସ୍ତା କାର୍ଯ୍ୟ…

ରୋହିତଙ୍କ ପାଇଁ ମୁମ୍ବାଇ ଇଣ୍ଡିଆନ୍ସର ସ୍ବତନ୍ତ୍ର ପ୍ଲାନ! କେମିତି ଖେଳିବେ ସେ ନେଇ ସ୍ପଷ୍ଟ କଲେ ହେଡ୍‌ କୋଚ୍‌

ମୁମ୍ବାଇ,୧୭।୩: ଇଣ୍ଡିଆନ ପ୍ରିମିୟର ଲିଗ (IPL) ୨୦୨୬ ପାଇଁ ପ୍ରସ୍ତୁତି ଏବେ ଜୋରଦାର ଚାଲିଛି। ମୁମ୍ବାଇ ଇଣ୍ଡିଆନ୍ସର ପୂର୍ବତନ ଅଧିନାୟକ ତଥା ଷ୍ଟାର୍‌ ବ୍ୟାଟର ରୋହିତ ଶର୍ମା…

ଚାଷୀ ଆଣିଲେ ବଡ଼ ଅଭିଯୋଗ

ବଞ୍ଚୋ,୧୭ା୩(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର କ୍ଷୁଦ୍ରଜଳସେଚନ ଅଧୀନ ପାଇକଚାଟ୍ରା କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ନେଇ ଗୁରୁତର ଅନିୟମିତତା ଅଭିଯୋଗ ସାମ୍ନାକୁ ଆସିଛି। ପାଣି ପଞ୍ଚାୟତ ଗଠନରେ ଅଣଚାଷୀମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri