ଧୀରେନ ବିୱାଇଜେଡି ବାଲେଶ୍ୱର ଜୋନ୍‌ ଗଣମାଧ୍ୟମ ସାଧାରଣ ସମ୍ପାଦକ

ବାଲେଶ୍ୱର ଅଫିସ, ୧।୯: ବିଜୁ ଯୁବ ଜନତା ଦଳ (ବିୱାଇଜେଡି) ପକ୍ଷରୁ ବାଲେଶ୍ୱର ଜୋନ୍‌ର ବିଭିନ୍ନ ପଦପଦବୀ ପାଇଁ ସାଙ୍ଗଠନିକ ଭାବେ ଘୋଷଣା କରାଯାଇଛି। ଗଣମାଧ୍ୟମ ସାଧାରଣ ସମ୍ପାଦକ ଭାବେ ଧୀରେନ ନାୟକଙ୍କ ନାମ ବିଜେଡିର ବାଲେଶ୍ୱର ଜୋନ ସଭାପତି ଜୟରାମ ଦାସ ସୁପାରିଶ କରିଥିଲେ। ରାଜ୍ୟ ବିଜୁ ଯୁବ ଜନତା ଦଳ ସଭାପତି ବ୍ୟୋମକେଶ ରାୟ ମୋହର ମାରିଛନ୍ତି। ସେହିପରି ଦଳର ବାଲେଶ୍ୱର ଜୋନ୍‌ କମିଟି ଉପସଭାପତି ଭାବେ ୫, ସାଧାରଣ ସମ୍ପାଦକ ୧୧, ସମ୍ପାଦକ ୧୧ ଏବଂ ସୋସିଆଲ ମିଡ଼ିଆ ସଂଯୋଜକ ଭାବେ ୨ଜଣ ମନୋନୀତ ହୋଇଛନ୍ତି।

ଏହି ଅବସରରେ ଆୟୋଜିତ ବନ୍ଧୁମିଳନରେ ଗଣମାଧ୍ୟମ ସାଧାରଣ ସମ୍ପାଦକ ନାୟକ ଦଳ ତାଙ୍କ ଉପରେ ବିଶ୍ୱାସ ରଖି ଏହି ଗୁରୁତ୍ୱପୂର୍ଣ୍ଣ ପଦବୀ ପ୍ରଦାନ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ପ୍ରଦାନ କରିଛନ୍ତି। ଏଥିସହିତ ସେ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବପ୍ରକାଶ ଦାସ, ଶିଳ୍ପମନ୍ତ୍ରୀ ତଥା ବାଲେଶ୍ୱର ପର୍ଯ୍ୟବେକ୍ଷକ ପ୍ରତାପ କେଶରୀ ଦେବ, ରାଜ୍ୟସଭା ଏମ୍‌ପି ମାନସ ରଞ୍ଜନ ମଙ୍ଗରାଜ, ରାଜ୍ୟ ସାଧାରଣ ସମ୍ପାଦକ ତଥା ଯୁବଛାତ୍ର ବ୍ୟାପାର ପ୍ରଣବ ବଳବନ୍ତରାୟ, ପର୍ଯ୍ୟଟନମନ୍ତ୍ରୀ ଅଶ୍ୱିନୀ ପାତ୍ର, ବାଲେଶ୍ୱର ବିଧାୟକ ସ୍ବରୂପ କୁମାର କୁମାର ଦାସ, ବିଜେଡି ଜିଲା ସଭାପତି ଇଂ. ରବୀନ୍ଦ୍ର କୁମାର ଜେନା ପ୍ରମୁଖଙ୍କୁ କୃତଜ୍ଞତା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମସ୍ୟା ଘେରରେ ଡୁମେରମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ଗେଟ ଆଗରେ ବସିଲେ ଛାତ୍ରୀଛାତ୍ର

ଲାଞ୍ଜିଗଡ଼, ୧୨।୧୦ (ରମେଶ ଚନ୍ଦ୍ର ନାୟକ): ବିଦ୍ୟାଳୟରେ ନାହିଁ ପିଇବା ପାଣିର ସୁବିଧା, ବିଜୁଳି ସଂଯୋଗ ଓ ସୁରକ୍ଷା ପାଚେରୀ। ଶୌଚାଳୟ ଓ ଜଳର ସୁବ୍ୟବସ୍ଥା ନଥିବାରୁ…

ଦକ୍ଷିଣ ଓଡ଼ିଶା ଜୋନ-ଏ କ୍ରିକେଟ ଟୁର୍ନାମେଣ୍ଟ: ପୋଡ଼ାମାରିକୁ ହରାଇ ପାଟପୁର ଚାମ୍ପିୟନ

ଦିଗପହଣ୍ଡି,୧୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁରସ୍ଥିତ ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଚାଲିଥିବା ଦକ୍ଷିଣ ଓଡ଼ିଶା ଜୋନ-ଏ ଆନ୍ତଃ…

ଜଙ୍ଗଲକୁ କାଠ ପାଇଁ ଯାଉଥିଲେ ସୁଲୋଚନା, ନଦୀ ପାର୍‌ ହେବା ସମୟରେ ଘଟିଲା…

ମୋହନା.,୧୨।୧୦(ମନ୍ମଥ ମିଶ୍ର): ନଦୀ ପାର ହେବା ସମୟରେ ଭାସି ଯାଇ ମହିଳାଙ୍କ ମୃତ୍ୟୁ ଘଟିଛି l ଏଭଳି ଏକ ଦୁଃଖଦ ଘଟଣା ଘଟିଛି ଗଜପତି ଜିଲା ରା…

ମାଣିକେଶ୍ୱରୀ ଛକ ନିକଟରୁ ମିଳିଲା ଅଜଣା ବୃଦ୍ଧାଙ୍କ ମୃତଦେହ: ବଢୁଛି ସନ୍ଦେହ

ଭବାନୀପାଟଣା,୧୨।୧୦(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସହର ମାଣିକେଶ୍ୱରୀ ଛକ ଯାତ୍ରୀ ପ୍ରେକ୍ଷାଳୟରୁ ସୋମବାର ଅପରାହ୍ନରେ ଜଣେ ଅଜଣା ବୃଦ୍ଧାଙ୍କ ମୃତଦେହ ଉଦ୍ଧାର ହୋଇଛି। ଖବର ପାଇ…

ଥୁଆମୂଳ ରାମପୁରରେ ୧୭ ଦିନ ହେଲା ପାନୀୟ ଜଳ ସଙ୍କଟ: ‘ପାଣ୍ଠି ଅଭାବ’ ସଫେଇକୁ ନେଇ ଅସନ୍ତୋଷ

ଥୁଆମୂଳ ରାମପୁର, ୧୨।୧୦ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସଙ୍କଟ ଗୁରୁତର ରୂପ ନେଇଛି। ‘ବସୁଧା’ ଯୋଜନାରେ ଜଳ…

୧୩ରୁ ୨୨ ଯାଏ ୧୦ ଟ୍ରେନ୍‌ ବାତିଲ, କେଉଁ କେଉଁ ଟ୍ରେନ୍‌ ହେଲା ବାତିଲ୍‌ ଜାଣନ୍ତୁ…

ଜୟପୁର,୧୨ା୧୦(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ମାଳିଗୁଡ଼ା ଓ ଛତ୍ରୀପୁଟ ରେଳ ଷ୍ଟେଶନ ମଧ୍ୟରେ ଭୂସ୍ଖଳନ ଯୋଗୁ ଚାଲିଥିବା ପୁନରୁଦ୍ଧାର କାର୍ଯ୍ୟ ପାଇଁ ପୂର୍ବତଟ ରେଲଓ୍ବେ ରାୟଗଡ଼ା…

ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ ଚଳଚଞ୍ଚଳ: ସଭାପତି ପଦ ପାଇଁ ୪ ପ୍ରାର୍ଥୀ, ଏବିଭିପିର ପ୍ରଚାର ଜୋରଦାର

ପାଟଣା, ୧୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲ୍ଲା ସ୍ୱାମପାଟଣା ଆଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନକୁ ନେଇ ପ୍ରଚାର ଜୋରଦାର ହୋଇଛି। ଆସନ୍ତା ୧୫ ତାରିଖରେ…

ଗ୍ରୋସରୀ ଦୋକାନରୁ ଦେଢ଼ ଲକ୍ଷ ଟଙ୍କା ଲୁଟ୍‌, ଜଣେ ଗିରଫ

ହାଟଡିହୀ/ଛେନାପଦୀ, ୧୨।୧୦ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ-ଜଳକଳଙ୍ଗ ବଜାରରେ ବ୍ୟାଙ୍କ ନିକଟରେ ଥିବା ଏକ ଗ୍ରୋସରୀ ଦୋକାନରୁ ଦେଢ଼ ଲକ୍ଷ ଟଙ୍କା ଲୁଟ୍‌ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?