Posted inଖେଳ

ଧୋନୀ, କୋହଲିଙ୍କୁ ପଛରେ ପକାଇଲେ ପାକିସ୍ତାନ ଖେଳାଳି

ଜୋହାନ୍ସବର୍ଗ, ୪ା୪- ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଦିନିକିଆ ମ୍ୟାଚ୍‌ରେ ଫଖର ଜାମନ ଖେଳିଥିଲେ ୧୯୩ ରନ୍‌ର ଇନିଂସ। ତାଙ୍କର ଏହି ପାଳିରେ ସାମିଲ ଥିଲା ୧୮ ଚୌକା ଓ ୧୦ ଛକା। ଦିନିକିଆ ମ୍ୟାଚ୍‌ରେ ଟାର୍ଗେଟର ପିଛା କରୁଥିବାବେଳେ ଏହା ଯେକୌଣସି ବ୍ୟାଟ୍ସମ୍ୟାନଙ୍କ ଲାଗି ଅନ୍ତର୍ଜାତୀୟ ସ୍ତରରେ ସର୍ବାଧିକ ବ୍ୟକ୍ତିଗତ ସ୍କୋର। ଏହି ଧାରାରେ ମହେନ୍ଦ୍ର ସିଂ ଧୋନୀ ଓ ବିରାଟ କୋହଲିଙ୍କୁ ପଛରେ ପକାଇ ଦେଇଛନ୍ତି ପାକିସ୍ତାନ ଓପନର।

୨୦୦୫ରେ ଜୟପୁରଠାରେ ଶ୍ରୀଲଙ୍କା ବିପକ୍ଷରେ ଧୋନୀ ଖେଳିଥିଲେ ୧୮୩ ରନ୍‌ର ନଟ୍‌ଆଉଟ୍‌ ପାଳି। ସେହିଭଳି କୋହଲି ୨୦୧୨ରେ ବାଂଲାଦେଶ ବିପକ୍ଷରେ ୧୮୩ ରନ କରିଥିଲେ। ଦୁଇ ବ୍ୟାଟ୍ସମ୍ୟାନଙ୍କ କ୍ୟାରିୟରର ତାହା ଶ୍ରେଷ୍ଠ ଦିନିକିଆ ଇନିଂସ। ତେବେ ଦିନିକିଆ ମ୍ୟାଚ୍‌ର ଦ୍ୱିତୀୟ ପାଳିରେ ସର୍ବାଧିକ ରନ୍‌ କରିବାର ରେକର୍ଡ ପୂର୍ବରୁ ଅଷ୍ଟ୍ରେଲିଆର ଶେନ ଓ୍ବାଟଶନଙ୍କ ନାମରେ ଥିଲା। ସେ ୨୦୧୧ରେ ମିରପୁରଠାରେ ବାଂଲାଦେଶ ବିପକ୍ଷରେ ୧୮୫ * ରନ୍‌ର ଇନିଂସ ଖେଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୮୮ ବଲ୍‌ରେ ୫୨ ରନ୍‌ କଲେ ଅନୁଷ୍କା ଶର୍ମା

ନୂଆଦିଲ୍ଲୀ,୩।୧୧: କ୍ରିକେଟ ଏବଂ ଟିମ ଇଣ୍ଡିଆ ସହିତ ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମାଙ୍କୁ ସାଧାରଣତଃ ଯୋଡା ଯାଇଥାଏ। କାରଣ ଅଧିନାୟକ ବିରାଟ କୋହଲିଙ୍କ ସ୍ତ୍ରୀ ହେଉଛନ୍ତି...

ବିଶ୍ୱରେ କେଉଁ ସ୍ଥାନରେ କରିଛନ୍ତି ଶତକ, ତାହା ଦେଖାଇବା ପାଇଁ ଦେହରେ ବିଶ୍ୱ ମ୍ୟାପ ଟାଟୁ

ଅନ୍ତର୍ଜାତୀୟ କ୍ରିକେଟରେ ନିଜ ସଫଳତାକୁ ସର୍ବଦା ମନେ ରଖିବା ପାଇଁ ଦେହରେ ବିଶ୍ୱ ମ୍ୟାପ୍‌ ଟାଟୁ କରିଛନ୍ତି ଇଂଲଣ୍ଡର ପୂର୍ବତନ ଷ୍ଟାଇଲିସ୍‌ ବ୍ୟାଟ୍ସମ୍ୟାନ କେଭିନ ପିଟରସନ।...

ପ୍ରଥମ ଟେଷ୍ଟ: ୪୩୧ ରନ୍‌ରେ ଦକ୍ଷିଣ ଆଫ୍ରିକା ଅଲ୍‌ଆଉଟ୍‌; ଦ୍ୱିତୀୟ ଇନିଂସରେ ଭାରତ ୧୦୨/୧

ବିଶାଖାପାଟଣା,୫।୧୦: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ତିନି ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ର ପ୍ରଥମ ମୁକାବିଲା ସ୍ଥାନୀୟ ଏସିଏ-ବିଡିସିଏ ଷ୍ଟାଡିଏମ୍‌ରେ ଖେଳାଯାଉଛି। ଭାରତ...

ରିଦ୍ଧିମାନ ଆହତ: କିପିଂ କଲେ ପନ୍ତ

ରାଞ୍ଚି,୨୨।୧୦(ପି.ଟି.)- ଚଳିତ ତୃତୀୟ ଟେଷ୍ଟରେ ଦକ୍ଷିଣ ଆଫ୍ରିକାର ଦ୍ୱିତୀୟ ଇନିଂସ ଅବସରରେ ଭାରତୀୟ ଉଇକେଟକିପର ରିଦ୍ଧିମାନ ଶାହା ବାମହାତ ବୁଢ଼ା ଆଙ୍ଗୁଠିରେ ଆଘାତ ପାଇଛନ୍ତି। ତୃତୀୟ...

କ୍ରିକେଟର୍‌ଙ୍କୁ କରୋନା ଭୟ: ଆଇପିଏଲ୍‌ରୁ ଓହରିଲେ ଆଉ ୨ କ୍ରିକେଟର୍‌

ମୁମ୍ବାଇ,୨୬।୪: ଏବେ ଭାରତରେ କରୋନା କାୟା ବିସ୍ତାର କରିଛି। ଏହାର ପ୍ରଭାବ ଆଇପିଏଲ୍‌ରେ ଦେଖିବାକୁ ମିଳିଛି। କରୋନା ଭୟରେ ଜଣେ ପରେ ଜଣେ ଖେଳାଳି ଆଇପିଏଲ୍‌ରୁ...

ଆଇସିସିର ବାଉଣ୍ଡାରୀ ନିୟମ ପରିବର୍ତ୍ତନକୁ ନିଶାମଙ୍କ ପରିହାସ

ନୂଆଦିଲ୍ଲୀ, ୧୬।୧୦ (ପି.ଟି.)- ବିବାଦୀୟ ବାଉଣ୍ଡାରୀ କାଉଣ୍ଟ ନିୟମ ପରିବର୍ତ୍ତନ କରିବା ପରେ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଏବେ ସମାଲୋଚନାର ଶିକାର ହୋଇଛି। ନ୍ୟୁଜିଲାଣ୍ଡ...

‘ଭାରତ ଯୋଗୁ ଶ୍ରୀଲଙ୍କା ଖେଳାଳି ରାଜି ହେଉନାହାନ୍ତି’

ଲାହୋର,୧୧ା୯-ଭାରତୀୟ କର୍ତ୍ତୃପକ୍ଷଙ୍କ ଚାପରେ ବଶବର୍ତ୍ତୀ ହୋଇ ଶ୍ରୀଲଙ୍କା କ୍ରିକେଟ ଖେଳାଳିମାନେ ପାକିସ୍ତାନ ଟୁର୍‌ରେ ଯିବା ଲାଗି ରାଜି ହେଉ ନ ଥିବା ଏହି ଦେଶ ଜଣେ...

ଧୋନୀଙ୍କଠାରୁ କାହିଁକି ସ୍ପଷ୍ଟୀକରଣ ମାଗିଥିଲେ ଇର୍ଫାନ

ବଦୋଦରା, ୨୮।୬- ଭାରତୀୟ କ୍ରିକେଟ୍‌ ଦଳର ପ୍ରାକ୍ତନ ଅଲ୍‌ରାଉଣ୍ଡର ଇର୍ଫାନ୍‌ ପଠାନଙ୍କ କ୍ୟାରିୟର ଉତ୍‌ଥାନ ପତନ ମଧ୍ୟରେ ଶେଷ ହୋଇଯାଇଥିଲା। ପଠାନ ଏଭଳି ଜଣେ କ୍ରିକେଟର୍‌...

Advertisement
Archives

Model This Week