Posted inଖେଳ

ଲାଇଭ୍‌ ଆସି ଏହି ଘୋଷଣା କଲେ ଧୋନୀ

ନୂଆଦିଲ୍ଲୀ,୨୫।୯: ଭାରତର କିମ୍ବଦନ୍ତୀ ଉଇକେଟ କିପର ମହେନ୍ଦ୍ର ସିଂ ଧୋନୀ ରବିବାର ଭାରତରେ ପୁନର୍ବାର ଓରିଓ ବିସ୍କୁଟ ଲଞ୍ଚ୍‌ କରିଛନ୍ତି। ସେ ଲାଇଭ୍‌ ଆସି ଏହି ବିଷୟରେ ସୂଚନା ଦେଇଛନ୍ତି। ଧୋନୀ କହିଛନ୍ତି, ୨୦୧୧ରେ ଏହି ବିସ୍କୁଟ ଭାରତକୁ ଆସିଥିଲା ଏବଂ ଭାରତ ବିଶ୍ୱକପ ଜିତିଥିଲା। ଏବେ ପୁଣି ଥରେ ଏହା ଭାରତରେ ଲଞ୍ଚ୍‌ ହୋଇଛି ଏବଂ ଏହି କାରଣରୁ ଏଥର ବିଶ୍ୱକପ ମଧ୍ୟ ଭାରତ ଆସିବ। ୨୦୧୧ ବିଶ୍ୱକପ୍‌ବେଳେ ଧୋନୀ ଯାହା ହେୟାର ଷ୍ଟାଇଲ ରଖିଥିଲେ ତାହା ସମାନ ରଖିଛନ୍ତି।
ଧୋନୀ ଶନିବାର ତାଙ୍କ ସୋସିଆଲ ମିଡିଆ ପେଜ୍‌ରେ କହିଥିଲେ ଯେ, ସେ ୨୫ ସେପ୍ଟେମ୍ବରରେ ଲାଇଭ ଆସିବେ। ଏହାକୁ ନେଇ ଅନେକ କଳ୍ପନାଜଳ୍ପନା ପ୍ରକାଶ ପାଇଥିଲା। ପ୍ରଶଂସକମାନେ ଭାବିଥିଲେ ୪୧ ବର୍ଷୀୟ ଧୋନୀ ବୋଧହୁଏ କ୍ରିକେଟ୍‌ର ସମସ୍ତ ଫର୍ମାଟ୍‌ରୁ ଅବସର ନେବେ। କିନ୍ତୁ ତାହା ଘଟି ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବେଲ୍‌ଫାଷ୍ଟ ଟାଇଟାନ୍ସରୁ ଖେଳିବେ ଡୁ’ପ୍ଲେସି

ମୁମ୍ବାଇ, ୨୬ା୭ (ପି.ଟି.)- ୟୁରୋ ଟି୨୦ ସ୍ଲାମ୍‌ ଟୁର୍ନାମେଣ୍ଟରେ ଖେଳିବା ଲାଗି ଦକ୍ଷିଣ ଆଫ୍ରିକା କ୍ରିକେଟ ଅଧିନାୟକ ଫାଫ୍‌ ଡୁ’ପ୍ଲେସି ବେଲ୍‌ଫାଷ୍ଟ ଟାଇଟାନ୍ସ ଫ୍ରାଞ୍ଚାଇଜ୍‌ ଦଳରେ...

ପାକିସ୍ତାନ ବିପକ୍ଷ ମ୍ୟାଚ ପୂର୍ବରୁ ପରିବର୍ତ୍ତନ ହୋଇପାରେ ଟିମ ଇଣ୍ଡିଆର ପ୍ଲେ-୧୧

ନୂଆଦିଲ୍ଲୀ,୯।୯: ରବିବାର ଭାରତ ଏବଂ ପାକିସ୍ତାନ ମଧ୍ୟରେ ମୁକାବିଲା ହେବ। କଲମ୍ବୋରେ ଖେଳାଯିବାକୁ ଥିବା ଏହି ମ୍ୟାଚ ପାଇଁ ଟିମ ଇଣ୍ଡିଆର ପ୍ଲେ-୧୧ରେ ପରିବର୍ତ୍ତନ ହୋଇପାରେ।...

୧୦ ମ୍ୟାଚ୍‌ରେ ୨୯ ଛକା ମାରିଲେଣି ଏହି ବ୍ୟାଟ୍ସମ୍ୟାନ

ମାଞ୍ଚେଷ୍ଟର, ୩୧।୮: କ୍ରିକେଟ୍‌ର ସବୁଠାରୁ ଛୋଟିଆ ଫର୍ମାଟ୍‌ ଟି୨୦ରେ ଛକା-ଚୌକା ବୃଷ୍ଟି ହେବା ଏକ ସାଧାରଣ କଥା। ବିଶ୍ୱର ଅନେକ ବ୍ୟାଟ୍ସମ୍ୟାନ ରହିଛନ୍ତି ଯେଉଁମାନେ ଟି୨୦...

ବର୍ଣ୍ଣବୈଷମ୍ୟ ଆକ୍ଷେପ: ସିରାଜ ଉଦାହରଣ ସୃଷ୍ଟି କରିଛନ୍ତି

ବ୍ରିସ୍‌ବେନ,୧୪।୧(ପି.ଟି.): ବର୍ଣ୍ଣବୈଷମ୍ୟ ଆକ୍ଷେପ ନେଇ ଭାରତୀୟ ଯୁବ ଦ୍ରୁତ ବୋଲର ମହମ୍ମଦ ସିରାଜଙ୍କ ଭୂମିକାକୁ ଅଷ୍ଟ୍ରେଲିଆ ଅଭିଜ୍ଞ ସ୍ପିନର ନାଥନ ଲିୟନ ପ୍ରଶଂସା କରିଛନ୍ତି। ସିଡ୍‌ନୀରେ...

ସୋସିଆଲ ମିଡିଆର ‘କିଙ୍ଗ୍‌’ ହେଲେ କୋହଲି

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ପଡିଆରେ ଗୋଟିଏ ପରେ ଗୋଟିଏ ରେକର୍ଡ ଭାଙ୍ଗି ଚାଲିଛନ୍ତି। କ୍ରିକେଟର ଭଗବାନ୍‌ କୁହାଯାଉଥିବା ସଚିନ ତେନ୍ଦୁଲକରଙ୍କ ରେକର୍ଡ...

ଭାରତୀୟ ବ୍ୟାଡ୍‌ମିଣ୍ଟନ ମୁଖ୍ୟ ହିମନ୍ତ ବିଏସି ଉପସଭାପତି

ନୂଆଦିଲ୍ଲୀ,୨୬।୫(ପିଟି)- ବ୍ୟାଡ୍‌ମିଣ୍ଟନ ଆସୋସିଏଶନ ଅଫ୍‌ ଇଣ୍ଡିଆ (ବିଏଆଇ)ର ସଭାପତି ହିମନ୍ତ ବିଶ୍ୱଶର୍ମା ବ୍ୟାଡ୍‌ମିଣ୍ଟନ ଏସିଆ କାଉନସିଲ(ବିଏସି)ର ଉପସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ୫୦ ବର୍ଷୀୟ କ୍ରୀଡ଼ା...

ସଚିନ, ସେହ୍ବାଗଙ୍କ କ୍ଲବରେ ରୋହିତ

ରାଞ୍ଚି,୨୦।୧୦- ଦିନିକିଆ ଓ ଟେଷ୍ଟ ଫର୍ମାଟରେ ଦ୍ୱିଶତକ କରିବାରେ ରୋହିତ ଶର୍ମା ବିଶ୍ୱର ୪ର୍ଥ ବ୍ୟାଟ୍ସମ୍ୟାନ। ନୂଆ କରି ଓପନର ଭାବେ ଟେଷ୍ଟରେ ଖେଳୁଥିବା ରୋହିତ...

ସୋସିଆଲ ମିଡିଆର ଶିଖରରେ ପହଞ୍ଚିଲେ ଶିଖର ଧାଓ୍ବନ

ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ରବିବାର ଅନୁଷ୍ଠିତ କ୍ୱାଲିଫାୟର-୨ରେ ସନରାଇଜର୍ସ ହାଇଦ୍ରାବାଦକୁ ୧୭ ରନ୍‌ରେ ହରାଇ ଦିଲ୍ଲୀ କ୍ୟାପିଟାଲ୍ସ ପ୍ରଥମ ଥର ପାଇଁ ଫାଇନାଲରେ ପ୍ରବେଶ କରିବ।...

Advertisement
Archives

Model This Week