Posted inଖେଳ

ଚେନ୍ନାଇ ସୁପର କିଙ୍ଗ୍ସ ସବୁଠାରୁ ଲୋକପ୍ରିୟ ଦଳ

ନୂଆଦିଲ୍ଲୀ, ୧୯।୬: ମହେନ୍ଦ୍ର ସିଂ ଧୋନିଙ୍କ ନେତୃତ୍ୱାଧୀନ ଟିମ୍‌ ଚେନ୍ନାଇ ସୁପର କିଙ୍ଗ୍ସ ଆଇପିଏଲର ଅନ୍ୟତମ ସଫଳ ଦଳ। ଏହା ବ୍ୟତୀତ ଏହି ଟିମ୍‌ର ଫ୍ୟାନ ଫଲୋଇଙ୍ଗ୍‌ ମଧ୍ୟ ଅଧିକ। ଚେନ୍ନାଇ ସୁପର କିଙ୍ଗ୍ସର ସମଗ୍ର ବିଶ୍ୱରେ କୋଟି କୋଟି ପ୍ରଶଂସକ ଅଛନ୍ତି ।ଏଥି ସହିତ, ବର୍ତ୍ତମାନ ଏହି ଦଳ ଇନଷ୍ଟାଗ୍ରାମରେ ମେ’ ମାସର ସବୁଠାରୁ ଲୋକପ୍ରିୟ ଦଳ ହୋଇପାରିଛି। ଚେନ୍ନାଇ ସୁପର କିଙ୍ଗ୍ସ ବ୍ୟତୀତ ମୁମ୍ବାଇ ଇଣ୍ଡିଆନ୍ସ, ଗୁଜରାଟ ଟାଇଟାନ୍ସ, ରାଜସ୍ଥାନ ରୟାଲ୍ସ ଏବଂ କୋଲକାତା ନାଇଟ ରାଇଡର୍ସ ଭଳି ଆଇପିଏଲ ଦଳ ମଧ୍ୟ ଲୋକପ୍ରିୟ ତାଲିକାରେ ରହିଛି।

ଚେନ୍ନାଇ ସୁପର କିଙ୍ଗ୍ସର ଇନଷ୍ଟାଗ୍ରାମରେ ୩୭୭ ନିୟୁତ ଫଲୋର୍ସ ଅଛନ୍ତି। ମହେନ୍ଦ୍ର ସିଂ ଧୋନିଙ୍କ ନେତୃତ୍ୱରେ ଚେନ୍ନାଇ ସୁପର କିଙ୍ଗ୍ସ ତାଲିକାର ଶୀର୍ଷରେ ରହିଛି। ରୋହିତ ଶର୍ମାଙ୍କ ମୁମ୍ବାଇ ଇଣ୍ଡିଆନ୍ସ ତୃତୀୟ ସ୍ଥାନରେ ରହିଛି। ମୁମ୍ବାଇ ଇଣ୍ଡିଆନ୍ସର ୨୪୩ ନିୟୁତ ଫଲୋର୍ସ ଅଛନ୍ତି। ଏଥି ସହିତ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଟିମ୍‌ ଗୁଜରାଟ ଟାଇଟାନ୍ସ ସପ୍ତମ ସ୍ଥାନରେ ରହିଛି। ଗୁଜରାଟ ଟାଇଟାନ୍ସର ୧୧୬ ନିୟୁତ, ସଞ୍ଜୁ ସାମସନ୍‌ଙ୍କ ନେତୃତ୍ୱାଧୀନ ରାଜସ୍ଥାନ ରୟାଲ୍ସ ୪୩.୭ ନିୟୁତ ସହିତ ୧୫ ନମ୍ବରରେ ଅଛି। ଏହା ବ୍ୟତୀତ କୋଲକାତା ନାଇଟ ରାଇଡର୍ସ ୧୮ ନମ୍ବରରେ ଅଛ। କୋଲକାତା ନାଇଟ ରାଇଡର୍ସର୩୮.୩ ନିୟୁତ ଫଲୋର୍ସ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା

ଭୁବନେଶ୍ୱର,୨୨।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri