Posted inଖେଳ

ଧୋନୀଙ୍କ ବ୍ୟାଟ୍‌ରେ ବାଜିଲାନି

ଦୁବାଇ,୪।୧୦ : ମ୍ୟାଚ୍‌ ଫିନିଶର ଭାବେ ଜଣାଶୁଣା ମହେନ୍ଦ୍ର ସିଂ ଧୋନୀ ଶେଷ ପର୍ଯ୍ୟନ୍ତ ଛିଡ଼ା ହୋଇଥିଲେ। ୨୭ ବଲ ଖେଳିବା ପରେ ମଧ୍ୟ ତାଙ୍କ ବ୍ୟାଟରୁ ଗୋଟିଏ ହେଲେ ଚୌକା କିମ୍ବା ଛକା ବାହାରି ନ ଥିଲା। ଶେଷରେ ସେ ୧୮ ରନ୍‌ କରି ପ୍ୟାଭିଲିଅନ ଫେରିଥିଲେ। ତାଙ୍କ ଭଳି ରୁତୁରାଜ ଗାଏକ୍ୱାଡ (୧୩), ଫାଫ ଡୁ’ପ୍ଲେସି (୧୦), ରବିନ ଉଥପ୍ପା (୧୯) ଓ ମୋଇନ ଅଲି (୫) ବିଫଳ ହୋଇଥିଲେ। କିନ୍ତୁ ଶେଷ ଆଡ଼କୁ ଅମ୍ବାତି ରାୟୁଡୁ(୫୫* ରନ୍‌, ୫ ଚୌକା ଓ ୨ ଛକା)ଙ୍କ ଅର୍ଦ୍ଧଶତକୀୟ ପାଳି ଯୋଗୁ ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଧାର୍ଯ୍ୟ ୨୦ ଓଭରରେ ୫ ଉଇକେଟ ହରାଇ ୧୩୬ ରନ୍‌ କରିବାକୁ ସକ୍ଷମ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ୟୁଏଇକୁ ହରାଇ ଖାତା ଖୋଲିଲା ଆଫଗାନିସ୍ଥାନ

ନୂଆଦିଲ୍ଲୀ,୧୬ା୨: ଅଜ୍‌ମାତୁଲ୍ଲାଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସହାୟତାରେ ଆଫଗାନିସ୍ତାନ ସୋମବାର ଖେଳାଯାଇଥିବା ୟୁଏଇ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚ୍‌ରେ ୫ ଉଇକେଟରେ ବିଜୟ ହୋଇଛି। ଓମାରଜାଇ ୪ ଉଇକେଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri