Posted inଖେଳ

ନିଜ ଷ୍ଟାଇଲରେ ମ୍ୟାଚ୍‌ ଶେଷ କଲେ ଧୋନୀ, ପ୍ଲେ-ଅପ୍‌ରେ ସିଏସ୍‌କେ

ଶାରଜା,୩୦।୯: ମହେନ୍ଦ୍ର ସିଂ ଧୋନୀ ନିଜ ଷ୍ଟାଇଲରେ ଛକା ମାରି ମ୍ୟାଚ୍‌ ଶେଷ କରିଛନ୍ତି। ଏହି ବିଜୟ ସହ ସିଏସ୍‌କେ ପଏଣ୍ଟ ସଂଖ୍ୟା ପହଞ୍ଚିଛି ୧୮ରେ। ଚଳିତ ଆଇପିଏଲ୍‌ ସିଜନରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପ୍ରଥମ ଦଳ ଭାବେ କ୍ୱାଲିଫାୟର୍ସ ପର୍ଯ୍ୟାୟ ଲାଗି ଯୋଗ୍ୟତା ଅର୍ଜନ କରିଛି। ଏହାକୁ ମିଶାଇ ଆଇପିଏଲ ଇତିହାସରେ ସିଏସ୍‌କେ ୧୧ତମ ଥର ପାଇଁ ସ୍ଥାନ ପକ୍କା କରିଛି କ୍ୱାଲିଫାୟର୍ସରେ। ସନରାଇଜର୍ସ ହାଇଦ୍ରାବାଦ୍‌ ପକ୍ଷରୁ ଧାର୍ଯ୍ୟ ୧୩୫ ରନ୍‌ର ସାଧାରଣ ବିଜୟ ଲକ୍ଷ୍ୟକୁ ଅନ୍ତିମ ଓଭରରେ ହାସଲ କରିନେଇଥିଲା ଚେନ୍ନାଇ।

ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ଏହି ନିଷ୍ପତ୍ତିକୁ ସଠିକ୍‌ ପ୍ରମାଣ କରିଥିଲେ ବୋଲରମାନେ। ଜୋଶ ହାଜେଲଉଡ୍‌ (୩ ଉଇକେଟ), ଡ୍ବେନ ବ୍ରାଭୋ (୨) କ୍ରମାଗତ ବ୍ୟବଧାନରେ ଉଇକେଟ ନେବାରୁ ସନରାଇଜର୍ସ ହାଇଦ୍ରାବାଦ୍‌ ୨୦ ଓଭରରେ ୭ ଉଇକେଟ ହରାଇ ୧୩୪ ରନ୍‌ କରିଛି। ଜବାବରେ ସିଏସ୍‌କେକୁ ୭୫ ରନ୍‌ର ଆରମ୍ଭ ଦେଇଥିଲେ ଋତୁରାଜ ଗାଏକ୍ୱାଡ (୪୫) ଓ ଫାଫ ଡୁ’ପ୍ଲେସି (୪୧)। ଦଳୀୟ ସ୍କୋର ୧୦୦ ଅତିକ୍ରମ କରିବା ପରେ କ୍ରମାଗତ ୩ ବ୍ୟାଟ୍ସମ୍ୟାନ ନିଜ ଭୁଲ କାରଣରୁ ପ୍ୟାଭିଲିଅନ ଫେରିଥିଲେ। ଶେଷ ଆଡ଼କୁ ଅମ୍ବାତି ରାୟୁଡୁ (୧୭*) ଓ ଧୋନୀ (୧୪*) ଦଳକୁ ମ୍ୟାଚ୍‌ ଜିତାଇଥିଲେ। ସନରାଇଜର୍ସ ପକ୍ଷରୁ ୩ ଉଇକେଟ ନେଇଥିଲେ ଜାସନ ହୋଲ୍ଡର।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଧୋନୀ, କୋହଲିଙ୍କ ସ୍ବତନ୍ତ୍ର କ୍ଲବରେ ଜାଡେଜା

ମେଲବୋର୍ନ,୨୯।୧୨: ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ମଙ୍ଗଳବାର ଏକ ସ୍ବତନ୍ତ୍ର କ୍ଲବରେ ସାମିଲ ହୋଇଛନ୍ତି। ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଓ ବର୍ତ୍ତମାନ କ୍ୟାପଟେନ ବିରାଟ...

ଲକ୍ଷ୍ନୌକୁ ବଞ୍ଚାଇ ଦେଲେ ମୋହସିନ, ରାହୁଲ

ମୁମ୍ବାଇ,୧।୫ : ସ୍ଥାନୀୟ ଓ୍ବାଙ୍ଖଡେ ଷ୍ଟାଡିୟମରେ ରବିବାର ଅପରାହ୍ନରେ ଖେଳାଯାଇଥିବା ମ୍ୟାଚ୍‌ରେ ଲକ୍ଷ୍ନୌ ସୁପର ଜିଆଣ୍ଟ୍ସ ୬ ରନ୍‌ରେ ଦିଲ୍ଲୀ କ୍ୟାପିଟଲ୍ସକୁ ହରାଇ ଦେଇଛି। ଏହି...

ଫାଇନାଲ୍‌ ଟିକେଟ୍‌ ପାଇଁ ‘ରୟାଲ୍‌’ ଆଜି ମୁକାବିଲା

ଅହମ୍ମଦାବାଦ୍‌,୨୭।୫: ଆଇପିଏଲ ୨୦୨୨ର କ୍ୱାଲିଫାୟାର୍‌-୨ରେ ସଞ୍ଜୁ ସାମସନଙ୍କ ନେତୃତ୍ୱଧୀନ ରାଜସ୍ଥାନ ରୟାଲ୍ସ ଟିମ୍‌ ଆଜି ଫାଫ ଡୁ ପ୍ଲେସିସଙ୍କ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁକୁ ଭେଟିବ। ଅହମ୍ମଦାବାଦର...

ଓ୍ବାର୍ଣ୍ଣରଙ୍କୁ ଛାଡୁନି ‘ପୁଷ୍ପା’ ଫିଭର୍‌

ମୁମ୍ବାଇ,୨୧।୪: ପଞ୍ଜାବ କିଙ୍ଗସ ବିପକ୍ଷରେ ବଡ ବିଜୟ ହାସଲ କରିଛି ଦିଲ୍ଲୀ କ୍ୟାପିଟାଲ୍ସ। ଏହି ମ୍ୟାଚରେ ଡେଭିଡ ୱାର୍ଣ୍ଣର ଅର୍ଦ୍ଧଶତକୀୟ ଇନିଂସ ଖେଳି ଦିଲ୍ଲୀ କ୍ୟାପିଟାଲ୍ସକୁ...

କ୍ରୀଡ଼ା: ଦକ୍ଷତା ପ୍ରଦର୍ଶନର ଅନ୍ୟତମ ମାର୍ଗ

ସମଗ୍ର ବିଶ୍ୱରେ କ୍ରୀଡ଼ାର ମହତ୍ତ୍ୱ ବଢିଛି। ଅନ୍ତର୍ଜାତୀୟ ସ୍ତରରେ ଚର୍ଚ୍ଚିତ ହେବା ଲାଗି ବିଭିନ୍ନ ଦେଶ କ୍ରୀଡ଼ାକୁ ଗୁରୁତ୍ୱ ଦେଉଛନ୍ତି। କ୍ରୀଡ଼ାରେ ଉତ୍କର୍ଷତା ହାସଲ କରିବା...

ପରାଜୟ ଦେଖିଲା ଗୁଜରାଟ

ମୁମ୍ବାଇ, ୧୧।୪: ସ୍ଥାନୀୟ ଡି.ଓ୍ବାଇ. ପାଟିଲ ଷ୍ଟାଡିୟମରେ ସୋମବାର ଅନୁଷ୍ଠିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ ମ୍ୟାଚରେ ସନ୍‌ରାଇଜର୍ସ ହାଇଦ୍ରାବାଦ ୮ ଉଇକେଟରେ ଗୁଜରାଟ ଟାଇଟାନ୍ସକୁ ପରାସ୍ତ...

ଡବ୍ଲ୍ୟୁଟିଏ ର଼୍ୟାଙ୍କିଙ୍ଗ୍‌ : ଟପ୍‌ ୧୦ରେ କେନିନ

ପ୍ୟାରିସ, ୪ା୨(ଏଏଫ୍‌ପି)-ଅଷ୍ଟ୍ରେଲିଆନ ଓପନ ଟେନିସ ଟାଇଟଲ ବିଜୟିନୀ ହେବା ପରେ ସୋଫିଆ କେନିନ ସଦ୍ୟ ପ୍ରକାଶିତ ଡବ୍ୟ୍ଲୁଟିଏ ର଼୍ୟାଙ୍କିଙ୍ଗ ତାଲିକାରେ ତାଙ୍କ କ୍ୟାରିୟର ଶ୍ରେଷ୍ଠ ୭ମ...

ସଚିନ, କୋହଲିଙ୍କୁ ପଛରେ ପକାଇଲେ ଏହି ପ୍ରସିଦ୍ଧ କ୍ରିକେଟର୍‌

ସିଡନୀ,୮।୧: ଅଷ୍ଟ୍ରେଲିଆର ତାରକା ବ୍ୟାଟ୍ସମ୍ୟାନ ଷ୍ଟିଭ ସ୍ମିଥ ତାଙ୍କର ୨୭ତମ ଟେଷ୍ଟ ଶତକ ହାସଲ କରି ଫର୍ମକୁ ଫେରିଛନ୍ତି। ସିଡନୀ କ୍ରିକେଟ ଗ୍ରାଉଣ୍ଡରେ ଖେଳାଯାଉଥିବା ତୃତୀୟ...

Advertisement
Archives

Model This Week