Posted inଫୁରସତ

ବଡ଼ପଣ ଦେଖାଇଲେ ଧୋନୀ, ପ୍ରଶଂସକଙ୍କୁ ଖୁସିକରିବାକୁ ବିଏମ୍‌ଡବ୍ଲ୍ୟୁରେ…

କ୍ୟାପଟେନ କୁଲ୍‌ଙ୍କୁ ଦେଖିବା ପାଇଁ ତାଙ୍କ ପ୍ରଶଂସକମାନେ ବେଶ୍‌ ଆଗ୍ରହୀ। ମହେନ୍ଦ୍ର ସିଂ ଧୋନୀଙ୍କ ଅବସର ପରେ ମଧ୍ୟ ତାଙ୍କ ପ୍ରଶଂସକଙ୍କ ସଂଖ୍ୟା କମିନାହିଁ। ଏବେ ତାଙ୍କ କ୍ରେଜ ପୂର୍ବ ଅପେକ୍ଷା ଅଧିକ ବୃଦ୍ଧି ପାଇଛି। ମାହି ମଧ୍ୟ ତାଙ୍କ ପ୍ରଶଂସକଙ୍କୁ ବହୁତ ଭଲ ପାଆନ୍ତି, ସେମାନଙ୍କୁ କେବେ ହେଲେ ନିରାଶ କରନ୍ତି ନାହିଁ । ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଏକ ଭିଡିଓ ଏହା ପ୍ରମାଣିତ କରୁଛି।
ଭାଇରାଲ କ୍ଲିପ୍‌ ଇନଷ୍ଟାଗ୍ରାମରେ ବାଜାଜ ସୁମିତ କୁମାର ନାମକ ଏକ ଆକାଉଣ୍ଟରେ ଶେୟାର କରାଯାଇଛି। ୟୁଜର୍ସଙ୍କ ପୋଷ୍ଟକୁ ଦେଖିଲେ ଏହା ସ୍ପଷ୍ଟ ହେଉଛି ଯେ ସେ ଧୋନିଙ୍କ ନିକଟତର । ଭିଡିଓରେ ଏହା ଦେଖିବାକୁ ମିଳୁଛି ଯେ ମାହି ଆସି ବିଏମ୍‌ଡବ୍ଲ୍ୟୁ କାର ପାଖରେ ଛିଡା ହୋଇଥିଲେ। ପରେ ସେ ଭିତରେ ବସିବା ମାତ୍ରେ ଜଣେ ବ୍ୟକ୍ତି ତାଙ୍କୁ କେଉଁଠାରେ ଏବଂ କିପରି ଅଟୋଗ୍ରାଫ ଦେବେ ତାହା ପଚାରିବା ଆରମ୍ଭ କରନ୍ତି ।
ପରେ ସେ ଧୋନିଙ୍କୁ ଅଟୋଗ୍ରାଫ ଦେବାକୁ କହିଥିଲେ। ଧୋନୀ ମଧ୍ୟ ଅଟୋଗ୍ରାଫ ଦେଇ ତାଙ୍କ ବଡ଼ପଣ ଦେଖାଇଛନ୍ତି । ପ୍ରଶଂସକ ଏହାକୁ ଖୁବ ପ୍ରଶଂସା କରିଛନ୍ତି।
https://www.instagram.com/reel/CzdfN91SQr4/?igshid=MzRlODBiNWFlZA==


Enter your email to get our daily news in your inbox.

All Right Reserved By Dharitri.Com

ବିଲକୁ ସାର ପକାଇବାକୁ ଯାଉଥିବା ବେଳେ ହାତୀ ହାବୁଡରେ ପଡିଗଲେ ଯୁବକ, ତାପରେ…

ପାଟଣା,୧୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ପୁଣି ହାତୀ ଉପଦ୍ରବ ଦେଖିବାକୁ ମିଳିଛି । ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି ।…

MIର ହେଡ କୋଚ ହେବେ ରୋହିତ ଶର୍ମା! ଆଉ ବିରାଟ…ହଇଚଇ ସୃଷ୍ଟି କଲା ଅଶ୍ୱିନଙ୍କ ଭବିଷ୍ୟବାଣୀ

ନୂଆଦିଲ୍ଲୀ, ୧୪।୮: ରୋହିତ ଶର୍ମା ଏବଂ ବିରାଟ କୋହଲି ନିଜ ଦିନିକିଆ କ୍ରିକେଟ କ୍ୟାରିୟରର ଶେଷ ପର୍ଯ୍ୟାୟରେ ପହଞ୍ଚିଛନ୍ତି। ୨୦୨୭ ବିଶ୍ୱକପ ଖେଳିବା ପରେ ଉଭୟ ଅବସର…

ଆମେରିକାର ବଡ଼ ଅଭିଯୋଗ; ଚାଇନାକୁ ଟାରିଫ୍‌ରୁ ବଞ୍ଚାଉଛି ଭାରତ!

ଓ୍ବାଶିଂଟନ,୧୪।୮: ଆମେରିକା ପୁଣିଥରେ ଟାରିଫ୍‌ ପ୍ରସଙ୍ଗରେ ଭାରତକୁ ନେଇ ବଡ଼ ଅଭିଯୋଗ ଆଣିଛି। ଆମେରିକାର ଅଭିଯୋଗ ଅନୁସାରେ, ଭାରତ ସମେତ ୪୦ରୁ ଅଧିକ ଦେଶ କଥିତ ଭାବେ…

ଶନିଙ୍କ ନକ୍ଷତ୍ର ଗୋଚରରେ ଏହି ୪ ରାଶିଙ୍କ ଉପରେ ବଡ଼ ସଙ୍କଟ! ୯ ଅକ୍ଟୋବର ପର୍ଯ୍ୟନ୍ତ ରୁହନ୍ତୁ ସାବଧାନ, ନଚେତ୍‌…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଶନି ଗ୍ରହ ଆସନ୍ତା ୨୦ ଅଗଷ୍ଟ ୨୦୨୬, ଗୁରୁବାର ସନ୍ଧ୍ୟା ୭ଟା ୪୫ ମିନିଟରେ ରେବତୀ ନକ୍ଷତ୍ରର ଦ୍ୱିତୀୟ ପଦରୁ ପ୍ରଥମ ପଦକୁ…

ଭାରତୀୟ ଖେଲାଳିଙ୍କୁ ଅଲ୍ଟିମେଟମ ଦେଲେ ଗମ୍ଭୀର: ଶେଷ ସୁଯୋଗ…

ଗାଲେ,୧୪।୮:୧୫ ଅଗଷ୍ଟରୁ ଆରମ୍ଭ ହେଉଥିବା ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ ପାଇଁ ପ୍ଲେଇଂ ଇଲେଭେନ ସମ୍ପର୍କରେ ଭାରତୀୟ ଦଳ ମଧ୍ୟରେ ବିଚାର ବିମର୍ଶ ଚାଲିଛି। ଅଧିନାୟକ ଶୁବମନ…

ରାଗରେ ସ୍ବାମୀଙ୍କୁ ମୁଣ୍ଡକୁ ଲୁହା ତାଓ୍ବାରେ ପିଟିଦେଲେ ସ୍ତ୍ରୀ: ଆଉ ତା’ପରେ ଯାହା ଘଟିଲା…

ଲକ୍ଷ୍ନୌ,୧୪।୮: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରୁ ସ୍ବାମୀ-ସ୍ତ୍ରୀଙ୍କ ସମ୍ପର୍କର ପବିତ୍ରତାକୁ ଭାଙ୍ଗି ଦେଉଥିବା ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଜାନକୀପୁରମର ଆନନ୍ଦ ବିହାର କଲୋନୀରେ, ଜଣେ…

EPFO New Rules: ପେନସନ ଟଙ୍କା ଉଠାଣରେ ବଡ଼ ପରିବର୍ତ୍ତନ, ଏଣିକି ଅପେକ୍ଷା କରିବାକୁ ପଡ଼ିବ ଏତେ ଦିନ

ନୂଆଦିଲ୍ଲୀ, ୧୪।୮: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ପକ୍ଷରୁ PF ଓ ପେନସନ ଉଠାଣ ନିୟମରେ ବଡ଼ ପରିବର୍ତ୍ତନ କରାଯାଇଛି। ଏହାର ସିଧାସଳଖ ପ୍ରଭାବ ବେତନଭୋଗୀ…

ଫୁକେଟ-ଦିଲ୍ଲୀ ଏୟାର ଇଣ୍ଡିଆ ବିମାନ ଘଟଣା; ବ୍ଲାକ୍ ବକ୍ସରେ ବଡ଼ ଖୁଲାସା, ୪ ସେକେଣ୍ଡ ପାଇଁ ଫେଲ୍‌ ହୋଇଥିଲା…

ନୂଆଦିଲ୍ଲୀ,୧୪।୮: ଫୁକେଟ୍‌ରୁ ଦିଲ୍ଲୀ ଆସୁଥିବା ଏୟାର ଇଣ୍ଡିଆର ଏକ ବିମାନ (AI-2379) ହଠାତ୍ ୨୫୦ ଫୁଟ୍ ତଳକୁ ଖସିଯିବା ଏବଂ ଏକ ଭୟଙ୍କର ଟର୍ବୁଲେନ୍ସ (Turbulence) ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri