Posted inଖେଳ

କାନ୍ଦୁଥିବା କୁନି ପ୍ରଶଂସକଙ୍କୁ ଏମିତି ଉପହାର ଦେଲେ ଧୋନୀ: ଦେଖନ୍ତୁ ଭିଡିଓ

ଦୁବାଇ,୧୧।୧୦: ଆଇପିଏଲ୍‌ ୨୦୨୧ର ପ୍ରଥମ ଯୋଗ୍ୟତା ପର୍ଯ୍ୟାୟରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ଦିଲ୍ଲୀ କ୍ୟାପିଟାଲ୍ସ (ଡିସି)କୁ ପରାସ୍ତ କରି ଫାଇନାଲରେ ପ୍ରବେଶ କରିଛି। ଏହି ମ୍ୟାଚ ଜିତିବା ପରେ ଫିନିସର ମହେନ୍ଦ୍ର ସିଂ ଧୋନୀ ସୋସିଆଲ ମିଡିଆରେ ପ୍ରାଧାନ୍ୟ ବିସ୍ତାର କରିଛନ୍ତି। ଧୋନୀ ଏହି ମ୍ୟାଚରେ ଚୌକା ମାରି ମ୍ୟାଚ ଶେଷ କରିବା ମାତ୍ରେ ଦୁବାଇ ଷ୍ଟାଡିୟମରେ ଉପସ୍ଥିତ ଥିବା ଏକ ଛୋଟ ଝିଅ ତାଙ୍କ ମାଆଙ୍କୁ ଆଲିଙ୍ଗନ କରିବା ପରେ କାନ୍ଦିବାକୁ ଲାଗିଥିଲେଲା। ଏହି ଝିଅର କାନ୍ଦୁଥିବା ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।
ମ୍ୟାଚ ସମୟରେ ଝିଅଟି ଉତ୍ସାହର ସହିତ ସିଏସକେକୁ ସମର୍ଥନ କରୁଥିବା ଦେଖିବାକୁ ମିଳିଥିଲା। ମ୍ୟାଚ୍‌ ରୋମାଞ୍ଚକ ସ୍ଥିତିରେ ଥିବାବେଳେ ଝିଅଟି ମୁହଁରେ ଟେନସନ ସ୍ପଷ୍ଟ ଦେଖାଯାଉଥିଲା, କିନ୍ତୁ ଧୋନୀ ଚୌକା ମାରି ଦଳକୁ ବିଜୟ ଦେବା ମାତ୍ରେ ଝିଅଟି କାନ୍ଦିଥିଲେ। ମ୍ୟାଚ ପରେ ଧୋନୀ ଝିଅଟିକୁ ଏକ ବିଶେଷ ଉପହାର ଦେଇଛନ୍ତି, ଯାହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଧୋନୀ ମ୍ୟାଚ ବଲରେ ନିଜର ଦସ୍ତଖତ ଦେଇ ସେହି ପ୍ରଶଂସକଙ୍କୁ ଦେଇଥିଲେ। ଏହା ଦେଖି ପ୍ରଶଂସକ ଧୋନୀଙ୍କୁ ବେଶ୍‌ ପ୍ରଶଂସା କରଛନ୍ତି।

https://twitter.com/KillerViNooo7/status/1447375492189884416


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?