ଧୋନୀ ଜିଓ ମାର୍ଟର ବ୍ରାଣ୍ଡ୍‌ ଆମ୍ବାସାଡର

ଭୁବନେଶ୍ୱର, ୭।୧୦: ରିଲାଏନ୍ସ ରିଟେଲର ଅଗ୍ରଣୀ ପ୍ଲାଟ୍‌ଫର୍ମ ଜିଓ ମାର୍ଟ ପକ୍ଷରୁ ପୂର୍ବତନ ଭାରତୀୟ କ୍ରିକେଟର ତଥା ଲୋକପ୍ରିୟ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀଙ୍କୁ ବ୍ରାଣ୍ଡ୍‌ ଆମ୍ବାସାଡର ଭାବେ ନିଯୁକ୍ତ କରାଯାଇଛି। ବିଶେଷକରି ଚଳିତ ପାର୍ବଣ ସମୟରେ ଜିଓ ମାର୍ଟର ଫେଷ୍ଟିଭ କ୍ୟାମ୍ପେନିଂର ପ୍ରଚାର ଓ ପ୍ରସାର ସହ ପ୍ଲାଟ୍‌ଫର୍ମକୁ ଅଧିକ ଲୋକାଭିମୂଖୀ କରିବାରେ ଧୋନୀ ବେଶ୍‌ ସହାୟକ ହେବେ ବୋଲି କମ୍ପାନୀ ପକ୍ଷରୁ ମତବ୍ୟକ୍ତ କରାଯାଇଛି। ଏ ସମ୍ପର୍କରେ ଜିଓ ମାର୍ଟର ସିଇଓ ସନ୍ଦୀପ ଭାରାଗାଣ୍ଟି କହିଛନ୍ତି, ଧୋନୀଙ୍କ ଭଳି ବ୍ୟକ୍ତିତ୍ୱ ଓ ଲୋକପ୍ରିୟ ଚେହେରା ଜିଓ ମାର୍ଟର ଆଭିମୁଖ୍ୟ ସହ ସମ୍ପୂର୍ଣ୍ଣ ଭାବେ ଖାପ ଖାଉଛନ୍ତି। ଏପରିକି ଆମର ଚଳିତ ପାର୍ବଣ ଅଭିଯାନ ପାଇଁ ଧୋନୀ ପ୍ରମୁଖ ଭୂମିକା ଗ୍ରହଣ କରିବେ ବୋଲି ସେ ବିସ୍ତୃତ ଭାବେ ଆଲୋକପାତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri