ଟ୍ରେନିଂ ପୂର୍ବରୁ ମିଟିଂରେ ଧୋନୀ ନିଷ୍ପତ୍ତି ଶୁଣାଇଥିଲେ

ନୂଆଦିଲ୍ଲୀ,୨୪।୩: ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)ର ଅଧିନାୟକ ପଦରୁ ଓହରି ଯାଇଛନ୍ତି ମହେନ୍ଦ୍ର ସିଂ ଧୋନୀ। ଧୋନୀ ଦଳର ନେତୃତ୍ୱ ହସ୍ତାନ୍ତର ପାଇଁ ଚିନ୍ତା କରୁଥିଲେ। ଗୁରୁବାର ଟ୍ରେନିଂ ପୂର୍ବରୁ ଟିମ୍‌ ମିଟିଂ ବସିଥିଲା। ମିଟିଂ ବେଳେ ସେ ତାଙ୍କର ନିଷ୍ପତ୍ତି ଶୁଣାଇଥିଲେ ବୋଲି ସିଇଓ କାସି ବିଶ୍ୱନାଥନ କହିଛନ୍ତି।

ଜାଡେଜାଙ୍କୁ ଅଧିନାୟକ ଭାର ପ୍ରଦାନ କରିବା ଲାଗି ଉଚିତ ସମୟ ଆସି ଯାଇଛି। ଆଉ ଜାଡେଜା ଏବେ କ୍ୟାରିୟରର ଶ୍ରେଷ୍ଠ ଫର୍ମରେ ଅଛନ୍ତି। ତାଙ୍କୁ ସିଏସ୍‌କେର ନେତୃତ୍ୱ ଭାର ଦେବା ଲାଗି ଏହାଠାରୁ ଅଧିକ ଭଲ ସମୟ ମିଳିବ ନାହିଁ। ଏହା ଚିନ୍ତା କରି ଧୋନୀ ଏଭଳି ନିଷ୍ପତ୍ତି ନେଇଥିବା ବିଶ୍ୱନାଥନ କହିଛନ୍ତି। ଉଲ୍ଲେଖଯୋଗ୍ୟ, ଧୋନୀ ଏବଂ ରାଇନାଙ୍କ ପରେ ତୃତୀୟ ଖେଳାଳି ଭାବେ ଜାଡେଜା ଚେନ୍ନାଇ ସୁପର କିଙ୍ଗ୍ସ ଦଳର ନେତୃତ୍ୱ ନେବାକୁ ଯାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରୋଇ କ୍ରିକେଟ ଜାନୁୟାରୀ ୧ରୁ

ନୂଆଦିଲ୍ଲୀ, ୧୮ା୧୦ (ପି.ଟି.)- ବହୁ ପ୍ରତିକ୍ଷୀତ ଘରୋଇ କ୍ରିକେଟ ସିଜନ ଜାନୁୟାରୀ ୧ରୁ ଆରମ୍ଭ ହେବ ବୋଲି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସଭାପତି...

ଜେଲ୍‌ ଗଲେ ଏହି କ୍ରିକେଟର୍‌

ସିଡନୀ,୨।୩: ଅଷ୍ଟ୍ରେଲିଆର ପୂର୍ବତନ ବ୍ୟାଟ୍ସମ୍ୟାନ ଲୁକ ପୋମର୍ସବାକଙ୍କୁ ଅ ଡ୍ରଗ୍ସ ଏବଂ ଚୋରି ମାମଲାରେ ତାଙ୍କୁ ପୋଲିସ ଗିରଫ କରିଛି। ଚଳିତ ବର୍ଷ ଜାନୁୟାରୀ ୨୪ରୁ...

କୋହଲି ହୋଇପାରନ୍ତି ଦେଶର ସବୁଠୁ ସଫଳ ଅଧିନାୟକ

କିଙ୍ଗ୍‌ଷ୍ଟନ(ଜାମାଇକା),୨୯।୮- ବିରାଟ କୋହଲି କ୍ରିକେଟର ଲମ୍ବା ଫର୍ମାଟରେ ଭାରତର ସବୁଠୁ ସଫଳତମ ଅଧିନାୟକ ହେବାରୁ ମାତ୍ର ଆଉ ଗୋଟିଏ ପାଦ ଦୂରରେ ଅଛନ୍ତି। ଏଠାରେ ଶୁକ୍ରବାରଠାରୁ...

ଏହି ଭାରତୀୟ ଖେଳାଳିଙ୍କୁ ମିଳିଲା ସର୍ବାଧିକ ମୂଲ୍ୟ; ପ୍ରଥମ ପର୍ଯ୍ୟାୟରେ ଅନସୋଲ୍ଡ ରହିଲେ ଭଜି, କେଦାର

ଚେନ୍ନାଇ, ୧୮।୨ : ଆଇପିଏଲର ୧୪ତମ ସଂସ୍କରଣ ଲାଗି ଅନୁଷ୍ଠିତ ଖେଳାଳିଙ୍କ ନିଲାମ ପ୍ରକ୍ରିୟାରେ କ୍ରିଷ୍ଣପ୍ପା ଗୋଥାମଙ୍କୁ ମିଳିଛି ଭାରତୀୟ କ୍ରିକେଟରଙ୍କ ମଧ୍ୟରେ ସର୍ବାଧିକ ମୂଲ୍ୟ।...

ରୁନିଙ୍କ ରେକର୍ଡ ଭାଙ୍ଗିଲେ କେନ୍‌

ନାପଲ୍ସ (ଇଟାଲୀ),୨୫ା୩ (ଏପି): ଇଂଲଣ୍ଡ ଜାତୀୟ ଦଳ ଫୁଟ୍‌ବଲ ତରଫରୁ ସବୁଠାରୁ ଅଧିକ ଗୋଲ୍‌ ସ୍କୋର କରିବାରେ ଓ୍ବେନ ରୁନିଙ୍କ ନାମରେ ରହିଥିବା ରେକର୍ଡକୁ ହ୍ୟାରି...

କରୋନା ଆକ୍ରାନ୍ତ ହେଲେ ବିଶ୍ୱର ସବୁଠାରୁ ଦାମୀ ଫୁଟ୍‌ବଲ ଖେଳାଳି

ପ୍ୟାରିସ, ୩।୯: ଫ୍ରାନ୍ସର ଜଣାଶୁଣା ପ୍ରଫେଶନାଲ ଫୁଟ୍‌ବଲ କ୍ଲବ ପ୍ୟାରିସ ସେଣ୍ଟ-ଜର୍ମେନ (ପିଏସ୍‌ଜି)ର ୩ଜଣ ଖେଳାଳି କରୋନା ଭାଇରସ୍‌ ଦ୍ୱାରା ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ପିଏସ୍‌ଜି...

ଭାରତର ସର୍ବଶ୍ରେଷ୍ଠ ମ୍ୟାଚ୍‌ ବିଜେତା ଭାବେ କେଉଁ ଖେଳାଳିଙ୍କ ନାମ କହିଲେ ଗାଭାସ୍କର

ନୂଆଦିଲ୍ଲୀ, ୨୫।୩- କପିଳ ଦେବଙ୍କ ନେତୃତ୍ୱରେ ଭାରତ ପ୍ରଥମଥର ଲାଗି ୧୯୮୩ ମସିହାରେ ଦିନିକିଆ ବିଶ୍ୱକପ୍‌ ଜିତିବାର ସୌଭାଗ୍ୟ ଲାଭ କରିଥିଲା। ଏହି ସ୍ମରଣୀୟ ବିଶ୍ୱକପ୍‌...

ଗୋଟିଏ ଓଭରରୁ ଗେଲ୍‌ଙ୍କ ୩୨ ରନ ସଂଗ୍ରହ

ବ୍ରମ୍ପଟନ (କାନାଡା), ୪।୮- ପାକିସ୍ତାନ ଲେଗ୍‌-ସ୍ପିନର ଶଦାବ ଖାଁଙ୍କ ଗୋଟିଏ ଓଭରରୁ ୩୨ ରନ୍‌ ସଂଗ୍ରହ କରିଛନ୍ତି ଦୁର୍ଦ୍ଧର୍ଷ ଓ୍ବେଷ୍ଟଇଣ୍ଡିଜ ବ୍ୟାଟ୍ସମ୍ୟାନ କ୍ରିସ ଗେଲ୍‌। ଏଠାରେ...

Advertisement
Archives

Model This Week