ଧୋନିଙ୍କୁ ମିଳିଲା ନୂଆ ସମ୍ମାନ

ରାଞ୍ଚିି,୬।୩: କ୍ରିକେଟ ପଡ଼ିଆରେ ଚଉକା ଛକା ମାରି ବହୁ ପୁରସ୍କାର ଜିଣିଥିବା ମହେନ୍ଦ୍ର ସିଂ ଧୋନିଙ୍କୁ ଏବେ ନୂଆ ସମ୍ମାନ ମିଳିଛି। ଗୋ-ପାଳନ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ତାଙ୍କୁ ପୂର୍ବ ଭାରତର ସର୍ବଶ୍ରେଷ୍ଠ ଗୋ-ପାଳକ ସମ୍ମାନ ମିଳିଛି। ଝାଡ଼ଖଣ୍ଡର ରାଞ୍ଚିସ୍ଥିତ ବିର୍ସା କୃଷି ବିଶ୍ୱବିଦ୍ୟାଳୟରେ ଆୟୋଜିତ ହୋଇଥିବା କୃଷକ ମେଳାରେ ଏହି ସମ୍ମାନ ରାଜ୍ୟ ବିଧାନସଭା ବାଚସ୍ପତି ରବୀନ୍ଦ୍ର ନାଥ ମାହାତୋ ଧୋନିଙ୍କୁ ପ୍ରଦାନ କରିଛନ୍ତି। ଧୋନିଙ୍କ ପାଖରେ ଏବେ ୭୩ ଗାଈ ରହିଛନ୍ତି। ସେଥିମଧ୍ୟରେ ଫ୍ରିଜିୟନ୍‌ ଏବଂ ସାହିଓ୍ବାଲ ପ୍ରଜାତିର ଗାଈ ରହିଛନ୍ତି। ଉତ୍ପାଦନ ହେଉଥିବା କ୍ଷୀର କାଉଣ୍ଟରରେ ବିକ୍ରି ହେଉଛି। ଫ୍ରିଜିୟନ୍‌ ପ୍ରଜାତି ଗାଈକ୍ଷୀର ଲିଟର ପିଛା ୫୫ ଟଙ୍କା ରହିଛି। ସେହିପରି ସାହିଓ୍ବାଲ ପ୍ରଜାତିର ଗାଈକ୍ଷୀର ଦାମ ୮୫ ଟଙ୍କା ରହିଛି। କ୍ଷୀରର ହୋମ୍‌ ଡେଲିଭରୀ ମଧ୍ୟ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଋତୁରାଜ-ରାହୁଲଙ୍କ ଉପରେ ବିସିସିଆଇର କାର୍ଯ୍ୟାନୁଷ୍ଠାନ, ଗୋଟିଏ ଭୁଲ ଯୋଗୁ ଦେବାକୁ ପଡ଼ିଲା ଜରିମାନା

ନୂଆଦିଲ୍ଲୀ,୨୦।୪: ଆଇପିଏଲ ୨୦୨୪ ଦିନକୁ ଦିନ ଅଧିକ ରୋମାଞ୍ଚକର ହୋଇଯାଉଛି। ଟୁର୍ନାମେଣ୍ଟର ୩୪ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗସ ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟସ ମଧ୍ୟରେ...

ଅମିତ ଶାହାଙ୍କ ବଡ଼ ବୟାନ: ବିରୋଧୀଙ୍କୁ ବି ମିଳିଛି ଇଲେକ୍ଟୋରାଲ ବଣ୍ଡ…

ନୂଆଦିଲ୍ଲୀ,୨୦।୪: ଇଲେକ୍ଟୋରାଲ ବଣ୍ଡକୁ ନେଇ ଦେଶରେ ଉତ୍ତେଜନା ଦେଖାଦେଇଛି। ବିରୋଧୀ ଏହି ପ୍ରସଙ୍ଗରେ ସରକାରଙ୍କ ଉପରେ କ୍ରମାଗତ ପ୍ରଶ୍ନ ଉଠାଉଛନ୍ତି। ବର୍ତ୍ତମାନ ବିରୋଧୀଙ୍କ ଅଭିଯୋଗକୁ ବିରୋଧ...

‘୪୦୦ ପାର୍‌ ସଙ୍କଳ୍ପ ମୁସ୍କିଲ’, ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଭାଜପାର ବରିଷ୍ଠ ନେତା

ନୂଆଦିଲ୍ଲୀ,୨୦।୪: ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ଚତୁର୍ଥ ପର୍ଯ୍ୟାୟରେ କାନପୁର ଲୋକ ସଭା ଆସନରେ ଭୋଟିଂ ଅନୁଷ୍ଠିତ ହେବ, କିନ୍ତୁ...

ଚେନ୍ନାଇର ସମ୍ମାନଜନକ ସ୍କୋର

ଲକ୍ଷ୍ନୌ, ୨୦।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ଶୁକ୍ରବାର ଅନୁଷ୍ଠିତ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ବିପକ୍ଷ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ ସମ୍ମାନଜନକ ସ୍କୋର କରିଛି। ରବୀନ୍ଦ୍ର...

ସେମିଫାଇନାଲରେ ଓଡ଼ିଶା ଏଫ୍‌ସି

ଭୁବନେଶ୍ୱର, ୨୦।୪(ତପନ ସ୍ବାଇଁ): ଇତିହାସ ରଚିଲା ଓଡ଼ିଶା ଏଫ୍‌ସି। ଅତିରିକ୍ତ ସମୟରେ ଇସାକ ଭନଲାଲରୁଆତଫେଲାଙ୍କ ଗୋଲ ବଳରେ ଓଡ଼ିଶା ଏଫ୍‌ସି ପ୍ରଥମଥର ପାଇଁ ଇଣ୍ଡିଆନ ସୁପର...

ଇନ୍‌ଷ୍ଟାଗ୍ରାମ ରିଲ୍‌ କରିବା କାଳ ହେଲା

ନୂଆଦିଲ୍ଲୀ,୨୦ା୪: ଉତ୍ତରପ୍ରଦେଶର ଏକ ଗ୍ରାମରେ ଜଣେ ୨୧ ବର୍ଷୀୟ ଯୁବକ ଇନ୍‌ଷ୍ଟାଗ୍ରାମ ରିଲ୍‌କୁ ଭାଇରାଲ କରିବାକୁ ଉଦ୍ୟମ କରି ପ୍ରାଣ ହରାଇଛନ୍ତି। ଶିବମ୍‌ କୁମାର ନାମକ...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

୧୦୨ ଆସନରେ ୬୦% ମତଦାନ

ନୂଆଦିଲ୍ଲୀ,୨୦ା୪(ପି.ଟି.): ୨୧ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ଟି ଆସନରେ ପ୍ରଥମ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଭୋଟିଂ ଶେଷ ସୁଦ୍ଧା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri