Posted inଖେଳ

ଧୋନୀ-ରୋହିତ ଟ୍ରଫି ଆଣିଲେ

ଅହମଦାବାଦ, ୮।୩: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍‌ର ଫାଇନାଲ ମ୍ୟାଚ୍‌ ଖେଳାଯିବା ପୂର୍ବରୁ ଭାରତର ଦୁଇ ପୂର୍ବତନ ଅଧିନାୟକ ରୋହିତ ଶର୍ମା ଓ ମହେନ୍ଦ୍ର ସିଂ ଧୋନୀ ବିଶ୍ୱକପ୍‌ ଟ୍ରଫି ସହ ପ୍ରଥମେ ଗ୍ରାଉଣ୍ଡରେ ପ୍ରବେଶ କରିଥିଲେ। ତାଙ୍କ ସହିତ ଏହି ଅବସରରେ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ମୁଖ୍ୟ ଜୟ ଶାହା ଓ ଚଳିତ ବିଶ୍ୱକପ୍‌ର ମୁଖ୍ୟ ପ୍ରସାରଣକାରୀ ସଂସ୍ଥା ଜିଓଷ୍ଟାର ଭାଇସ୍‌ ଚେୟାରମ୍ୟାନ ଉଦୟ ଶଙ୍କର ଉପସ୍ଥିତ ଥିଲେ। ଉଲ୍ଲେଖଯୋଗ୍ୟ, ୨୦୦୭ରେ ଧୋନୀ ଓ ୨୦୨୪ରେ ରୋହିତଙ୍କ ନେତୃତ୍ୱରେ ଭାରତ ଟି୨୦ ବିଶ୍ୱକପ୍‌ ଜିତିଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀ ପ୍ରଭାବ: ସାହୁ ଜଙ୍ଗଲ ରାସ୍ତାରୁ ହଟିଲା ବିପଦପୂର୍ଣ୍ଣ ଗଛ

ଥୁଆମୂଳ ରାମପୁର,୧୦।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର – କାଶୀପୁର ମୁଖ୍ୟ ପିଡବ୍ଲୁଡି ରାସ୍ତାର ସାହୁ ଜଙ୍ଗଲ ନିକଟରେ ଥିବା ବିପଦସଙ୍କୁଳ ଶୁଖିଲା ଗଛ ସମ୍ପର୍କରେ ‘ଧରିତ୍ରୀ’ରେ ଖବର…

କୁଲାଡ ରଥଯାତ୍ରା; ୧୨ରେ ପ୍ରସ୍ତୁତି ବୈଠକ, ରଥ ମରାମତି ପାଇଁ କାଠ ଚୟନ….

ଭଞ୍ଜନଗର,୧୦।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିକଟସ୍ଥ କୁଲାଡ ଜଗନ୍ନାଥ ମନ୍ଦିର ୧୭୬୦ ମସିହାରେ ପ୍ରତିଷ୍ଠା ହୋଇଥିଲା। କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ରାଜବଂଶ ପକ୍ଷରୁ ଉକ୍ତ ମନ୍ଦିର…

ନବୀନ ଡାକିଲେ ବଡ଼ ବୈଠକ, ଆଉ କିଛି ସମୟରେ ବଡ଼ ଘୋଷଣା!

ଭୁବନେଶ୍ୱର,୧୦।୬: ରାଜ୍ୟ ରାଜନୀତିରେ ଏବେ ହଲଚଲ ଜୋର ଧରିଛି। ବିଶେଷ କରି ସାଧାରଣ ନିର୍ୱାଚନ ପରେ ବିଜେଡି ଶିବିରରେ ତତ୍ପରତା ପ୍ରକାଶ ପାଇଛି। ଦିଲ୍ଲୀ ଗସ୍ତରୁ ଫେରିବା…

କେସିଙ୍ଗା ମେଡିକାଲ ଉପରେ ପଡ଼ିଲା ଗଛ, ଭାଙ୍ଗିଗଲା….

କେସିଙ୍ଗା,୧୦।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ବର୍ହିବିଭାଗ ସମ୍ମୁଖରେ ପଡ଼ିଗଲା ବିରାଟକାୟ ଗଛ । ଅଳ୍ପକେ ଦୁର୍ଘଟଣା ବର୍ତ୍ତିଯାଇଛି କହିଲେ ଅତ୍ୟୁକ୍ତି ହେବ ନାହିଁ…

କଂଗ୍ରେସରେ ମିଶିବେ ମମତା? ମୁହଁ ଖୋଲିଲା TMC, ରାଜନୀତିରେ ଚହଳ

କୋଲକାତା,୧୦।୬: ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀଙ୍କ ପାଇଁ ସମସ୍ୟା ବଢ଼ିବାରେ ଲାଗିଛି। ଦଳର ବିଧାୟକମାନଙ୍କ ବିଦାୟ ପରେ, ଏମପିମାନେ ମଧ୍ୟ ଦଳ ଛାଡିବାକୁ ପ୍ରସ୍ତୁତ…

ମମତାଙ୍କ ଠୁ ୬ଗୁଣା ଅଧିକ ଧନୀ ସାୟନି ଘୋଷ, ଏତେ ଟଙ୍କାର ମାଲିକାଣୀ…

କୋଲକାତା,୧୦।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ୱାଚନ ଫଳାଫଳ ଏବଂ ରାଜ୍ୟରେ ଭାଜପା ସରକାର ଗଠନ ପରେ, ୧୫ ବର୍ଷ ଧରି ବଙ୍ଗଳାରେ ଶାସନ କରିଥିବା ତୃଣମୂଳ କଂଗ୍ରେସ (ଟିଏମସି)…

ଉଡ଼ାଣ ଭରିବା ସମୟରେ କ୍ରାଶ ହେଲା ହେଲିକପ୍ଟର, ୨୦ ଯବାନ ମୃତ!

ଇସଲାମବାଦ,୧୦।୬: ପାକିସ୍ତାନରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ଏକ ପାକିସ୍ତାନ ସେନା ଆଭିଏସନ୍ Mi-17 ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି । ଯାହା ଫଳରେ ଏଥିରେ…

ଧାନ ଚୋରି କରି ନେଇଯାଉଥିବା ବେଳେ ଦୁର୍ଘଟଣା ହେଲା ଟ୍ରକ, ଚାଳକ….

ଅତାବିରା,୧୦।୬(ଯୁଧିଷ୍ଠିର ମହାପାତ୍ର): ରାଜ୍ୟରେ ରବି ଧାନ କିଣାବିକା ଅବଧି ଯେତେ ବିତୁଛି, ସେତିକି ଚାଷୀ ସମସ୍ୟା ବଢ଼ିବାରେ ଲାଗିଛି । କେତେବେଳେ ଟୋକନ ତ ଆଉ କେତେବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri