Posted inଖେଳ

ଜୈବିକ କୃଷି ପ୍ରେମରେ ଧୋନୀ, ଆଜିକାଲି ଏମିତି କାଟୁଛନ୍ତି ସମୟ

ନୂଆଦିଲ୍ଲୀ,୨୮।୬: ଭାରତୀୟ କ୍ରିକେଟ ଟିମ୍‌ର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଅର୍‌ଗାନିକ(ଜୈବିକ) କୃଷି ପ୍ରେମରେ। ନିକଟରେ ସେ ଏକ ଟ୍ରାକ୍ଟର କିଣିଥିଲେ। ଏବେ ସେହି ଟ୍ରାକ୍ଟରରେ ଜମି ହଳ କରୁଥିବାର ଦେଖାଯାଇଛି। ଏ ନେଇ ଧୋନୀଙ୍କର ଏକ ଭିଡିଓ ଭାଇରାଲ ହେଉଛି। ଇନ୍‌ଷ୍ଟାଗ୍ରାମରେ ଧୋନୀ ଭକ୍ତ ନାମରେ ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟରେ ତାହା ଶେୟାର କରାଯାଇଛି। ଏହି ଭିଡିଓକୁ ବେଶ ପସନ୍ଦ କରାଯାଉଛି।

 

View this post on Instagram

 

Exclusive Video Of Mahi Bhaiya Enjoying Doing Organic Farming !! ❤

A post shared by MS Dhoni Fans Club (@dhoni.bhakt) on

ତେବେ ଧୋନୀ ମହିନ୍ଦ୍ରା ସ୍ବରାଜ ୯୬୩ ଏଫ୍‌ଇ ଟ୍ରାକ୍ଟର କିଣିଛନ୍ତି। ଏହାର ମୂଲ୍ୟ ୭.୯୦ ଲକ୍ଷରୁ ୮.୪) ଲକ୍ଷ ବୋଲି ଜଣାପଡ଼ିଛି। ଏବେ ଧୋନୀ ନିଜକୁ ବ୍ୟସ୍ତ ରଖିବା ଲାଗି ଟ୍ରାକ୍ଟରରେ ଚାଷ କରୁଛନ୍ତି। ଏଥିସହ ଝିଅ ସହ ନିଜର ଫାର୍ମହାଉସ୍‌ରେ ବାଇକ୍‌ ରାଇଡିଂ କରୁଥିବା ନଜରକୁ ଆସୁଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri