Posted inଖେଳ

ପ୍ରଥମ ବିଜୟ ପରେ ଚହରଙ୍କୁ ନେଇ ବଡ ବୟାନ ଦେଲେ ଚେନ୍ନାଇ ଅଧିନାୟକ, ୨୦୦ତମ ମ୍ୟାଚ୍‌ ଖେଳିବାକୁ ନେଇ…

ନୂଆଦିଲ୍ଲୀ,୧୭।୪: ପଞ୍ଜାବ କିଙ୍ଗ୍ସ ବିପକ୍ଷରେ ଶୁକ୍ରବାର ଖେଳାଯାଇଥିବା ମ୍ୟାଚ୍‌ରେ ବିଜେତା ହେବା ପରେ ଧୋନୀଙ୍କ ନେତୃତ୍ୱାଧୀନ ଚେନ୍ନାଇ ସୁପର କିଙ୍ଗ୍ସ ଆଇପିଏଲ୍‌ରେ ପ୍ରଥମ ବିଜୟ ସ୍ବାଦ ଚାଖିଛି। ଚଳିତ ସିଜିନର ପ୍ରଥମ ବିଜୟ ପରେ ଧୋନୀ ଯୁବ ଦ୍ରୁତ ବୋଲର ଦୀପକ ଚହରଙ୍କ ପ୍ରଶଂସାରେ ଶତମୁଖ ହୋଇଛନ୍ତି। ସେ କହିଛନ୍ତି, ଚହର ଡେଥ୍‌ ଓଭରର ବୋଲର ଭାବରେ ବେଶ ଅନୁଭବୀ ହୋଇଯାଇଛନ୍ତି। ଏଣୁ ସେ ପାଓ୍ବାର ପ୍ଲେ ସମୟରେ ମଧ୍ୟ ଦାୟିତ୍ୱ ନିର୍ବାହ କରନ୍ତୁ ବୋଲି ସେ ଚାହାନ୍ତି। କାରଣ ଡେଥ୍‌ ଓଭର ପାଇଁ ଆମ ପାଖରେ ଡ୍ବେନ ବ୍ରାଭୋ ଅଛନ୍ତି ବୋଲି ଧୋନୀ କହିଛନ୍ତି। ଏହାଛଡ଼ା ନିଜର ଚେନ୍ନାଇ ପକ୍ଷରୁ ନିଜର ୨୦୦ତମ ମ୍ୟାଚ୍‌ ଖେଳିବାକୁ ନେଇ ଧୋନୀ କହିଛନ୍ତି, ୨୦୦ତମ ମ୍ୟାଚ୍‌ ଖେଳିବା, ବାସ୍ତବରେ ଲମ୍ବା ଯାତ୍ରା। ୨୦୦୮ରେ ଏହା ଆରମ୍ଭ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷାବିଭାଗର ବିକଳ ଚିତ୍ର; ଗୋଟିଏ ଶ୍ରେଣୀ ଗୃହରେ ଚାଲିଛି ୬କ୍ଲାସ, ଫାଟକରେ ତାଲା ପକାଇ ଖରାରେ ଆନ୍ଦୋଳନ…

ଦିଗପହଣ୍ଡି,୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତରେ ଶିକ୍ଷା ବିଭାଗର ବିକଳ ଚିତ୍ର ଦେଖିବାକୁ ମିଳିଛି । ପଞ୍ଚାୟତ ଅଧିନ ଶ୍ୟାମସୁନ୍ଦର ପଲ୍ଲୀ…

ପିଏମ୍‌ କିଷାନ ଯୋଜନା ଟଙ୍କା ପାଉଥିଲେ ମିଳିବ ନାହିଁ ଏସବୁ ସୁବିଧା, ସରକାର ଅଯୋଗ୍ୟା ଘୋଷଣା କରି…

ନୂଆଦିଲ୍ଲୀ,୯ା୪: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଆଜି ଲକ୍ଷଲକ୍ଷ ଚାଷୀଙ୍କ ପାଇଁ ଜୀବନରେଖା ପାଲଟିଛି। ବାର୍ଷିକ ମିଳୁଥିବା ୬୦୦୦ ଟଙ୍କା ଚାଷୀଙ୍କ ପାଇଁ ଏକ ବଡ଼…

ଷ୍ଟେଶନରୁ ଶିଶୁପୁତ୍ର ଚୋରି ଘଟଣାର ପର୍ଦ୍ଦାଫାଶ: ବାପା ରଚିଥିଲେ ନାଟକ, ଶାଳୀଙ୍କଠାରୁ ଛୁଆ ଆଣି…

ନିରାକାରପୁର, ୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ନିରାକାରପୁର ରେଳବାଇ ଷ୍ଟେଶନରୁ ୪ ମାସର ଶିଶୁପୁତ୍ର ଚୋରି ଘଟଣାରେ ପର୍ଦ୍ଦାଫାଶ କରିଛି ନିରାକାରପୁର ରେଳବାଇ ଫାଣ୍ଡି ପୋଲିସ। ଯେଉଁ ବାପା…

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

କାମ ନ କଲେ, ମିଳୁଛି ଛଟେଇ ଧମକ: ବିଧାୟକ କଳିକେଶଙ୍କୁ ଭେଟି ଅଭିଯୋଗ କଲେ ସଫେଇ କର୍ମଚାରୀ, ଏଭଳି ପ୍ରତିଶ୍ରୁତି ଦେଲେ…

ବଲାଙ୍ଗୀର,୯।୪ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲର ସଫେଇ କର୍ମଚାରୀଙ୍କୁ ସେମାନଙ୍କ କାମ ବାହାରେ ଅତିରିକ୍ତ କାର୍ଯ୍ୟ କରିବାକୁ ବାଧ୍ୟ କରାଯାଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri