Posted inଖେଳ

ଏହି କ୍ରିକେଟରଙ୍କୁ ବୁଢା କୁହନ୍ତି ସ୍ତ୍ରୀ

ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ସହ ଘଟିଥିବା ଏକ ମଜାଦାର ଘଟଣାକୁ ଶେୟାର କରିଛନ୍ତି ଟିମ ଇଣ୍ଡିଆ ଫାଷ୍ଟ ବୋଲର ଇଶାନ୍ତ ଶର୍ମା। ଏକ ଶୋ’ରେ ସେ କହିଛନ୍ତି ଯେ ଥରେ ଧୋନୀ ତାଙ୍କ ବୟସ ପାଇଁ ତାଙ୍କୁ ପରିହାସ କରିଥିଲେ। ମୋ ବୟସ ୩୨ ବର୍ଷ, କିନ୍ତୁ ମୋତେ ବୃଢା କୁହନ୍ତି ମୋ ସ୍ତ୍ରୀ। ଧୋନୀ ଭାଇ ମେସେଜ କଲେ କୁହନ୍ତି, ଆରେ ବୁଢା, କ’ଣ କରୁଛ? ଇଶାନ୍ତ ଆହୁରି ମଧ୍ୟ କହିଛନ୍ତି ଯେ, ମୁଁ ଧୋନୀ ଭାଇଙ୍କୁ କୁଏ ମୋର ବୟସ ୩୨ ବର୍ଷ। ସେ କୁହନ୍ତି ଯେ ତୁମର ବୟସ ୩୨, କିନ୍ତୁ ତୁମର ଶରୀର ୫୨ ବର୍ଷ ଭଳି ଲାଗୁଛି। ଇଶାନ୍ତ ଶର୍ମା ହେଉଛନ୍ତି ଭାରତର ସବୁଠାରୁ ଅଭିଜ୍ଞ ଦ୍ରୁତ ବୋଲର। ୨୦୦୭ ରେ ରାହୁଲ ଦ୍ରାବିଡଙ୍କ ଅଧିନାୟକତ୍ୱରେ ଇଶାନ୍ତ ଶର୍ମା ଆନ୍ତର୍ଜାତୀୟ ସ୍ତରରେ ଡେବ୍ୟୁ କରିଥିଲେ। ଟେଷ୍ଟ କ୍ରିକେଟରେ ୩୦୦ ଉଇକେଟ ନେବାରେ ସେ ମାତ୍ର ୩ ଉଇକେଟ୍‌ ଦୂରରେ ଅଛନ୍ତି। ଭାରତ ପାଇଁ ଟେଷ୍ଟ କ୍ରିକେଟରେ ଇଶାନ୍ତ ଶର୍ମା ୨୯୭, ଏକଦିବସୀୟ ମ୍ୟାଚରେ ୧୧୫ ଏବଂ ଟି -୨୦ ଇଣ୍ଟରନ୍ୟାସନାଲରେ ୮ ଉଇକେଟ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାର ଦେବେ ଆଡ୍‌ମିଶନ ଫି’, ଛାତ୍ରୀଛାତ୍ର ଭରିବେ ପରୀକ୍ଷା ଫି’

ଭୁବନେଶ୍ୱର,୧୨ା୮(ସୁଚିସ୍ମିତା ସାହୁ): କେଜିରୁ ପିଜି ପର୍ଯ୍ୟନ୍ତ ମାଗଣା ଶିକ୍ଷା ଯୋଜନାରେ ନିୟମିତ ସ୍ନାତକ ଓ ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା ଓ ପୁନଃନାମଲେଖା ପାଇଁ ଛାତ୍ରୀଛାତ୍ରଙ୍କୁ ନିର୍ଦ୍ଧାରିତ ଫି’…

ଆଜି ଆଉ ଏକ ଲଘୁଚାପ: ବୁଧବାରଠାରୁ ସୋମବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୧୧ା୮(ବନ୍ଦନା ସେଠୀ) – ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

୧୦ଜଣ ବାସିନ୍ଦା ଥିବା ଏହି ଗାଁରେ କାଲି ହେବ ସୂର୍ଯ୍ୟପରାଗ, ୨ ଥର ଘୋଟିଯିବ ଅନ୍ଧାର…

ସ୍ପେନର ବୁର୍ଗୋସ୍ ପ୍ରଦେଶରେ ଅବସ୍ଥିତ ‘ଅଭେଲେନୋସା ଡେ ମୁନ୍ୟୋ’ କେବେ ବେଶ୍ ଜନଗହଳିପୂର୍ଣ୍ଣ ଗାଁ ଥିଲା। ଆଜି ଏଠାରେ ମାତ୍ର ୧୦ ଜଣ ଲୋକ ରହୁଛନ୍ତି। ଗାଁରେ…

ସ୍ୱପ୍ନରେ ଦେଖୁଛନ୍ତି କି ସୂର୍ଯ୍ୟପରାଗ? ମାଡ଼ି ଆସିବ ସଙ୍କଟ! ସ୍ୱପ୍ନଶାସ୍ତ୍ର ଅନୁସାରେ ଜାଣନ୍ତୁ କେଉଁ ରାଶି ପାଇଁ ଶୁଭ-ଅଶୁଭ…

୧୨ ଅଗଷ୍ଟରେ ଏହି ବର୍ଷର ଶେଷ ସୂର୍ଯ୍ୟପରାଗ ଲାଗୁଛି। ଏହି ସୂର୍ଯ୍ୟପରାଗ ଶ୍ରାବଣ ଅମାବାସ୍ୟା ଦିନ ଲାଗୁଛି, ଯାହା ଭାରତରେ ଦୃଶ୍ୟମାନ ହେବନାହିଁ। କିନ୍ତୁ ଏହାର ପ୍ରଭାବ…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

କାଲି ସୂର୍ଯ୍ୟୋପରାଗ: ବିଶ୍ୱରେ ୭ ସେକେଣ୍ଡ ପାଇଁ ହୋଇଯିବ ଜିରୋ ଗ୍ରାଭିଟି, ଛାଏଁ ଛାଏଁ ଉଡିବ ମଣିଷ?

ଆସନ୍ତାକାଲି ମହାକାଶରେ ଘଟିବାକୁ ଯାଉଛି ଏକ ବିରଳ ଘଟଣା । ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀ ଗୋଟିଏ ସରଳରେଖାରେ ରହିବେ । ସୂର୍ଯ୍ୟ ଓ ପୃଥିବୀ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri