Posted inଖେଳ

ଧୋନୀ କରିବେ କୁକୁଡ଼ା ଫାର୍ମ

ରାଞ୍ଚି,୧୨।୧୧: ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିବା ପରେ ଏବେ ମହେନ୍ଦ୍ର ସିଂ ଧୋନୀ କୁକୁଡ଼ା ଫାର୍ମ କରିବାକୁ ଯୋଜନା କରିଛନ୍ତି। ସେ ରାଞ୍ଚିରେ କଡ଼କନାଥ କୁକୁଡ଼ା ପ୍ରଜାତିର ଫାର୍ମ କରିବେ ବୋଲି ଚର୍ଚ୍ଚା ହେଉଛି। ଏନେଇ ସେ ଝାବୁଆ ସ୍ଥିତ ଥଣ୍ଡଲା ବ୍ଲକ୍‌ଠାରେ ଥିବା କଡ଼କନାଥ କୁକୁଡ଼ା ଫାର୍ମ ସହିତ ଯୋଗାଯୋଗ କରି ଚାଷୀ ବିନୋଦ ମେଧାଙ୍କୁ ୨ ହଜାର ଚିଆଁ ଅର୍ଡର କରିଛନ୍ତି। ୧୫ ଡିସେମ୍ବର ସୁଦ୍ଧା ଅର୍ଡର ଦେବାକୁ ଧୋନୀ କହିଛନ୍ତି। ଏହି ପ୍ରଜାତିର କୁକୁଡ଼ାର ଦାମ ଅଧିକ ରହିଥିବାରୁ ଧୋନୀ ଏଭଳି ଯୋଜନା କରୁଥିବା କୁହାଯାଉଛି। ଏବେ ଏହାକୁ ନେଇ ସୋସିଆଲ୍‌ ମିଡ଼ିଆରେ ଚର୍ଚ୍ଚା ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କୋପା ଆମେରିକା ସେମିରେ ବ୍ରାଜିଲ;ଫେଲ୍‌ ମାରିଲେ ମେସି

ବେଲୋ ହରିଜୋଣ୍ଟେ,୩।୭(ଏଏଫ୍‌ପି)- ଚଳିତ କୋପା ଆମେରିକା ଫୁଟ୍‌ବଲ ଟୁର୍ନାମେଣ୍ଟର ଟାଇଟଲ ମୁକାବିଲାରେ ବ୍ରାଜିଲ ପ୍ରବେଶ କରିଛି। ଗାବ୍ରିଏଲ ଜିସସ ଓ ରବର୍ଟ ଫିର୍ମିନୋଙ୍କ ଗୋଟିଏ ଲେଖାଏ...

ମ୍ୟାଚ୍‌ ଚାଲିଥିବାବେଳେ ଭାରତୀୟ କ୍ରିକେଟରଙ୍କୁ ଆସିଲା ହୃଦ୍‌ଘାତ, ଡାକ୍ତରଖାନା ନେବା ବାଟରେ ଚାଲିଗଲା ଜୀବନ

ଅଗରତାଲା,୪।୧୨: କ୍ରିକେଟ ପଡିଆରେ ଅଘଟଣ ଘଟିବା ନୂଆ କଥା ନୁହେଁ। ପୂର୍ବରୁ ମଧ୍ୟ ଅନେକ ଖେଳାଳିଙ୍କ ଶରୀରରେ ବଲ୍‌ ବାଜି ମୃତ୍ୟୁ ଘଟିଛି। ତ୍ରିପୁରାର ରାଜଧାନୀ...

ଘରକୁ ଫେରିଲେ ଇଂଲଣ୍ଡ ଖେଳାଳି: ମାଳଦୀପରୁ ଅଷ୍ଟ୍ରେଲିଆ ଖେଳାଳି ସ୍ବଦେଶ ଯିବେ

ଲଣ୍ଡନ,୬।୫(ପି.ଟି.): କୋଭିଡ୍‌-୧୯ ଦ୍ୱାରା ପ୍ରଭାବିତ ହୋଇଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ) ଖେଳି ଅଧିକାଂଶ ଇଂଲଣ୍ଡ ଖେଳାଳି ସେମାନଙ୍କ ଘରକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ତେବେ ଅଷ୍ଟ୍ରେଲିଆ...

ପ୍ରଥମ ଦିନିକିଆ: ଶ୍ରୀଲଙ୍କାକୁ ହରାଇଲା ବାଂଲାଦେଶ

ଢାକା, ୨୪।୫: ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଦିନିକିଆ ମ୍ୟାଚ୍‌ରେ ଘରୋଇ ବାଂଲାଦେଶ ବ୍ୟାଟିଂ ଓ ବୋଲିଂରେ ଦମ୍‌ଦାର ପ୍ରଦର୍ଶନ କରି ୩୩ ରନରେ ବିଜୟ ହାସଲ...

ଷ୍ଟାଡିୟମରେ ଦର୍ଶକ ନ ଥିବାରୁ ହଇରାଣ ହେଲେ ଫିଲ୍ଡର

ସିଡ୍‌ନୀ,୧୩।୩- ସ୍ଥାନୀୟ ସିଡ୍‌ନୀ କ୍ରିକେଟ ଗ୍ରାଉଣ୍ଡରେ ନ୍ୟୁଜିଲାଣ୍ଡ ଓ ଅଷ୍ଟ୍ରେଲିଆ ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ସରକାରଙ୍କ ନିର୍ଦ୍ଦେଶ କ୍ରମେ କୌଣସି ପ୍ରଶଂସକଙ୍କୁ ଷ୍ଟାଡିୟମରେ...

ଆଇପିଏଲ୍‌ରୁ ବାଦ୍‌ ପଡ଼ିଲେ ସୂର୍ଯ୍ୟକୁମାର

ମୁମ୍ବାଇ,୯।୫: ମୁମ୍ବାଇ ଇଣ୍ଡିଆନ୍ସ ବ୍ୟାଟର ସୂର୍ଯ୍ୟକୁମାର ଯାଦବ ଆହତ ସମସ୍ୟା ଯୋଗୁ ଚଳିତ ଆଇପିଏଲ୍‌ରୁ ବାଦ୍‌ ପଡ଼ିଛନ୍ତି। ଗତ ୬ ତାରିଖରେ ଗୁଜରାଟ ଟାଇଟାନ୍ସ ବିପକ୍ଷ...

ଖେଳରତ୍ନ ପାଇଁ ହକି ଅଧିନାୟିକା ରାନୀଙ୍କ ନାମ ସୁପାରିସ: ଅର୍ଜୁନ ଲାଗି ବନ୍ଦନା, ମୋନିକା, ହରମନପ୍ରୀତ

ନୂଆଦିଲ୍ଲୀ,୨।୬(ପି.ଟି.): ଦେଶର ସର୍ବୋଚ୍ଚ କ୍ରୀଡ଼ା ପୁରସ୍କାର ରାଜୀବ ଗାନ୍ଧୀ ଖେଳରତ୍ନ ପୁରସ୍କାର ପାଇଁ ଭାରତୀୟ ହକି ଅଧିନାୟିକା ରାନୀ ରାମପଲଙ୍କ ନାମ ସୁପାରିସ୍‌ କରାଯାଇଛି। ସେହିପରି...

ପପୁଆ ନ୍ୟୁ ଗିନିକୁ ଟି୨୦ ବିଶ୍ୱକପ୍‌ ଯୋଗ୍ୟତା

ଦୁବାଇ,୨୮।୧୦- ଆଗାମୀ ବର୍ଷ ଅଷ୍ଟ୍ରେଲିଆରେ ହେବାକୁ ଥିବା ପୁରୁଷ ଟି୨୦ ବିଶ୍ୱକପ୍‌ ପାଇଁ ପପୁଆ ନ୍ୟୁ ଗିନି (ପିଏନ୍‌ଜି) ଯୋଗ୍ୟତା ଅର୍ଜନ କରିଛି। ରବିବାର ଖେଳାଯାଇଥିବା...

Advertisement
Archives

Model This Week