ଟସ୍‌ ଜିତିଲେ ଧୋନୀ; ପ୍ରଥମେ ବ୍ୟାଟିଂ କରିବ ସିଏସ୍‌କେ

ଦୁବାଇ, ୧୩।୧୦: ଚଳିତ ଆଇପିଏଲ୍‌ର ୨୯ତମ ମ୍ୟାଚ୍‌ରେ ମଙ୍ଗଳବାର ଚେନ୍ନାଇ ସୁପର୍‌ କିଙ୍ଗ୍ସ (ସିଏସ୍‌କେ)ର ମୁକାବିଲା ସନ୍‌ରାଇଜର୍ସ ହାଇଦ୍ରାବାଦ୍‌ ସହ ହୋଇଛି। ସ୍ଥାନୀୟ ଦୁବାଇ ଇଣ୍ଟରନ୍ୟାଶନାଲ କ୍ରିକେଟ୍‌ ଷ୍ଟାଡିୟମରେ ଅନୁଷ୍ଠିତ ଏହି ମ୍ୟାଚ୍‌ରେ ଟସ୍‌ ଜିତି ମହେନ୍ଦ୍ର ସିଂ ଧୋନୀଙ୍କ ନେତୃତ୍ୱାଧୀନ ଚେନ୍ନାଇ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ଫଳରେ ଡେଭିଡ୍‌ ଓ୍ବାର୍ନରଙ୍କ ହାଇଦ୍ରାବାଦ୍‌ ଦଳ ପ୍ରଥମେ ଫିଲ୍ଡିଂ କରିବ।
ଉଲ୍ଲେଖଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ଚେନ୍ନାଇ ୭ ମ୍ୟାଚରୁ ୨ ବିଜୟ ଓ ୫ ପରାଜୟ ସହ ୪ ପଏଣ୍ଟ ପାଇ ଟେବୁଲର ୭ମ ସ୍ଥାନରେ ରହିଛି। ଅପରପକ୍ଷରେ ହାଇଦ୍ରାବାଦ୍‌ ସମାନ ସଂଖ୍ୟକ ମ୍ୟାଚ୍‌ରୁ ୩ ବିଜୟ ଓ ୪ ପରାଜୟ ସହ ୬ ପଏଣ୍ଟ ପାଇ ଟେବୁଲର ୫ମ ସ୍ଥାନରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା କ୍ରିକେଟରେ ଦ୍ୱିତୀୟ ପିତାପୁତ୍ର

ଭୁବନେଶ୍ୱର, ୨୧ା୨-କଟକ ଟାଙ୍ଗିସ୍ଥିତ ଡ୍ରିମ୍ସ ଗ୍ରାଉଣ୍ଡରେ ଚାଲିଥିବା ବେଙ୍ଗଲ ବିପକ୍ଷ ରଣଜୀ ଟ୍ରଫି କ୍ୱାର୍ଟର ଫାଇନାଲରେ ପ୍ରଥମ ଶ୍ରେଣୀ କ୍ରିକେଟ କ୍ୟାରିୟର ଆରମ୍ଭ କରିଛନ୍ତି ପ୍ରୀତ୍‌...

ଆର୍‌ସିବିର ସ୍ଥିତି ଗୁରୁତର

ଦୁବାଇ,୮।୧୦: ପ୍ଲେ-ଅପ୍‌କୁ କ୍ୱାଲିଫାଏ କରିସାରିଥିବା ଦୁଇ ଦଳ ମଧ୍ୟରେ ଚାଲିଥିବା ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ସ୍ଥିତି ସମ୍ପୂର୍ଣ୍ଣ ଗମ୍ଭୀର। ପ୍ରଥମେ ବ୍ୟାଟିଂ କରିଥିବା...

ଗାଙ୍ଗୁଲିଙ୍କୁ ପଛରେ ପକାଇଲେ କୋହଲି

ସେଞ୍ଚୁରିୟନ,୨୭।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷ ତିନି ଟେଷ୍ଟ ସିରିଜର ପ୍ରଥମ ଟେଷ୍ଟ ମ୍ୟାଚ ଖେଳୁଛି ଭାରତୀୟ ଦଳ। ଏହି ମ୍ୟାଚରେ ଭାରତୀୟ ଓପନରମାନେ ଚମତ୍କାର ଇନିଂସ...

ଏହି ମହିଳା କ୍ରିକେଟର ହେଲେ କରୋନା ପଜିଟିଭ

ଭାରତୀୟ ମହିଳା ଟି-୨୦ ଦଳର ଅଧିନାୟିକା ହରମନପ୍ରୀତ କୌର କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ୩୨ ବର୍ଷୀୟା ଏହି ତାରକା ଅଲରାଉଣ୍ଡର ଏବେ ଘରେ ନିଜକୁ...

ରଣଜୀ ଟ୍ରଫି: ଓଡ଼ିଶାର ଉତ୍କଣ୍ଠାପୂର୍ଣ୍ଣ ବିଜୟ

କଟକ ଅଫିସ,୩୧ା୧- ଟାଙ୍ଗୀ ସ୍ଥିତ ଡ୍ରିମ୍ସ ଗ୍ରାଉଣ୍ଡରେ ଅନୁଷ୍ଠିତ ରଣଜୀ ଟ୍ରଫି କ୍ରିକେଟ ମ୍ୟାଚରେ ଓଡ଼ିଶା ଚମକପ୍ରଦ ବିଜୟ ହାସଲ କରିଛି। ପେସ୍‌ ବୋଲରଙ୍କ ପ୍ରଭାବଶାଳୀ...

କଳିଙ୍ଗରେ ୬ ଗ୍ରୁପ୍‌, ୨ ନକ୍‌ଆଉଟ ମ୍ୟାଚ

ଭୁବନେଶ୍ୱର, ୧୯।୨(କ୍ରୀଡ଼ା ପ୍ରତିନିଧି)- ୧୭ ବର୍ଷରୁ କମ୍‌ ମହିଳା ଫିଫା ବିଶ୍ୱକପ୍‌ର ୭ମ ସଂସ୍କରଣ ଭାରତର ୫ଟି ସହରରେ ନଭେମ୍ବର ୨ରୁ ୨୧ ପର୍ଯ୍ୟନ୍ତ ଅନୁଷ୍ଠିତ...

ରାଣୀଙ୍କୁ ‘ଓ୍ବାର୍ଲ୍ଡ୍‌ ଗେମ୍ସ ଆଥଲେଟ୍‌ ଅଫ୍‌ ଦି ଇୟର’ ପୁରସ୍କାର

ନୂଆଦିଲ୍ଲୀ, ୩୧।୧ (ପି.ଟି.)- ଭାରତୀୟ ମହିଳା ହକି ଦଳ ଅଧିନାୟିକା ରାଣୀ ରାମପାଲ ଗୁରୁବାର ସମ୍ମାନଜନକ ‘ଓ୍ବାଲର୍‌ଡ ଗେମ୍ସ ଆଥଲେଟ୍‌ ଅଫ୍‌ ଦି ଇୟର’ ପୁରସ୍କାର...

ଚେନ୍ନାଇରେ ପହଞ୍ଚିଲେ ଇଂଲଣ୍ଡ ଖେଳାଳି

ଚେନ୍ନାଇ,୨୭।୧: ଭାରତ ବିପକ୍ଷରେ ୪ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବାକୁ ଅଧିନାୟକ ଜୋ ରୁଟ୍‌ଙ୍କ ସମେତ ଇଂଲଣ୍ଡ କ୍ରିକେଟ ଦଳର କେତେକ ସଦସ୍ୟ ବୁଧବାର...

Advertisement
Archives

Model This Week