Posted inଖେଳ

ହୃଦୟ ଜିତିଲେ ଧୋନୀ

ଚେନ୍ନାଇ୨୮।୩: ଆଇପିଏଲର ୧୬ତମ ସଂସ୍କରଣ ଚଳିତ ବର୍ଷ ୩୧ ମାର୍ଚ୍ଚରୁ ଆରମ୍ଭ ହେଉଛି। ଆଇପିଏଲ ୨୦୨୩ରେ ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ପୁଣି କ୍ରିକେଟ ପଡ଼ିଆକୁ ଫେରିବେ। ସେ ଚେନ୍ନାଇ ସୁପର କିଙ୍ଗ୍ସର ନେତୃତ୍ୱ ନେଉଛନ୍ତି। ତାଙ୍କୁ ଦେଖିବା ପାଇଁ ଏବେଠାରୁ ଚେନ୍ନାଇରେ ପ୍ରଶଂସକଙ୍କ ଭିଡ ଦେଖିବାକୁ ମିଳିଛି। ନିକଟରେ ଧୋନୀ ଚେନ୍ନାଇର ଚିପକ୍‌ ଷ୍ଟାଡିୟମରେ ପହଞ୍ଚି ଅଭ୍ୟାସ କରିଛନ୍ତି। ଅଭ୍ୟାସ ପରେ ସେ ଷ୍ଟାଡିୟମରେ ଥିବା ଚେୟାର୍‌ ଗୁଡିକରେ ରଙ୍ଗ ସ୍ପ୍ରେ କରୁଥିବା ଦେଖିାଯାଇଥିଲା।
ସିଏସକେ ମ୍ୟାନେଜର ରସେଲ ରାଧାକ୍ରିଷ୍ଣନଙ୍କ ସହ ଧୋନୀ ଷ୍ଟାଡିୟମର ଚେୟାରରେ ଆରାମରେ ସ୍ପ୍ରେ କରୁଥିବା ଦେଖିବାକୁ ମିଳିଥିଲା। ସିଏଏସକେର ଅଫିସିଆଲ ଟୁଇଟର୍‌ରେ ଧୋନୀଙ୍କ ଏହି ଭିଡିଓ ଶେୟାର କରାଯାଇଛି।
ଏହି ଭିଡିଓକୁ ଲକ୍ଷ ଲକ୍ଷ ପ୍ରଶଂସକ ପସନ୍ଦ କରିଛନ୍ତି। ତାଙ୍କୁ ଅନେକ କିମ୍ବଦନ୍ତୀ ବୋଲି ଆଖ୍ୟା ଦେଇଛନ୍ତି। ତାଙ୍କ ସରଳତାକୁ ପ୍ରତ୍ୟେକ ଥର ପରି ସମସ୍ତେ ପ୍ରଶଂସା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆୟ ବର୍ହିଭୂତ ସମ୍ପତ୍ତି ଠାବ, PEO କାର୍ତ୍ତିକେଶ୍ୱର ବେହେରା ଗିରଫ

ବରଗଡ଼,୨୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କଟାବାହାଲ ଗ୍ରାମ ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) କାର୍ତ୍ତିକେଶ୍ୱର ବେହେରାଙ୍କୁ ଗିରିଫ କରିଛି ଭିଜିଲାନ୍ ଟିମ୍ । ତାଙ୍କ ଜଣାଶୁଣା ଆୟର…

କେସିଙ୍ଗାରେ ରେକର୍ଡ ବର୍ଷା, ଆତଙ୍କିତ ସ୍ଥାନୀୟ ବାସିନ୍ଦା

କେସିଙ୍ଗା,୨୩।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ବର୍ଷାରେ କେସିଙ୍ଗା ବ୍ଲକର ୨୬ଟି ଗ୍ରାମ ପଞ୍ଚାୟତରେ ଦୀର୍ଘ ଦୁଇଦିନ ଧରି ବର୍ଷା ଲାଗି ରହିଛି ।କେତେବେଳେ ବର୍ଷା ହେଉଛି ତ ଆଉ…

IPL ଅକ୍ସନ୍‌କୁ ନେଇ ବଡ଼ ଘୋଷଣା: ଡିସେମ୍ବରରେ ଏହି ସ୍ଥାନରେ ହେବ….

ନୂଆଦିଲ୍ଲୀ,୨୩।୯: IPLର ଆଗାମୀ ସିଜନ୍‌କୁ ନେଇ ପ୍ରସ୍ତୁତି ଜୋରଦାର ହେଉଥିବା ବେଳେ ଅକ୍ସନକୁ ନେଇ ବଡ଼ ଅପଡେଟ୍ ସାମ୍ନାକୁ ଆସିଛି । BCCI ସଚିବ ଦେବଜିତ ସାଇକିଆଙ୍କ…

ନାଗାବଳୀ କୂଳରେ ଝଲସୁଛି କାଶତଣ୍ଡି, ଧରାପୃଷ୍ଠକୁ ଆସିବେ ଜଗତଜନନୀ

କଲ୍ୟାଣସିଂହପୁର,୨୩ା୯(ଦୀପକ କୁମାର ପରିଡା ): ​ପ୍ରକୃତିର କୋଳରେ ଏବେ ଉତ୍ସବର ଋତୁ । ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ବେଲକନା ଗାଁ ନିକଟସ୍ଥ ନାଗାବଳୀ ନଦୀ…

ଗଞ୍ଜାମ ଜିଲାରେ ଲଗାଣ ବର୍ଷା; ମା’ ତାରାତାରିଣୀ ପାହାଡ଼ରୁ ଧସିଲା ମାଟି ଆତଡା-ପଥର ଖଣ୍ଡ

ପୁରୁଷୋତ୍ତମପୁର,୨୩ା୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦୁଇଦିନ ହେଲା ବର୍ଷା ଲାଗିରହିଛି । ଏହାର ପ୍ରଭାବରେ ଦକ୍ଷିଣ…

ଫୁଲୁଛି ତାମ୍ପରା ହ୍ରଦ, ତୁରନ୍ତ ଗେଟ୍‌ ଲଗାଇବାକୁ ଚାଷୀଙ୍କ ଦାବି

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପାତ ପ୍ରଭାବରେ ଛତ୍ରପୁର ଏବଂ ଏହାର ଆଖପାଖ ଅଞ୍ଚଳରେ ତୁହାକୁତୁହା ବର୍ଷା ଲାଗିରହିଛି। ଛତ୍ରପୁର ଉପକଣ୍ଠରେ ଥିବା ତାମ୍ପରା…

IMD ଡିଜିଙ୍କ ବଡ଼ ସୂଚନା; ଆହୁରି ୨ ଦିନ ଛେଚିବ ବର୍ଷା, ଆଜି ରାତିରେ ଦକ୍ଷିଣ ଓଡ଼ିଶାରେ ହେବ….

ଭୁବନେଶ୍ବର,୨୩ା୯: ଗଭୀର ଅବପାତର ଗତି ନେଇ ବଡ଼ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ଗଭୀର ଅବପାତର ଗତି ମନ୍ଥର ରହିଛି, ସେଥିପାଇଁ ବର୍ଷାର…

୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ବିଷୟରେ ବଡ଼ ବୟାନ ଦେଲେ କୋଚ, କହିଲେ,‘ମୁଁ ତାଙ୍କୁ ଅପେକ୍ଷା କରିଛି…’

ନୂଆଦିଲ୍ଲୀ,୨୩।୯: ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ଭାରତୀୟ କ୍ରିକେଟ ଟିମ ସହିତ ଜାପାନରେ ଅଛନ୍ତି। ସେ ୨୦୨୬ ଏସୀୟ କ୍ରୀଡ଼ାରେ ଭାରତର ପ୍ରତିନିଧିତ୍ୱ କରୁଛନ୍ତି ଏବଂ ସେଠାରେ ତାଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?