Posted inଖେଳ

ରିଙ୍କୁଙ୍କୁ ଧୋନୀଙ୍କ ଉପହାର

ଚେନ୍ନାଇ, ,୧୬ା୫: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ୨୦୨୩ ସିଜନରେ କୋଲକାତା ନାଇଟ ରାଇଡର୍ସ (କେକେଆର) ବ୍ୟାଟର ରିଙ୍କୁ ସିଂ ଦଳ ପାଇଁ ଜଣେ ଫିନିଶର ଭାବେ ଉଭା ହୋଇଛନ୍ତି। ବିଶ୍ୱର ଅନ୍ୟତମ ଶ୍ରେଷ୍ଠ ଫିନିଶର ଭାବେ ବିବେଚନା କରାଯାଉଥିବା ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ରିଙ୍କୁଙ୍କ ପ୍ରତିଭାକୁ ସ୍ବୀକୃତି ଦେବାକୁ ପଛାଇ ନାହାନ୍ତି। ରବିବାର ରିଙ୍କୁଙ୍କ ଅର୍ଦ୍ଧଶତକ ସହାୟତାରେ କେକେଆର ୬ ଉଇକେଟରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରି ଏହାର ପ୍ଲେ-ଅଫ୍‌ ଆଶାକୁ ଉଜ୍ଜୀବିତ ରଖିଛନ୍ତି। ଆଇପିଏଲ୍‌ ୨୦୨୩ରେ ରିଙ୍କୁ ହେଉଛନ୍ତି କେକେଆରର ଅଗ୍ରଣୀ ରନ ସଂଗ୍ରହକାରୀ ବ୍ୟାଟର। ସେ ୧୩ଟି ଗେମ୍‌ରେ ୧୪୩ ଷ୍ଟ୍ରାଇରେଟ୍‌ରେ ୪୦୭ ରନ ସଂଗ୍ରହ କରିଛନ୍ତି। ଏଥିରେ ତାଙ୍କର ୩ଟି ଅର୍ଦ୍ଧଶତକ ରହିଛି। ଧୋନୀ ରିଙ୍କୁଙ୍କ ସହ ଏକ ଫଟୋ ଉଠାଇଛନ୍ତି। ତାଙ୍କ ମ୍ୟାଚ ଜର୍ସିରେ ସ୍ବାକ୍ଷର କରିଛନ୍ତି। କେକେଆର ତରଫରୁ ଏହି ଫଟୋକୁ ଇନ୍‌ଷ୍ଟାଗ୍ରାମ୍‌ରେ ପୋଷ୍ଟ କରାଯାଇଛି। ତାହାର କ୍ୟାପଶନ ରହିଛି ‘ଏ ସ୍ପେସିଆଲ ଗିଫ୍ଟ ଫର ଆଓ୍ବାର ଫିନିଶର !’।


Enter your email to get our daily news in your inbox.

All Right Reserved By Dharitri.Com

ଇଲେକ୍ଟ୍ରିସିଆନକୁ ଭଲ ପାଉଥିଲେ ନାବାଳିକା, ରାଗିଯାଇ ଝିଅର ଗଳା କାଟିଦେଲେ ବାପା

ବେଙ୍ଗାଲୁରୁ,୧୮।୫: ବେଙ୍ଗାଲୁରୁରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଝିଅର ପ୍ରେମକୁ ସହିନପାରି ହତ୍ୟା କଲେ ବାପା । ଘଟଣାଟି ଆଶ୍ଚର୍ଯ୍ୟ ଲାଗିଲେ ମଧ୍ୟ ସତ…

ପ୍ରଦୂଷଣ ଓ ଜଳବାୟୁ ପରିବର୍ତ୍ତନ

ବର୍ତ୍ତମାନ ପ୍ରଦୂଷଣ ସମଗ୍ର ବିଶ୍ୱରେ ଚିନ୍ତାର କାରଣ ପାଲଟିଛି। ଏହା ଏବେ ଏଭଳି ଆକାର ଧାରଣ କରିଛି ଯେ ତାହାଦ୍ୱାରା ଜଳବାୟୁ ପ୍ରଭାବିତ ହେଉଛି। କେବଳ ସେତିକି…

ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ: ଏମିତି କ’ଣ ଆଲୋଚନା ହେଲା କହିଦେଲେ ବସନ୍ତ ପଣ୍ଡା

ଭୁବନେଶ୍ୱର,୧୮।୫: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ଓଡ଼ିଶା ଆସିବା ପରେ ସୋମବାର ସକାଳେ ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ ବସିଥିଲା। ଯେଉଁଥିରେ ଦଳକୁ…

କଟକ ପରେ ମାଲକାନଗିରିରେ ପେଟ୍ରୋଲ ନେଲା ଜୀବନ

ମାଲକାନଗିରି,୧୮ା୫(ଦୁର୍ଯ୍ୟୋଧନ ପାତ୍ର): ଡାକ୍ତରଖାନା ଆସୁଥିବା ବେଳେ ବାଟରେ ସରିଗଲା ବାଇକରୁ ପେଟ୍ରୋଲ। ଆଖପାଖରେ ଆଉ ମିଳିଲା ନାହିଁ ପେଟ୍ରୋଲ। ଫଳରେ ହସ୍ପିଟାଲ ପହଞ୍ଚିବା ପୂର୍ୱରୁ ଚାଲିଯାଇଛି ଆଉ…

୬ ମାସରେ ଭାଙ୍ଗିଯିବ TVK ସରକାର, ଷ୍ଟାଲିନ ପୁଣି ହେବେ ମୁଖ୍ୟମନ୍ତ୍ରୀ! ଜାଣନ୍ତୁ କିଏ କରିଛନ୍ତି ଏମିତି ଭବିଷ୍ୟବାଣୀ

ଚେନ୍ନାଇ,୧୮।୫: ତାମିଲନାଡୁରେ ବିଜୟଙ୍କ ସରକାର ସମ୍ପର୍କରେ ଏକ ବଡ଼ ଭବିଷ୍ୟବାଣୀ କରାଯାଇଛି। ଡିଏମକେ ଦାବି କରିଛି ଯେ ଥାଲାପତି ବିଜୟଙ୍କ ଟିଭିକେ ସରକାର ଛଅ ମାସ ମଧ୍ୟ…

ପ୍ରୋତ୍ସାହନ ନାହିଁ, ସଙ୍କଟରେ ଜୀବିକା

ବରଗଡ଼,୧୮।୫(ପ୍ରେମାନନ୍ଦ ଖମାରୀ):ଗ୍ରୀଷ୍ମବେଳେ ମନେପଡ଼େ ବେଣାଚେର। ଦିନ ଥିଲା, ଖରାବେଳେ ଏହା ଲୋକଙ୍କ ସାଥୀ ହୋଇ ରହିଥିଲା। ତାତି ହେଉ ଅବା ଗୁଳୁଗୁଳି, ଲୋକେ ବେଣାଚେର ନିର୍ମିତ ବିଞ୍ଚଣା…

ତେଲକୁ ନେଇ ମୋଦିଙ୍କ ଅପିଲ, ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି

କଟକ,୧୮।୫(ପ୍ରଭୁକଲ୍ୟାଣ ପାଲ୍): ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି। ହାଇକୋର୍ଟର ବିଚାରପତି ଜଷ୍ଟିସ ସାବିତ୍ରୀ ରଥ, ଜଷ୍ଟିସ ଭି ନରସିଂହ ଏବଂ ଜଷ୍ଟିସ ଶିବ ଶଙ୍କର ମିଶ୍ର ଆଜି…

ସହଜରେ ଦୂର ହେବ ଅବସାଦ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ସୁଷମ ତଥା ଭିଟାମିନ୍‌ଯୁକ୍ତ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ ନିଜକୁ କେତେ ସୁସ୍ଥ ରଖିପାରିବା ତାହା ମୁଖ୍ୟତଃ ଆମେ ପ୍ରତିଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri