Posted inଖେଳ

ଧୋନୀଙ୍କ ନୂଆ ଅବତାର

ଚେନ୍ନାଇ,୧୫।୩: ଆଇପିଏଲର ୧୬ତମ ସିଜନ ୩୧ ମାର୍ଚ୍ଚରୁ ଆରମ୍ଭ ହେବାକୁ ଯାଉଛି। ଡିଫେଣ୍ଡିଂ ଚାମ୍ପିଅନ ଗୁଜରାଟ ଟାଇଟାନ୍ସ ଏବଂ ଚାରିଥର ଟାଇଟଲ ବିଜେତା ଚେନ୍ନାଇ ସୁପର କିଙ୍ଗ୍ସ ମଧ୍ୟରେ ପ୍ରଥମ ମ୍ୟାଚ୍‌ ଖେଳାଯିବ। ଅଧିକାଂଶ ସିଏସକେ ଖେଳାଳି ଆଇପିଏଲ ପାଇଁ ପ୍ରସ୍ତୁତି ପାଇଁ ଚେନ୍ନାଇରେ ପହଞ୍ଚି ଏମ ଚିଦାମ୍ବରମ ଷ୍ଟାଡିୟମରେ ଅଭ୍ୟାସ କରୁଛନ୍ତି। ଚେନ୍ନାଇ ସୁପରକିଙ୍ଗ୍ସର ଅଫିସିଆଲ ସୋସିଆଲ ମିଡିଆ ହ୍ୟାଣ୍ଡେଲରୁ ଏହାର ଫଟୋ ଏବଂ ଭିଡିଓ ଶେୟାର କରାଯାଉଛି। ସିଏସକେ ପକ୍ଷରୁ ବୁଧବାର ଏକ ଭିଡିଓ ଶେୟାର କରାଯାଇଛି। ଭିଡିଓରେ ଦଳର ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଏକ ନୂଆ ଅବତାରରେ ନଜର ଆସିଛନ୍ତି।

ଧୋନୀ ଅନ୍ୟ ତିନିଜଣ ସାଥୀଙ୍କ ସହ ଏକ ବିଜ୍ଞାପନ ଏବଂ ପ୍ରୋମୋ ପାଇଁ ଶୁଟିଂରେ ବ୍ୟସ୍ତ ଅଛନ୍ତି। ଏହି ସମୟରେ ତାଙ୍କ ହାତରେ ଏକ ଗିତାର ଥିବା ଦେଖାଯାଇଛି। ସେ ରକଷ୍ଟାର ପରି ଗିତାର ସହିତ ପୋଜ କରୁଛନ୍ତି। ଧୋନୀଙ୍କ ସହ ଟିମ ଓପନର୍‌ ବ୍ୟାଟ୍ସମ୍ୟାନ ଋତୁରାଜ ଗାଇକ୍ୱାଡ, ଅଲରାଉଣ୍ଡର ଶିବମ ଦୁବେ ଏବଂ ଦ୍ରୁତ ବୋଲର ଦୀପକ ଚହର ମଜା କରୁଛନ୍ତି।

 

View this post on Instagram

 

A post shared by Chennai Super Kings (@chennaiipl)


Enter your email to get our daily news in your inbox.

All Right Reserved By Dharitri.Com

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ଇତିହାସ ରଚିଲେ ରସିଦ୍ ଖାନ୍: ବିଶ୍ୱର ପ୍ରଥମ ବୋଲର ଭାବେ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୬।୨: ଆଫଗାନିସ୍ତାନର ଅଧିନାୟକ ରଶିଦ ଖାନ୍ କ୍ରିକେଟ୍ ଜଗତରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଆଇସିସି ପୁରୁଷ…

ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…

ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ…

ହିମସ୍ଖଳନ ପରେ ଟ୍ରେନ ଦୁର୍ଘଟଣା, ଅନେକେ ଆହତ

ଗପ୍ପେନଷ୍ଟାଇନ,୧୬।୨: ସୋମବାର ଦକ୍ଷିଣ ସ୍ବିଜରଲ୍ୟାଣ୍ଡରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଗପ୍ପେନଷ୍ଟାଇନ ଗାଁ ନିକଟରେ ହିମସ୍ଖଳନ ପରେ ୮୦ ଜଣ ଲୋକଙ୍କୁ ନେଇ ଯାଉଥିବା ଏକ ଯାତ୍ରୀବାହୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri