Posted inଜାତୀୟ

୧୦ ଟଙ୍କାରେ ବର୍ଷକୁ ୨ଥର ମିଳିବ ଧୋତୀ-ଶାଢ଼ୀ

ରାଞ୍ଚି, ୧୭।୧୦: ଝାଡ଼ଖଣ୍ଡରେ ୫୭.୧ ଲକ୍ଷ ପରିବାରକୁ ବର୍ଷରେ ୨ଥର ଧୋତୀ-ଶାଢ଼ୀ ଯୋଗାଇ ଦିଆଯିବ। ଏଥିଲାଗି ପରିବାରଠାରୁ ପ୍ରତ୍ୟେକ ଥର ୧୦ ଟଙ୍କା ନିଆଯିବ। ରାଜ୍ୟ ମନ୍ତ୍ରୀ ପରିଷଦ ବୈଠକରେ ‘ସୋନା ସୋବରନ୍‌ ଧୋତୀ-ଶାଢ଼ୀ ବିତରଣ ଯୋଜନା’କୁ ମଞ୍ଜୁରୀ ମିଳିଯାଇଛି। ଏହି ଯୋଜନା ଅଧିନରେ ଜାତୀୟ ଖାଦ୍ୟ ସୁରକ୍ଷା ଅଧିନିୟମରୁ ଉପକୃତ ହେଉଥିବା ୫୭.୧ ଲକ୍ଷ ହିତାଧିକାରୀଙ୍କ ପରିବାରକୁ ୬ ମାସ ବ୍ୟବଧାନରେ ବର୍ଷକୁ ୨ଥର ସବ୍‌ସିଡ୍‌ରେ ଧୋତୀ/ଲୁଙ୍ଗି ଓ ଶାଢ଼ୀ ଯୋଗାଇ ଦିଆଯିବ। ତେବେ ଚଳିତ ୨୦୨୦-୨୧ ଆର୍ଥିକ ବର୍ଷରେ ଥରେ ଧୋତୀ-ଶାଢ଼ୀ ମିଳିବ। କିନ୍ତୁ ଏହି ଯୋଜନା ଆସନ୍ତା ବର୍ଷଠାରୁ ୨ଥର ମିଳିବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁମ୍ମା ଘାଟିରେ ଓଲଟିଲା ଟ୍ରଲର: ରାୟଗଡ଼ା-କୋରାପୁଟ ରାସ୍ତା ଜାମ

ରାୟଗଡ଼ା, ୭୧୦(ସଂକେତ ପାତ୍ର): ରାୟଗଡ଼ା ଜିଲା ଗୁମ୍ମା ଘାଟିରେ ଏକ ଟ୍ରଲର ଓଲଟି ପଡ଼ିବାରୁ ରାୟଗଡ଼ା-କୋରାପୁଟ ମୁଖ୍ୟ ରାସ୍ତାରେ ଯାତାୟାତ ଜାମ ହୋଇଛି। ସ୍ଥାନୀୟ ଲୋକଙ୍କ କହିବା…

ଡେବ୍ୟୁ ମ୍ୟାଚ୍‌ରେ ଇତିହାସ ରଚିଲେ ଏହି ବୋଲର୍‌: ପ୍ରଥମ ଭାରତୀୟ ସ୍ପିନର୍‌ ଭାବେ କଲେ ଏମିତି କାରନାମା

ଲକ୍ଷ୍ନୌ,୭।୧୦: ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ ଯୁବ ଅଲରାଉଣ୍ଡର ନମନ ଧୀର ବୋଲିଂରେ ଚମତ୍କାର ପ୍ରଦର୍ଶନ କରିଛନ୍ତି। ଆକ୍ରମଣାତ୍ମକ ବ୍ୟାଟିଂ…

ବଡ଼ ଉପଲବ୍ଧି ହାସଲ କଲେ ମୋଦି: ଛୁଟୁଛିୁ ଶୁଭେଚ୍ଛାର ସୁଅ, ଜାଣନ୍ତୁ ପୂରା ରାଜନୈତିକ ଘଟଣା

ନୂଆଦିଲ୍ଲୀ,୭।୧୦: ଭାରତୀୟ ରାଜନୀତିରେ ନରେନ୍ଦ୍ର ମୋଦିଙ୍କ ଶାସନ ଯାତ୍ରାକୁ ୨୫ ବର୍ଷ ପୂରିଛି। ୨୦୦୧ ମସିହା ଅକ୍ଟୋବର ୭ରେ ସେ ଗୁଜରାଟର ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେଇଥିଲେ।…

ମୋଦିଙ୍କ ୨୫ ବର୍ଷର ସଫଳତାକୁ ପ୍ରଶଂସା: କ୍ୟାବିନେଟ୍‌ରେ ପ୍ରସ୍ତାବ ଗୃହୀତ,ଅଶ୍ୱିନ ବୈଷ୍ଣବ କହିଲେ…

ନୂଆଦିଲ୍ଲୀ,୭ା୧୦(ପି.ଟି.):ଗୁଜରାଟ ମୁଖ୍ୟମନ୍ତ୍ରୀ ଏବଂ ଭାରତର ପ୍ରଧାନମନ୍ତ୍ରୀ ଭାବେ ନରେନ୍ଦ୍ର ମୋଦିଙ୍କ ଗତ ୨୫ ବର୍ଷର ସଫଳତାକୁ ପ୍ରଶଂସାକରି ମଙ୍ଗଳବାର କେନ୍ଦ୍ର କ୍ୟାବିନେଟ୍‌ରେ ପ୍ରସ୍ତାବ ଗୃହୀତ ହୋଇଛି। ଏହି…

ଚୌକା-ଛକା ବର୍ଷା କରି ୪ ବଡ଼ ରେକର୍ଡ ଭାଙ୍ଗିଦେଲେ ଶ୍ରେୟସ ଆୟର

ଲକ୍ଷ୍ନୌ,୭।୧୦: ଶ୍ରେୟସ ଆୟରଙ୍କ ଧୂଆଁଧାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟି-୨୦ରେ ଭାରତ ୮ ଉଇକେଟରେ ବଡ଼ ବିଜୟ ହାସଲ କରିଛି। ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ…

ଅବ୍ୟବସ୍ଥା ମଧ୍ୟରେ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ମିଳୁନି ପାନୀୟଜଳ, ସଫା ହେଉନି ଶୌଚାଳୟ

ଝାରସୁଗୁଡ଼ା, ୭ା୧୦(ଆଶିଷ ରଞ୍ଜନ ଦାଶ):ଶିକ୍ଷାର ମାନବୃଦ୍ଧି ସହ ଭିତ୍ତିଭୂମି ସୁଦୃଢ ପାଇଁ ସରକାର ବହୁ କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ତେବେ ପ୍ରଶାସନିକ ଅବହେଳା ଯୋଗୁ ଝାରସୁଗୁଡ଼ା…

ଅଭାବ ଆଗରେ ହାର୍‌ ମାନିଲାନି ସ୍ବପ୍ନ: ଶାଢ଼ି ପିନ୍ଧି ଖାଲିପାଦରେ ୧,୬୦୦ ମିଟର ଦୌଡ଼ିଲେ ମହିଳା

ରାଞ୍ଚି, ୭ା୧୦:ପରିସ୍ଥିତି ଯେତେ ପ୍ରତିକୂଳ ହେଉନା କାହିଁକି ମନରେ ଦୃଢ଼ ଇଚ୍ଛାଶକ୍ତି ଓ ସାହସ ଥିଲେ କୌଣସି ବି ବାଧାବିଘ୍ନ ଆପଣଙ୍କୁ ଲକ୍ଷ୍ୟରେ ପହଞ୍ଚତ୍ବାରୁ ଅଟକାଇ ପାରିବନାହିଁ।…

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?