ଧ୍ରୁବ ଚରଣ ପଲାଇ ହୁମ୍ମା ମଣ୍ଡଳ ସଭାପତି

ଗଞ୍ଜାମ,୯।୧(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ଯୁବ ଭାଜାପା ନେତା ତଥା ହୁମ୍ମା ଗ୍ରାମ ପଞ୍ଚାୟତର ସମିତିସଭ୍ୟ ଧ୍ରୁବ ଚରଣ ପଲାଇ ଦ୍ୱିତୀୟଥର ପାଇଁ ହୁମ୍ମା ମଣ୍ଡଳ ସଭାପତି ଭାବେ ଚୟନ ହୋଇଛନ୍ତି l ଯାହାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବ୍ରହ୍ମପୁର ଏମ୍‌ପି ପ୍ରଦୀପ କୁମାର ପାଣିଗ୍ରାହୀ ଓ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକଙ୍କୁ ସେ କୃତଜ୍ଞତା ଜ୍ଞାପନ କରିଛନ୍ତି l ତାଙ୍କର ବଳିଷ୍ଠ ନେତୃତ୍ୱ ଓ କାର୍ଯ୍ୟଦକ୍ଷତାକୁ ପାଥେୟ କରି ସେ ହୁମ୍ମା ପଞ୍ଚାୟତରେ ଅନେକ ଜନ କଲ୍ୟାଣକାରୀ କାର୍ଯ୍ୟ କରି ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରି ପାରିଛନ୍ତି l ବିଭିନ୍ନ ସମୟରେ ଲୋକଙ୍କ ସୁଖଦୁଃଖରେ ସାମିଲ ହୋଇ ସମସ୍ତଙ୍କ ପ୍ରିୟ ଭାଜନ ହୋଇପାରିଛନ୍ତି l ଫଳରେ ସେ ଦ୍ୱିତୀୟଥର ମଣ୍ଡଳ ସଭାପତି ଭାବେ ଚୟନ ହେବାପରେ ତାଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟିବାରେ ଲାଗିଛି l


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଏହି ଜିଲାରେ ରହିଛି ହୀରାଖଣି, ସୂଚନା ଦେଇ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୯ା୩: ଓଡ଼ିଶାରେ ମିଳିଛି ହୀରାଖଣିର ସନ୍ଧାନ। ତେବେ ରାଜ୍ୟର ନୂଆପଡ଼ା ଜିଲାରେ ଏହି ଖଣିର ସନ୍ଧାନ ମିଳିଛି। ନୂଆପଡ଼ାର କାଲମିଦାଦରଠାରେ ହୀରା ପଥର ଚିହ୍ନଟ କରାଯାଇଥିବା ନେଇ…

ତଣ୍ଟି ଚିପି ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

ପୋଲସରା,୧୯।୩: ଗଞ୍ଜାମ ଜିଲା ପୋଚାଲୁଣ୍ଡି ଗାଁରେ ଗୁରୁବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ପାରିବାରିକ କଳହରୁ ସ୍ତ୍ରୀଙ୍କ ତଣ୍ଟି ଚିପି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ…

ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛି କଣ୍ଟେଇପଲ୍ଲୀ ଭିଏସ୍‌ଏସ୍‌

ଭଞ୍ଜନଗର,୧୯ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ପକ୍ଷରୁ ଜଙ୍ଗଲ ନିଆଁ ରୋକିବା ପାଇଁ ଏକ ସାଇକେଲ ରାଲି କଣ୍ଟେଇପଲ୍ଲୀରୁ ବାହାରିଥିଲା।…

‘ସାଂଗଠନିକ କାର୍ଯ୍ୟର ପ୍ରସାର ଜରୁରୀ’

ବଞ୍ଚୋ,୧୯ା୩(ପ୍ରଦୋଷ କୁମାର ବିଶ୍ୱାଳ): ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ ଆନନ୍ଦପୁର ଷ୍ଟାଡିୟମରେ ନେତାଜୀ ପ୍ରଭାତ ଶାଖା ପକ୍ଷରୁ ରାଷ୍ଟ୍ରୀୟ ହିନ୍ଦୁ ନବବର୍ଷ ଉତ୍ସବ ଆଡମ୍ବରପୂର୍ଣ୍ଣ ଭାବେ ପାଳନ…

ଡାଲମା ହାଣ୍ଡିରୁ ବାହାରିଲା ବିଷାକ୍ତ ସାପ, ପ୍ରସାଦ ସେବନ ପରେ ଘଟିଲା…

ପଟ୍ଟମୁଣ୍ଡାଇ,୧୯ା୩(କଳ୍ପତରୁ ନାୟକ): ଡାଲମା ହାଣ୍ଡିରେ ଏକ ବିଷାକ୍ତ ସାପ ପଡ଼ିଯିବାରୁ ଏହି ଡାଲମା ଖାଇ ୩୦ ଅସୁସ୍ଥ ହୋଇପଡ଼ିଛନ୍ତି। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ: ଢୋଲ, ମହୁରୀ ଶବ୍ଦରେ ଦୁଲୁକିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ପ୍ରସିଦ୍ଧ ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ଗୁରୁବାର ଚଳିତ ଚୈତ୍ର ନବବର୍ଷରେ ବାସନ୍ତିକ ନବରାତ୍ରି ପୂଜାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri