ବଲିଉଡରେ ହଇଚଇ: ରଣବୀର ସିଂଙ୍କୁୁ ମିଳିଲା ଧମକ, କୋଟି କୋଟି ଟଙ୍କା ଦାବି; ସୁରକ୍ଷା ବଢ଼ାଇଲା… 

ମୁମ୍ବାଇ: ଅଭିନେତା ରଣବୀର ସିଂଙ୍କୁ ଧମକ। ଘର ବାହାରେ ବଢ଼ାଗଲା ସୁରକ୍ଷା। କିଛି ଏଭଳି ଖବରକୁ ନେଇ ବଲିଉଡରେ ହଇଚଇ ସୃଷ୍ଟି ହୋଇଛି। ସୂଚନା ପ୍ରକାରେ ଅଭିନେତାଙ୍କୁ କୋଟି କୋଟି ଟଙ୍କା ଦାବି କରି ଏକ ମେସେଜ୍‌ ମିଳିଛି। ହ୍ବାଟ୍ସଆପ୍‌ ଭଏସ୍‌ ନୋଟ୍‌ରେ ଏଭଳି କିଛି ଧମକ ପାଇବା ପରେ ସେ ମୁମ୍ବାଇ ପୋଲିସକୁ ଜଣାଇଥିଲେ। ଘଟଣାର ଗମ୍ଭୀରତାକୁ ଦେଖି ପୋଲିସ ତୁରନ୍ତ ରଣବୀର ସିଂ ଏବଂ ଦୀପିକା ପାଦ୍ୟୁକୋନ୍‌ଙ୍କ ଘରର ସୁରକ୍ଷା ବଢ଼ାଇ ଦେଇଛି। ଏଥିସହ ଅଭିଯୁକ୍ତଙ୍କୁ ଖୋଜିବା ଆରମ୍ଭ କରିଛି।
କହିବାକୁ ଗଲେ ବଲିଉଡ କଳାକାରମାନଙ୍କୁ ଏଭଳି ଧମକପୂର୍ଣ୍ଣ ମେସେଜ ମିଳିବା ନୂଆ କଥା ନୁହେଁ। ସଲମାନ ଖାନଙ୍କୁ ଅନେକ ଥର ଏଭଳି ଧମକ ମିଳିଛି। କାନାଡ଼ାରେ କପିଲ ଶର୍ମାଙ୍କ କାଫେରେ ମଧ୍ୟ ଗୁଳିକାଣ୍ଡ ହୋଇଛି। କିଛିଦିନ ପୂର୍ବରୁ, ଫିଲ୍ମ ନିର୍ଦ୍ଦେଶକ ରୋହିତ ସେଟ୍ଟୀଙ୍କ ଘର ବାହାରେ ଗୁଳିକାଣ୍ଡ ହୋଇଥିଲା। ପୋଲିସ ଏହି ଘଟଣାରେ ଅନେକ ଲୋକଙ୍କୁ ଅଟକ ରଖିଥିଲା। ଲରେନ୍ସ ବିଷ୍ନୋଇ ଗ୍ୟାଙ୍ଗ ଗୁଳିକାଣ୍ଡ ପାଇଁ ଦାୟୀ ବୋଲି କହିଥିଲା। ଏହି ଘଟଣା ମନରୁ ନ ଲିଭୁଣୁ ରଣବୀରଙ୍କୁ ଏଭଳି ଧମ ମିଳିବ ଛନକା ବଢ଼ାଇଛି।

ରଣବୀର ସିଂହ ମୁମ୍ବାଇର ପ୍ରଭାଦେବୀର ବିଉ ମୋଣ୍ଡେ ବି ଟାୱାର ହାଉସିଂ ସୋସାଇଟିରେ ରୁହନ୍ତି। ଧମକପୂର୍ଣ୍ଣ ବାର୍ତ୍ତା ପାଇବା ପରେ ରଣବୀରଙ୍କ ଘର ବାହାରେ ସୁରକ୍ଷା ବୃଦ୍ଧି କରାଯିବା ପରେ, ସୋସାଇଟି ପରିଚାଳନା ପକ୍ଷରୁ ପୋଲିସ ଷ୍ଟେସନକୁ ଚିଠି ଲେଖାଯାଇଛି, ଯେଉଁଥିରେ ସୋସାଇଟି ପରିସରରେ ମୁତୟନ କରାଯାଇଥିବା ଘରୋଇ ସଶସ୍ତ୍ର ସୁରକ୍ଷା କର୍ମୀଙ୍କ ବିଷୟରେ ଚିନ୍ତା ପ୍ରକାଶ କରାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ମିଳିଲା ୱାର୍ଡରଙ୍କ ମୃତଦେହ, ଗାଡ଼ି ଆସିଲେ ମଧ୍ୟ ସେ ଡ୍ୟୁଟିକୁ ନ ଯିବାରୁ ବଢ଼ିଲା …

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାହାସପୁର ଗ୍ରାମ ନିକଟ ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ଶୁକ୍ରବାର ସନ୍ଧ୍ୟାରେ ଜଣେ ଜେଲ ୱାର୍ଡରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ…

ସୂର୍ଯ୍ୟ-ଗୁରୁଙ୍କ ଯୋଗରେ ୫ ରାଶି ପାଇଁ ଭାରି ଭଲ; ପ୍ରଚୁର ଧନଲାଭକୁ ଅମାପ ସମ୍ପତ୍ତି ମିଳିବ…

ଦ୍ରିକ ପାଞ୍ଜି ଅନୁସାରେ, ୨୩ ଅଗଷ୍ଟ, ୨୦୨୬ ରେ ସୂର୍ଯ୍ୟ ଏବଂ ବୃହସ୍ପତି କେବଳ ୧୮° ଦୂରତାରେ ଅବସ୍ଥିତ ହେବେ। ଜ୍ୟୋତିଷ ଶାସ୍ତ୍ରରେ ଏହାକୁ ଅଷ୍ଟଦଶ ଯୋଗ…

ଚାମ୍ବରରେ ଧସେଇ ପଶି ଏମିତି କ’ଣ କହିଦେଲେ ଭାଜପା ନେତା, ଚେୟାରରେ ଚେତାଶୂନ୍ୟ ହୋଇ ପଡ଼ିଗଲେ ବିଡିଓ

ଡେରାବିଶ, ୧୪।୮ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଡିଓ ନମିତା ବାରିକ…

ସୁପ୍ରିମକୋର୍ଟରୁ ସମୟ ରୈନାଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୪।୮: ‘ଇଣ୍ଡିଆ ଗଟ ଲ୍ୟାଟେଣ୍ଟ’ ମାମଲାରେ ହାସ୍ୟ ଅଭିନେତା ସମୟ ରୈନାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ ସମୟ ରୈନା ଏବଂ ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ…

ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

କେମିତି ଅଛନ୍ତି ଜେପି ନଡ୍ଡା? ଏମ୍ସ ଜାରି କଲା ବୟାନ

ନୂଆଦିଲ୍ଲୀ,୧୪।୮: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଏମ୍ସ ଏକ ଅପଡେଟ ପ୍ରଦାନ କରିଛି। ହସ୍ପିଟାଲ ଅନୁଯାୟୀ, ତାଙ୍କ ଅବସ୍ଥା ବର୍ତ୍ତମାନ ସ୍ଥିର ଅଛି, ଏବଂ…

ବିଦ୍ୟୁତ୍‌ ଆଘାତରେ ନାବାଳିକାଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ…

କାଲିମେଳା,୧୪ା୮(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କୁର୍ମାନୁର ପଞ୍ଚାୟତର ଗୁରାଲୁର ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଛି।…

ଅଭିଜିତ ଦୀପକେଙ୍କ ବଡ଼ ବୟାନ: ‘ସୌରଭଙ୍କ ଗୋଟିଏ ଭିଡିଓ ଯୋଗୁଁ…’

ନୂଆଦିଲ୍ଲୀ,୧୪।୮: ‘କକ୍ରୋଚ ଜନତା ପାର୍ଟି’ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଶୁକ୍ରବାର (୧୪ ଅଗଷ୍ଟ) କହିଛନ୍ତି ଯେ ସୌରଭ ଦାସ ଯେଉଁ କାମ କରୁଛନ୍ତି ତାହା ଦେଶର ହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri