ଦିୟାଙ୍କ ପୁରୁଣା ଲଭ୍‌ଷ୍ଟୋରୀ, କାଲି ଧରିବେ ଆଉ ଜଣଙ୍କ ହାତ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଦିୟା ମିର୍ଜାଙ୍କ କଥା ବର୍ତ୍ତମାନ ଚର୍ଚ୍ଚା ହେଉଛି। ସେ ଆସନ୍ତାକାଲି ଅର୍ଥାତ୍‌ ସୋମବାର ବିବାହ ବନ୍ଧନରେ ବାନ୍ଧି ହେବେ। ଏହାକୁ ନେଇ ପ୍ରଶଂସକମାନେ ବେଶ୍‌ ଉତ୍ସୁକ ଅଛନ୍ତି। ବିବାହକୁ ନେଇ ଯେତିକି ଚର୍ଚ୍ଚା ହେଉନି ବର୍ତ୍ତମାନ ଅଧିକ ଚର୍ଚ୍ଚା ହେଉଛି ତାଙ୍କ ପୁରୁଣା ପ୍ରେମକୁ ନେଇ। ଦିୟାଙ୍କ ଜୀବନରେ ସାହିଲ ସାଙ୍ଗା ଆସିଥିଲେ। ଦିୟା ତାଙ୍କ ସହିତ ୧୧ ବର୍ଷ କାଟିଛନ୍ତି। ୨୦୦୯ରେ ଦିୟା-ସାହିଲଙ୍କ ମଧ୍ୟରେ ସାକ୍ଷାତ ହୋଇଥିଲା। ଏହା ଏକ ଫିଲ୍ମ ଶୁଟିଂ ସମୟରେ ହିଁ ହୋଇଥିଲା। ଦିୟାଙ୍କୁ ଫିଲ୍ମର ସ୍କ୍ରିପ୍ଟ ଶୁଣାଉଥିଲେ ସାହିଲ। ପରେ ଦୁହିଁଙ୍କ ମଧ୍ୟରେ ସମ୍ପର୍କ ଆଗକୁ ବଢ଼ିଥିଲା।

୨୦୧୪ ଅକ୍ଟୋବର ୧୮ରେ ଦୁଇଜଣ ବିବାହ ବନ୍ଧନରେ ବାନ୍ଧି ହୋଇଥିଲେ। ସାହିଲ ଶିଖ୍‌ ଥିବା ବେଳେ ଦିୟା ହାଇଦ୍ରାବାଦୀ। ବିବାହର କିଛିବର୍ଷ ପରେ ଦୁହିଁଙ୍କ ମଧ୍ୟରେ ଆଉ ପଡ଼ି ନ ଥିଲା। ୨୦୧୯ରେ ଦିୟା ସୋସିଆଲ ମିଡିଆରେ ୧୧ ବର୍ଷର ସମ୍ପର୍କ ତୁଟିଗଲା ବୋଲି ପ୍ରଶଂସକମାନଙ୍କୁ ଜଣାଇଥିଲେ।

ସେ ଲେଖିଥିଲେ, ୧୧ ବର୍ଷ ଏକାଠି ରହିବା ପରେ ଆମେ ଦୁଇଜଣ ଆପୋସ ବୁଝାମଣାରେ ଅଲଗା ହେବାକୁ ନିଷ୍ପତ୍ତି ନେଇଛୁ। ଏକଥା ବି ଲେଖିଥିଲେ ଯେ, ସାହିଲ ସବୁଦିନ ପାଇଁ ମୋ’ ବନ୍ଧୁ ହୋଇ ରହିବେ। ଦୁହେଁ ଦୁହିଁଙ୍କୁ ସମ୍ମାନ ଦେବୁ। ସେତେବେଳେ ଶୁଣିବାକୁ ମିଳିଥିଲା କନିକା ଢିଲନଙ୍କ ସହ ସାହିଲଙ୍କ ସମ୍ପର୍କ ଥିବାରୁ ଦୀୟାଙ୍କ ସହ ସମ୍ପର୍କ ତୁଟିଗଲା। ମାତ୍ର ଦିୟା ଏସବୁ ଖବରକୁ ମିଛ ବୋଲି କହି କନିକାଙ୍କୁ ସମର୍ଥନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

୫ ରାଶି ଉପରେ କୃପା କରିବେ ଶନି; ଟଙ୍କାରେ ପୁରିଯିବ ଘର, କ୍ୟାରିୟରରେ ମିଳିବ ବଡ଼ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମଫଳଦାତା ଏବଂ ନ୍ୟାୟର କାରକ ଗ୍ରହ ବୋଲି ବିବେଚନା କରାଯାଏ। ଶନି ପ୍ରତ୍ୟେକ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଶୁଭ ତଥା ଅଶୁଭ…

ଛାଡ଼ିଲା ବନ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା

ଭବାନୀପାଟଣା,୨୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ସପ୍ତାହରେ ହାତୀ ଓ ତେଲ ନଦୀରେ ବନ୍ୟା ଆସିବାରୁ ନଦୀ କୂଳରେ ଥିବା ଶତାଧିକ ଏକର ଧାନଚାଷ ନଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?