ପାର୍ଟଟାଇମ୍‌ ଆକ୍ଟିଂ କରିବାକୁ ଆଗ୍ରହୀ ଦିଆ

ବଲିଉଡ ଅଭିନେତ୍ରୀ ଦିଆ ମିର୍ଜା ଅଭିନୟ ମାଧ୍ୟମରେ ଇଣ୍ଡଷ୍ଟ୍ରିରେ ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିଛନ୍ତି। ସେ ଅଭିନୟ ବ୍ୟତୀତ ପରିବେଶ ସୁରକ୍ଷା ନେଇ ପ୍ରାୟତଃ ସ୍ବର ଉତ୍ତୋଳନ କରିଥାନ୍ତି। ସେ ନିଜ କ୍ୟାରିୟରରେ ପାର୍ଟଟାଇମ ଅଭିନେତ୍ରୀ ଭାବରେ କାର୍ଯ୍ୟ କରିବାକୁ ଚାହୁଁଛନ୍ତି। ଫଳରେ ସେ ଅଧିକ ସମୟ ପରିବେଶକୁ ସୁରକ୍ଷିତ ରଖିବା ପାଇଁ କାର୍ଯ୍ୟ କରିପାରିବେ। ନିକଟରେ ଏକ ସାକ୍ଷାତକାରରେ ଦିଆ ଏକଥା କହିଛନ୍ତି।
ଦିଆ ମିଳିତ ଜାତିସଂଘର ପରିବେଶ କାର୍ଯ୍ୟକ୍ରମ (ୟୁଏନଇପି)ର ବ୍ରାଣ୍ଡଆମ୍ବାସାଡର ଅଛନ୍ତି। ନିକଟରେ ଭାରତରେ ୟୁଏନଇପିର ମୁଖ୍ୟଙ୍କୁ କହିଥିଲେ ଯେ, ମୁଁ ପାର୍ଟ ଟାଇମ କାମ କରେ। ମୋର ଅଧିକାଂଶ ସମୟ ଦେଶରେ ଶକ୍ତି ସଂରକ୍ଷଣ ଲାଗି ପ୍ରୟାସ ଏବଂ ପରିବେଶଜନିତ କାର୍ଯ୍ୟରେ ବ୍ୟୟ ହୋଇଥାଏ। ଆମ ଯୁବପିଢିର ବର୍ତ୍ତମାନ ଏବଂ ଭବିଷ୍ୟତକୁ ରକ୍ଷା କରିବାର ଏକମାତ୍ର ଉପାୟ ହେଉଛି ସମାଧାନରେ ଯୋଗଦାନ ଯାହାକି ଏକ ପରିବର୍ତ୍ତନ ଆଣିପାରେ। ଭବିଷ୍ୟତରେ ମଧ୍ୟ ଦିଆ ଚଳଚ୍ଚିତ୍ର ମାଧ୍ୟମରେ ପ୍ରକୃତି ବିଷୟରେ ଲୋକଙ୍କୁ ସଚେତନ କରାଇବାକୁ ଚାହୁଁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କୁ ଭିଆଇପି ଟ୍ରିଟମେଣ୍ଟ! ସଚିନଙ୍କୁ ମିଳି ନ ଥିଲା; କାହିଁକି ହେଲା…?

ନୂଆଦିଲ୍ଲୀ, ୨୫ା୬: ଭାରତର ୧୫ ବର୍ଷୀୟ ପ୍ରତିଭାବାନ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀଙ୍କ ଇଂଲଣ୍ଡ ଗସ୍ତକୁ ନେଇ ଏବେ ସାରା ଦେଶରେ ଜୋରଦାର ଚର୍ଚ୍ଚା ଚାଲିଛି। ଖବର ଅନୁଯାୟୀ, ଇଂଲଣ୍ଡରେ…

ଚଳନ୍ତା ଟ୍ରେନ୍‌ରୁ କାଠଯୋଡ଼ି ନଦୀବାଲିକୁ ଖସିପଡ଼ିଲେ ଯୁବକ: ଅଗ୍ନିଶମ ବାହିନୀ ଦ୍ୱାରା ଉଦ୍ଧାର, ଏସ୍‌ସିବିରେ ଭର୍ତ୍ତି

କଟକ, ୨୫ା୬(କାର୍ତ୍ତିକ ସାହୁ): କଟକ କାଠଯୋଡ଼ି ନଦୀ ବ୍ରିଜ୍‌ ଉପରେ ଏକ ରେଳ ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି ଜଣେ ଯୁବକ। ଏକ ଚଳନ୍ତା ଟ୍ରେନ୍‌ରୁ ଜଣେ ଯୁବକ…

ଟି୨୦ ବିଶ୍ୱକପ୍‌: ବାଂଲାଦେଶକୁ ହରାଇ ଭାରତର ତୃତୀୟ ବିଜୟ

ମାଞ୍ଚେଷ୍ଟର,୨୫ା୬: ଶେଫାଳି ବର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଗୁରୁବାର ଖେଳାଯାଇଥିବା ବାଂଲାଦେଶ ବିପକ୍ଷ ମହିଳା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌କୁ ଭାରତ ୫ ଉଇକେଟରେ ଜିତି ନେଇଛି। ବାଂଲାଦେଶ…

ସାଇକେଲରେ ଶବ ବୋହିବା ଘଟଣା: ପ୍ରଶାସନିକ ତତ୍ପରତା,ଶୋକସନ୍ତପ୍ତ ପରିବାରକୁ ଭେଟି…

ପାଇକମାଳ,୨୫।୬(ବଡ଼ ଶତପଥୀ)- ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ କଣ୍ଟାପଡ଼ା ଗ୍ରାମରେ ଘଟିଥିବା ଏକ ଅଭାବନୀୟ ଘଟଣାରେ ଜିଲା ଓ ବ୍ଲକ ପ୍ରଶାସନ ପକ୍ଷରୁ ତୁରନ୍ତ ସହାୟତାର…

ସ୍କୁଲକୁ ବିଳମ୍ବରେ ଆସିବା ପଡ଼ିଲା ମହଙ୍ଗା

ଉମରକୋଟ, ୨୫।୬(ସନ୍ତୋଷ ଶତପଥୀ): ଜଣେ ଶିକ୍ଷକ ସ୍କୁଲକୁ ପ୍ରତିଦିନ ବିଳମ୍ବରେ ଆସୁଥିବା ଅଭିଯୋଗ ହେବା ପରେ ଗୁରୁବାର ଉମରକୋଟ ବିଇଓ ତାଙ୍କର ଦରମା ବନ୍ଦ କରିଛନ୍ତି। ଏଥିସହ…

ମେଡିକାଲରୁ ଚମ୍ପଟ ମାରିଲେ ଅଭିଯୁକ୍ତ

ମାଲକାନଗିରି,୨୫।୬(ଦୁର୍ଯ୍ୟୋଧନ ପାତ୍ର): ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଗିରଫ ହୋଇଥିବା ଜଣେ ଅଭିଯୁକ୍ତଙ୍କୁ ପୋଲିସ ଗୁରୁବାର ମେଡିକାଲ ଚେକ୍‌ଅପ୍‌ ପାଇଁ ନେଉଥିବା ବେଳେ ଚିକିତ୍ସାଳୟ ନିକଟରୁ ସେ…

Ketan Murder Case:ପିତାଙ୍କ ଗୁହାରି, କହିଲେ ଝିଅକୁ ଦିଆଯାଉ ଫାଶୀ!

ପୁଣେ,୨୫।୬: ପୁଣେରେ ହାଇପ୍ରୋଫାଇଲ କେତନ ଅଗ୍ରୱାଲ ହତ୍ୟା ମାମଲାର ତଦନ୍ତ ଆଗକୁ ବଢ଼ିବା ସହିତ, ମାମଲାର ନୂତନ ଦିଗ ସାମ୍ନାକୁ ଆସୁଛି। ଏବେ, ମାମଲାର ମୁଖ୍ୟ ଅଭିଯୁକ୍ତ…

ଦୟନୀୟ ଯୋଗାଯୋଗ ବ୍ୟବସ୍ଥା, ଗାଁକୁ ଆସି ପାରିଲାନି ଆମ୍ବୁଲାନ୍ସ

ମାଲକାନଗିରି,୨୫।୬(ଗୌରିଶଙ୍କର ପଣ୍ଡା): ମାଲକାନଗିରି ଜିଲା ଖଇରପୁଟ ବ୍ଲକ ଅଧୀନ ସୀମାନ୍ତ ଗୋବିନ୍ଦପାଲି ପଞ୍ଚାୟତ ଅନ୍ଧାରି ଗାଁରେ ଦୟନୀୟ ଯୋଗାଯୋଗ ବ୍ୟବସ୍ଥାର ଚିତ୍ର ସାମ୍ନାକୁ ଆସିଛି। ଗାଁକୁ ଭଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri