ଛପରଫାଡିକି ଦେଲେ ଭଗବାନ୍‌ : ଆଖି ଖୋଲୁଖୋଲୁ କୋଟିପତି, ପୁଣି ଜଣେ ଓଡ଼ିଆ ପୁଅ ଜିତିଲେ ୩କୋଟି ଥାର୍‌

ଖୋର୍ଦ୍ଧା ,୨୦।୪: ରାତାରାତି ବଦଳିଗଲା ଭାଗ୍ୟ। ଅନଲାଇନ ଗେମ୍‌ରେ ମାତ୍ର ୪୯ଟଙ୍କା ଲଗାଇ ଜିତିଲେ ୩କୋଟି ଟଙ୍କା ଓ ମହିନ୍ଦ୍ରା ଥାର। ଏପରି ପୁଣି ଏକ ଘଟଣା ଦେଖିବାକୁ ମିଳିଛି ପୁଣି ଓଡ଼ିଶାରେ। ଖୋର୍ଦ୍ଧା ଜିଲା ଜଟଣୀ ବ୍ଲକ ଅଧିନ ଦେଉଳିଆପାଟଣା ଗାଁର ସୌମ୍ୟରଞ୍ଜନ ବେହେରା ରାତାରାତି କୋଟିପତି ବନିଛନ୍ତି। ତାଙ୍କ ବାପା ଜଣେ ମାଛ ବ୍ୟବସାୟୀ ଏବଂ ସୌମ୍ୟ +୩ ଦ୍ୱିିତୀୟ ବର୍ଷ ଛାତ୍ର।

ଆହୁରି ପଢ଼ନ୍ତୁ …https://www.dharitri.com/rags-to-riches-odia-youth-turns-millionaire-won-3-crore-and-thar-vehicle/

Odisha Youth Wins ₹3 Cr: ଜଟଣାୀର ସୌମ୍ୟରଞ୍ଜନ ବେହେରା ଡ୍ରିମ-୧୧ରେ ଚେନ୍ନାଇ-ହାଇଦ୍ରାବାଦ୍‌ରୁ ମ୍ୟାଚରେ ମାତ୍ର ୪୯ଟଙ୍କା ଲଗାଇଥିଲେ। ଯାହାପରେ ସେ ୩କୋଟି ଟଙ୍କା ଓ ମହିନ୍ଦ୍ରା ଥାର୍‌ ଗାଡି ଜିତିଛନ୍ତି। କହିରଖୁଛୁ କି, ମହେନ୍ଦ୍ର ଜଣେ ନିମ୍ନ ମଧ୍ୟବିତ୍ତ ପରିବାରର। ତାଙ୍କ ବାପା ମାଛ ବ୍ୟବସରୟ କରି ପରିବାର ଚଳାଉଛନ୍ତି।

ଆହୁରି ପଢ଼ନ୍ତୁ …https://www.dharitri.com/fortune-changed-overnight-another-odia-boy-wins-rs-3-crore-along-with-mahindra-thar/

Odisha Youth Wins ₹3 Cr: ପୂର୍ବରୁ କେନ୍ଦୁଝର, କାକଟପୁର ଓ ଯାଜପୁରରୁ ୩ ଓଡ଼ିଆ ପୁଅ ଅନଲାଇନ ଗେମ ଖେଳି ୩କୋଟି ଟଙ୍କା ଜିତିଥିଲେ।

ତେବେ ସୌମ୍ୟ କହିଛନ୍ତି ଏହି ଟଙ୍କା ଜିତି ସେ ଜାଗା, ଜମି କିଣିବେ ବାପାଙ୍କ ବ୍ୟବସାୟ ବଢ଼ାଇବେ।

Tags:Odia Youth Turns MillionaireOdia Youth Won TharRags To Riches:Thar Vehicle


Enter your email to get our daily news in your inbox.

All Right Reserved By Dharitri.Com

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ପ୍ରସିଦ୍ଧ ଅଗ୍ନି ଭୈରବଙ୍କ ଝାମୁଯାତ୍ରା ମହାଆଡ଼ମ୍ବରରେ ସମ୍ପନ୍ନ, କମ୍ପିଲା ଲାଞ୍ଜିଗଡ଼; ତତଲା ନିଆଁ ଉପରେ ଚାଲିଲେ…

ଲାଞ୍ଜିଗଡ଼,୩୦ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ସହରର ପରମ ଆରାଧ୍ୟ ଦେବତା ଅଗ୍ନି ଭୈରବଙ୍କ ବିଶ୍ୱପ୍ରସିଦ୍ଧ ଝାମୁଯାତ୍ରା ବୁଧବାର ମହା ସମାରୋହରେ ପାଳିତ ହୋଇଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?