ଡାଇବେଟିସ୍‌ ରୋଗୀ ଓ ଖାଦ୍ୟପେୟ

ଡାଇବେଟିସ୍‌ ବା ମଧୁମେହ ଆଜିକାଲି ଏକ ସାଧାରଣ ରୋଗ ପାଲଟି ଗଲାଣି। ଏପରି କି ଭାରତକୁ ‘ଡାଇବେଟିସ୍‌ର ରାଜଧାନୀ’ ବୋଲି ଅଭିହିତ କରାଯାଏ। ଡାଇବେଟିସ ରୋଗୀ କେତେକ ବିଷୟ ପ୍ରତି ନଜର ଦେବାକୁ ପଡିଥାଏ। ଅସନ୍ତୁଳିତ ଖାଦ୍ୟ ଏବଂ ଜୀବନଶୈଳୀ ଡାଇବେଟିସ ବା ମଧୁମେହ ରୋଗ ସୃଷ୍ଟି କରିବାରେ ଅନେକାଂଶରେ ଦାୟୀ। କେତେକ ଡାଇବେଟିସ ରୋଗୀ ନିଜର ଖାଦ୍ୟପେୟ ଏବଂ ଜୀବନଶୈଳୀ ପ୍ରତି ଯଥେଷ୍ଟ ଧ୍ୟାନ ଦେଇ ନ ଥାନ୍ତି। ଫଳରେ ପରବର୍ତ୍ତୀ ସମୟରେ ଏହି ରୋଗ ଜଟିଳ ସମସ୍ୟା ଧାରଣ କରିଥାଏ। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା ଡାଇବେଟିସ୍‌ ରୋଗୀ ଖାଇବା ପରେ ସାଙ୍ଗେ ସାଙ୍ଗେ ପାଣି ପିଅନ୍ତୁ ନାହିଁ। ଏହା ମେଦବହୁଳତାକୁ ପରୋକ୍ଷରେ ଆମନ୍ତ୍ରଣ କରିଥାଏ। ଜଣେ ଡାଇବେଟିସ ରୋଗୀ ତଟକା ଫଳମୂଳ-ସେଓ, କମଳା ଆଦି ଖାଇଲେ ଭଲ। ହେଲେ ଏପରି ଫଳ ଅଧିକ ପରିମାଣରେ ନ ଖାଇବା ଭଲ। ଡାଇବେଟିସ୍‌ ରୋଗୀ ଦହି ଖାଇବା ପୂର୍ବରୁ ସେଥିରୁ ଲହୁଣି ଅଂଶକୁ ବାହାର କରି ଦିଅନ୍ତୁ। ସବୁବେଳେ ଆବଶ୍ୟକତାଠାରୁ ଅଧିକ ଖାଦ୍ୟ ଖାଆନ୍ତୁ ନାହିଁ। ଏହାଦ୍ୱାରା ଅଜୀର୍ଣ୍ଣ ସମସ୍ୟା ସୃଷ୍ଟି ହୋଇଥାଏ, ଯାହା ଡାଇବେଟିସ୍‌ ସମସ୍ୟାକୁ ଆହୁରି ବଢ଼ାଇଦିଏ। ପ୍ରତିଦିନ ସକାଳେ ଅତିକମରେ ଅଧଘଣ୍ଟାଏ ଚାଲନ୍ତୁ। ତା’ସହ ନିୟମିତ ସମୟ ଅନ୍ତରାଳରେ ରକ୍ତରେ ସୁଗାର ଏବଂ ବ୍ଲଡପ୍ରେସର ମାପି ନିଅନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଚାଣକ୍ୟ କୁହନ୍ତି ଏସବୁ ଖାଦ୍ୟ ଖାଇଲେ ମିଳିବ ୧୦ଗୁଣା ଅଧିକ ଶକ୍ତି, ବୃଦ୍ଧାବସ୍ଥାରେ ରୋଗ ପାଖ ମାଡ଼ିବନି…

ହିନ୍ଦୁ ଧର୍ମରେ ଅନେକ ଜିନିଷ ଅଛି ଯାହାକୁ ଖାଇବା ସମ୍ପୂର୍ଣ୍ଣ ନିଷେଧ ଏବଂ କିଛି ଜିନିଷ ଅଛି ଯାହାକୁ ଖାଇଲେ ୧୦ ଗୁଣ ଅଧିକ ଶକ୍ତି...

ଅଂଶୁଘାତ ସମୟରେ କେମିତି ନେବେ ପ୍ରାଣୀଙ୍କ ଯତ୍ନ

ଅଂଶୁଘାତ ପାଇଁ  ସତର୍କ ଓ ସାବଧାନ ରୁହନ୍ତୁ । ପ୍ରଚୁର ଥଣ୍ଡା ପାଣି ପିଇବାକୁ ଦିଅନ୍ତୁ। ଗୁହାଳକୁ ଥଣ୍ଡା ରଖିବା ସହ ସଙ୍କର ଜାତୀୟ ଗାଈ...

ଖରାଦିନେ ଗର୍ଭବତୀ ମହିଳା ଏମିତି ନିଅନ୍ତୁ ଯତ୍ନ

ଖରାଦିନେ ଗର୍ଭବତୀ ମହିଳାଙ୍କୁ ଅଧିକ ସତର୍କ ରହିବାକୁ ହେବ। ଏହି ଦିନେ ଗ୍ରୀଷ୍ମତାପରୁ ରକ୍ଷାପାଇବା ପାଇଁ ଜାଣିରଖନ୍ତୁ କିଛି ଉପାୟ। ଖରାଦିନେ ପ୍ରଚୁର ପାଣି ତ...

ସିଙ୍ଗଲ୍‌ ଚାଇଲ୍ଡ ଥିଲେ.. ଏମିତି ନିଅନ୍ତୁ ଯତ୍ନ

ଆଜିକାଲି ଅନେକଙ୍କର ପସନ୍ଦ ସିଙ୍ଗଲ ଚାଇଲ୍ଡ। କ୍ୟାରିୟର ପାଇଁ ହେଉ ବା ଆର୍ଥିକ ଚାପ ଅବା ଲାଳନପାଳନର ଅସୁବିଧା ଯୋଗୁ ସେମାନେ ଏମିତି ପସନ୍ଦ ବାଛି...

ଅବସାଦ ଦୂର ପାଇଁ ଆପଣାନ୍ତୁ ଏହି ଟିପ୍ସ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ଉତ୍ତମ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ କେତେ ରୋଗମୁକ୍ତ ଓ ସୁସ୍ଥ ଜୀବନ ବିତାଉଛେ, ତାହା ଅନେକାଂଶରେ ନିର୍ଭର...

ପାଣି ପିଅନ୍ତୁ କି ନ ପିଅନ୍ତୁ ଘରେ ରଖନ୍ତୁ ସୁରେଇ, ଆଣିବ ସୌଭାଗ୍ୟ…

ଖରାଦିନେ ମାଠିଆ ହେଉ ଅଥବା ସୁରେଇର ପାଣି ପିଇବାକୁ ଯେମିତି ଥଣ୍ଡା ଲାଗେ ସେମିତି ସ୍ବାସ୍ଥ୍ୟପ୍ରଦ ବି ହୋଇଥାଏ। ସେଥିପାଇଁ ପୂର୍ବେ ଘରେ ଘରେ ମାଠିଆ,...

ବାସ୍ତୁ ଅନୁଯାୟୀ ଘରର ମୁଖ୍ୟ ପ୍ରବେଶ ଦ୍ୱାର କିପରି ହେବା ଦରକାର…ଜାଣନ୍ତୁ

ଘରର ଭିତର ପାର୍ଶ୍ୱ କେତେ ସୁନ୍ଦର ଓ ସୁବ୍ୟବସ୍ଥିତ; ତାହାର ଅନୁମାନ ଘରର ମୁଖ୍ୟ ପ୍ରବେଶ ଦ୍ୱାରକୁ ଦେଖିଲେ ହିଁ ଜଣାପଡିଯାଏ। ତେଣୁ ଘରର ମୁଖ୍ୟ...

ଶରୀର ପାଇଁ ଉପକାରୀ ଜିରା: ଏମିତି କରନ୍ତୁ ସେବନ

ଆମେ ସାଧାରଣତଃ ଅଧିକାଂଶ ଖାଦ୍ୟ ପ୍ରସ୍ତୁତ କରିବା ବେଳେ ଜିରା ବ୍ୟବହାର କରିଥାଉ। ଏହାର ସୁଗନ୍ଧ କେବଳ ଭଲ ନୁହେଁ ବରଂ ଏଥିରେ ଭରି ରହିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri